Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗିରଫ ପରେ ଚାକିରିରୁ ନିଲମ୍ବିତ ହେଲେ ‘ସୁନା’ ସାର୍‌

ସମ୍ବଲପୁର:ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ମହିଳା ପୋଲିସ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଗିରଫ କରିଛି ଓ କୋର୍ଟ ଚାଲାଣ କରାଯାଇଛି ।…

ପ୍ରଶାସନିକ ସଂସ୍କାରଠୁ ପେପରଲେସ୍‌ ବଜେଟ୍‌ ସବୁଥିରେ ଆଗୁଆ ଓଡ଼ିଶା:ମୁଖ୍ୟମନ୍ତ୍ରୀ

ବନେଶ୍ବର: ୨ ଦିନିଆ ଜାତୀୟ ସୁଶାସନ ସମ୍ମିଳନୀ ଭୁବନେଶ୍ବରରେ ଆରମ୍ଭ ହେଲା । ଲୋକସେବା ଭବନରେ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମଡେଲ ରଖିଲେ । ପ୍ରଶାସନିକ ସଂସ୍କାରଠୁ ପେପରଲେସ୍‌ ବଜେଟ୍‌ ସବୁଥିରେ ଆଗୁଆ କହିଲେ…

ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା; ଅଧ୍ୟାପକ ଗିରଫ

ସମ୍ବଲପୁର:ପୁଣି ଏକ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ସାମ୍ନାକୁ ଆସିଛି । ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ମହିଳା ପୋଲିସ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ…

ଛାତ୍ରୀଙ୍କ ସହ ଖରାପ ସମ୍ପର୍କ ରଖି ଗିରଫ ହେଲେ ଅଧ୍ୟାପକ

ସମ୍ବଲପୁର : ଏଫ ଏମ କଲେଜ ଘଟଣାର କିଛିଦିନ ନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା । ବିବାହର ପ୍ରତିଶୃତି ଦେଇ ଜଣେ ଅଧ୍ୟାପକ ଛାତ୍ରୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି । ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କୁ ଅଧ୍ୟାପକ ଗୋପୀକାନ୍ତ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: କନ୍ଧମାଳରେ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ

ଫୁଲବାଣୀ: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ଗୁରୁବାର ଦିନ କନ୍ଧମାଳ ଜିଲ୍ଲାର ଏକ ଜଙ୍ଗଲ ଭିତରେ ମାଓବାଦୀମାନେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଦେହ କରି ସୁରକ୍ଷା କର୍ମୀମାନେ ଉଦ୍ଧାର କରିଛନ୍ତି। ଏକ ଗୁଇନ୍ଦା ସୂଚନା ପାଇ, ପୋଲିସ ଅଧିକ୍ଷକ ହରିଶା…

ରାୟଗଡାରେ ପୁସ୍ ଟ୍ରଲିକୁ ଧକ୍କା ଦେଲା ମାଲବାହୀ ଟ୍ରେନ, ଜଣେ ମୃତ

ଭୁବନେଶ୍ୱର: ରାୟଗଡା ୟାର୍ଡରେ ଆଜି ସକାଳେ ଏକ ପୁସ୍ ଟ୍ରଲିର ଛତା ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନରେ ଫସିଯିବା ଫଳରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା ଶ୍ରମିକ ମାଲବାହୀ ଟ୍ରେନ୍…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ତତ୍ପରତା: ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି

ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ବିଦ୍ୟାଳୟରେ ମହିଳା କର୍ମଚାରୀ…

ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲା: ବାଲେଶ୍ୱରରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍

ବାଲେଶ୍ୱର: ଫୋକିର ମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲା ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ଅନ୍ୟପଟେ ଏହି ଘଟଣରେ କ୍ରାଇମବ୍ରାଞ୍ଚ ଟିମର ତନାଘନା ଆରମ୍ଭ ହୋଇଛି। ବାଲେଶ୍ବରରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ତଦନ୍ତ…

ବିରୋଧୀଙ୍କୁ ଅପରାଜିତାଙ୍କ ଟାର୍ଗେଟ୍: କହିଲେ, ଓଡିଶା ବନ୍ଦ କରିବା ପୂର୍ବରୁ ନିଜ ଅମଳର ସମୀକ୍ଷା ଜରୁରୀ ଥିଲା

ଭୁ‌ବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜରେ ଛାତ୍ରୀ ନିଜ ଜୀବନ ନେବା ଘଟଣାରେ ବିରୋଧୀ ଦଳ ସରକାରଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ବିଜେପି ପକ୍ଷରୁ ପାଲଟା ଜବାବ ଦିଆଯିବା ସହିତ କଂଗ୍ରେସ ଏବଂ ବିଜେଡିକୁ ସିଧାସଳଖ ଟାର୍ଗେଟ କରିଛନ୍ତି ବିଜେପି…

ଓଡ଼ିଶା ବନ୍ଦ ଡାକରା; ଯାତ୍ରୀଙ୍କ ସହାୟତା ପାଇଁ କମିଶନରେଟ୍ ପୋଲିସ ଜାରି କଲା ହେଲ୍ପଲାଇନ୍ ନମ୍ବର…

ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାଧାରଣ ପରିବହନ ସେବା ଠପ୍ ହୋଇଯାଇଛି। ଖାସ୍ କରି ରାସ୍ତା ଅବରୋଧ ଯୋଗୁଁ ଅସୁବିଧାର ସମ୍ମୁଖୀନ ହେଉଥିବା ଯାତ୍ରୀମାନଙ୍କୁ ସହାୟତା କରିବା ପାଇଁ କମିଶନରେଟ୍…