Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଡକ ଦୁର୍ଘଣା ହ୍ରାସ ପାଇଁ ପ୍ରୟାସ; ଏହି ୫ ଜିଲ୍ଲାରେ ମୁତୟନ ହେବେ ୫୦୦ ଟ୍ରାଫିକ ୱାର୍ଡେନ

କଟକ: ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ପରିବହନ ପ୍ରାଧିକରଣ ଆନୁକୁଲ୍ୟରେ ଆୟୋଜିତ ଏହି…

ପୁଣି ଜଣେ ଥାନାଧିକାରୀ ନିଲମ୍ବିତ

ଛତ୍ରପୁର: କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବିତ ହେଲେ ଥାନାଧିକାରୀ । ଗଞ୍ଜାମ ଜିଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି । ଚମାଖଣ୍ଡି ଆଇଆଇସି ସବ୍ୟସାଚୀ ମଲ୍ଲଙ୍କୁ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ…

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ଯ୍ୟ ହୋଇଛି । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତୁଳା ଲଗ୍ନରେ ଅଗଷ୍ଟ ୨୮ ତାରିଖ ଗୁରୁବାର ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମ‌ନ୍ନେ…

୧୨ଟି ନୂଆ ଏନଏସି ପାଇଁ ଡ୍ରାଫ୍ଟ ନୋଟିସ୍‌ ଜାରି

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ବୃଦ୍ଧି କରିବା ପାଇଁ ପଦକ୍ଷେପ ନେଇଛନ୍ତି । ସରକାର ସମ୍ବଲପୁର, ଅନୁଗୁଳ, ବାଲେଶ୍ବର, ମୟୂରଭଞ୍ଜ, ରାୟଗଡ଼ା, ସୁବର୍ଣ୍ଣପୁର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏନଏସି ଗଠନ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ସେନେଇ…

ବାଲିପାଟଣା ଯୁବକଙ୍କ ମୃତ୍ୟୁ ଘଟଣାରେ ୩ ଗିରଫ; ଜମିଜମାକୁ ନେଇ…

ଭୁବନେଶ୍ୱର:ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଞ୍ଚଳରେ ଗତକାଲି ପୋଡ଼ି ହୋଇଥିବା ଗୁରୁତର ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଛି । ଏହି ଘଟଣାରେ ବାପା ସୁରେନ୍ଦ୍ର ନାଥ ମଠିଆ, ସାବତ ମାଆ ପ୍ରଭାତୀ ମଠିଆ ଓ ସାବତ ସାନ ଭାଇ ପ୍ରଶାନ୍ତ ମଠିଆଙ୍କୁ ଗିରଫ କରିଛି ପୋଲିସ । ବାଲିପାଟଣା…

ଟ୍ରାଫିକ୍ ନିୟମକୁ ଫୁ’: ଯୁବତୀଙ୍କୁ ଓଲଟା ଟାଙ୍କି ଉପରେ ବସାଇ ବାଇକ୍ ଚଳାଇଲେ ଯୁବକ

ଭୁବନେଶ୍ୱର: କିଛି ଦିନ ବ୍ୟବଧାନ ପରେ ପୁଣି ଭାଇରାଲ ହେବାରେ ଲାଗିଛି ଚଳନ୍ତା ବାଇକରେ ଯୁବତୀଙ୍କୁ ଓଲଟା ଟାଙ୍କି ଉପରେ ବସାଇ ବାଇକ ଚଲାଇବାର ଦୃଶ୍ୟ । ପୂର୍ବରୁ ସ୍ୱାମୀ-ସ୍ତ୍ରୀଙ୍କର ବିପଜ୍ଜନକ ବାଇକ ଚଳାଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯୋଉଥିପାଇଁ ସେମାନଙ୍କୁ ମୋଟା…

ଆକ୍ସନମୋଡରେ ଏସଟିଏଫ୍; ପାନ ଦୋକାନରୁ ବିପୁଳ ନିଶାଦ୍ରବ୍ୟ ଜବତ, ୪ ଅଟକ

ଭୁବନେଶ୍ବର: ଭୁବନେଶ୍ବର ଏୟାରଫିଲଡ ଥାନା ଅଞ୍ଚଳରେ ଏସଟିଏଫ୍ ଟିମ୍ ର ଚଢାଉ । ବିଭିନ୍ନ ପାନ ଦୋକାନ ଓ ସ୍ନାକ୍ସ ଦୋକାନରେ ଚଢ଼ାଉ କରି ବିପୁଳ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି । ଶିକ୍ଷାନୁଷ୍ଠାନ ଅଧୀନରେ ଗଞ୍ଜେଇ, ଡ୍ରଗ୍ସ ଭଳି…

ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା: ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ରାଉଲକେଲା: ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା । ସ୍ୱାଧୀନତା ଦିବସ ଅବସରରେ ଚାଇବାସାରେ ପୋଲିସ ଏବଂ ସୁରକ୍ଷାବାହିନୀକୁ ମାଓବାଦୀଙ୍କ ବିରୋଧରେ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେସନ୍‌ ବେଳେ ଜବତ ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ। ରାଉରକେଲା ଓଡିଶା-ଝାଡ଼ଖଣ୍ଡ ସୀମାରେ ବିପୁଳ ପରିମାଣର ମାଓ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ରହିଛି…

ଭୁବନେଶ୍ବର:ଆଜି ଚଳିତବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାସ୍ ହାର ୫୬.୨୩% ରହିଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଥାଉକି, ୩୪୫୭ ଜଣ ଫର୍ମ…

କଟକର ଲୋକପ୍ରିୟ ଆଳୁଦମ ଦହିବରା ବ୍ୟବସାୟୀ ରଘୁନାଥ ସାଶମଲଙ୍କ ଦେହାନ୍ତ

କଟକ: କଟକର ପ୍ରସିଦ୍ଧ ରଘୁ ଦହିବରା ମାଲିକ ରଘୁନାଥ ସାଶମଲଙ୍କ ୯୧ ବର୍ଷ ବୟସରେ ଦେହାନ୍ତ ହୋଇଛି। କଟକ ଏବଂ ବାହାରେ ଦହି ବରା-ଆଳୁଦମ ଖାଦ୍ୟକୁ ଲୋକପ୍ରିୟ କରିବାରେ ତାଙ୍କର ଅଗ୍ରଣୀ ଭୂମିକା ରହିଥିଲା। 'ରଘୁ ମଉସା' ଭାବରେ ସେ ଲୋକପ୍ରିୟ ଥିଲେ। ସେ କଟକର ବିଡାନାସୀର ଗୋପାଳସାହିରେ ଥିବା…