Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଗଷ୍ଟ ୧୬ରେ ପ୍ରକାଶ ପାଇବ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ପରୀକ୍ଷା ଫଳ

କଟକ: ଅଗଷ୍ଟ ୧୬ ତରିଖ ଶନିବାର ପ୍ରକାଶ ପାଇବ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ(ଏସ୍‌ଓଏସ୍‌ସି) ପରୀକ୍ଷା ଫଳ। ମଧାହ୍ନ ୧୨ଟାରେ ଉକ୍ତ ପରୀକ୍ଷା ଫଳ ୱେବ୍‌ସାଇଟ୍‌ରେ ଉପଲବ୍‌ଧ ହେବ ବୋଲି ବୋର୍ଡ ସୂତ୍ରରୁ…

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ, ୮ କେବିକେ ଜିଲ୍ଲା…

ଭୁବନେଶ୍ୱର: ଭୁବନେଶ୍ବରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ । ସ୍ବାଧୀନତା ଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ୧୧ଟି ଜିଲ୍ଲାକୁ…

ଫାର୍ମା ହବ୍‌ ହେବ ଓଡ଼ିଶା, ସୃଷ୍ଟି ହେବ ଅଢ଼େଇ ଲକ୍ଷ ନିଯୁକ୍ତି

ଭୁବନେଶ୍ୱର: ଆଜି ସମଗ୍ର ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସବୁଠି ଦେଶପ୍ରେମର ଭାବନା । ତ୍ରିରଙ୍ଗାର ରଙ୍ଗରେ ରଙ୍ଗେଇହୋଇଛନ୍ତି ସମଗ୍ର ଦେଶବାସୀ । ଏହି ଅବସରରେ ଭୁବନେଶ୍ବରର ଗାନ୍ଧି ମାର୍ଗରେ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ମହିଳାଙ୍କ ସୁରକ୍ଷା ନେଇ କହିଲେ ଏହି ବଡ କଥା…

ଭୁବନେଶ୍ବର: ଆଜି ସମଗ୍ର ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସବୁଠି ଦେଶପ୍ରେମର ଭାବନା । ତ୍ରିରଙ୍ଗାର ରଙ୍ଗରେ ରଙ୍ଗେଇହୋଇଛନ୍ତି ସମଗ୍ର ଦେଶବାସୀ । ଏହି ଅବସରରେ ଭୁବନେଶ୍ବରର ଗାନ୍ଧି ମାର୍ଗରେ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। • ଟ୍ରେନ୍ ନମ୍ବର…

ସ୍ୟାଣ୍ଡ ଆନିମେସନରେ ଅପରେସନ ସିନ୍ଦୂରର ବିଜୟ ଗାଥା

ପୁରୀ: ସ୍ୱାଧୀନତା ଦିବସକୁ ନେଇ ସାରା ଦେଶରେ ନାହିଁ ନଥିବା ଉତ୍ସାହ। ଏହାକୁ ପାଳନ କରିବା ପାଇଁ ସାରା ଦେଶରେ ହୋଇଚି ବ୍ୟାପକ ପ୍ରସ୍ତୁତି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୯ତମ ସ୍ୱାଧିନତା ଦିବସ ଉପଲକ୍ଷ ବାଲୁକା ସ୍ୟାଣ୍ଡ ଆନିମେସନ ପ୍ରସ୍ତୁତ କରିଛନ୍ତି। ଏହି ସ୍ୟାଣ୍ଡ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି: ବିଜେଡି

ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ। ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ଆକ୍ସନ ମୋଡ଼ରେ ଏସଟିଏଫ୍: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ସ୍ପେଶାଲ ଅପରେସନ ଆରମ୍ଭ

ଭୁବନେଶ୍ୱର: ଆନ୍ତଃରାଜ୍ୟ ନିଶା ସିଣ୍ଡିକେଟ୍ ରୋକିବାକୁ ଏସଟିଏଫ୍ (STF)ର ବଡ଼ ପଦକ୍ଷେପ। ଏନେଇ ରାଜ୍ୟରେ ୨ ଦିନ ହେବ ମାରାଥନ ରେଡ୍। ସରକାରଙ୍କ ନିର୍ଦ୍ଦେଶ ପରେ ସମସ୍ତ ଜିଲ୍ଲା ଏସ୍‌ପିଙ୍କ ନେତୃତ୍ୱରେ ରେଡ୍‌ ଆରମ୍ଭ ହୋଇଛି। ବିଭିନ୍ନ ଖଟି, ଦୋକାନ, ବସ୍ତିରେ ସାଦା ପୋଷାକଧାରୀ ପୋଲିସ ମୁତୟନ…

ଏଣିକି ୧୦୦ କିମି. ଚାଲିବାକୁ ବାଧ୍ୟ ବନ ଅଧିକାରୀ…

ଭୁବନେଶ୍ୱର: ବନ ସମ୍ପଦର ପ୍ରଭାବଶାଳୀ ସୁରକ୍ଷା ଏବଂ ବେଆଇନ କାର୍ଯ୍ୟକଳାପକୁ ରୋକିବା ପାଇଁ ଓଡ଼ିଶା ସରକାର କ୍ଷେତ୍ରସ୍ତରୀୟ ବନ କର୍ମଚାରୀମାନଙ୍କୁ ନିୟମିତ ପାଦରେ ଚାଲି ଚାଲି ପାଟ୍ରୋଲିଂ କରିବାକୁ ବାଧ୍ୟତାମୂଳକ କରିଛନ୍ତି। ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥଙ୍କ ଦ୍ୱାରା ଜାରି ଏକ…

ରାଷ୍ଟ୍ରୀୟ ଏକତାକୁ ସୁଦୃଢ କରିବାରେ ତ୍ରିରଙ୍ଗା ଶୋଭାଯାତ୍ରା ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି: ମୁଖ୍ୟମନ୍ତ୍ରୀ

କଟକ: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ…