Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାତ୍ୟା ପାଇଁ ଅଣ୍ଟା ଭିଡିଲାଣି ପ୍ରଶାସନ, ଜଗତସିଂହପୁରରେ ବ୍ୟାପକ ପ୍ରସ୍ତୁତି

ଜଗତସିଂପୁର: ଆସୁଛି ବାତ୍ୟା ‘ଦାନା’ । ବାତ୍ୟା ଆସନ୍ତା ୨୩ ତାରିଖରେ ବାତ୍ୟା ସୃଷ୍ଟି ହୋଇ ୨୪ ତାରିଖ ସକାଳେ ଏହା ଓଡ଼ିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହି ସାମୁଦ୍ରିକ ଝଡ ଭୀଷଣ ବାତ୍ୟାର ରୂପ ନେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଯାହାକୁ ନେଇ ଆତଙ୍କିତ…

ମାଲ ବୋଝେଇ ଟ୍ରେନ ଲାଇନଚ୍ୟୁତ: କୋରାପୁଟ-କୋଥାଭାଲାସା ରେଳପଥରେ ରେଳ ଚଳାଚଳ ବନ୍ଦ

କୋରାପୁଟ: ପୁଣି ଲାଇନଚ୍ୟୁତ ହେଲା ମାଲ୍ ବୋଝେଇ ଟ୍ରେନ। କୋରାପୁଟ-କୋଥାଭାଲାସା ରେଳପଥରେ ରେଳ ଚଳାଚଳ ବନ୍ଦ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଏହି ଘଟଣାରେ ଗୋଟାଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ରହିଛି। ଘଟଣାସ୍ଥଳରେ ରେଳ ବିଭାଗ କର୍ତ୍ତୃପକ୍ଷ ଓ ବୈଷୟିକ ଟିମ ପହଞ୍ଚି ଅନୁଧ୍ୟାନ କରୁଛନ୍ତି।…

ସୃଷ୍ଟି ହେଲା ଲଘୁଚାପ: ୨୩ରେ ବାତ୍ୟା, ୨୪ରେ ପୁରୀ-ପାରାଦୀପ ମଝିରେ ଲ୍ୟାଣ୍ଡଫଲ୍!

ଭୁବନେଶ୍ୱର: ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ପରିଣତ ହୋଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨୨ ତାରିଖରେ ଅବପାତ ରୂପ ନେବ। ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ।…

ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା, ଚାଲିଛି ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ଵର: ଆଜିଠୁ ସାରା ରାଜ୍ୟରେ ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା ଚାଲିବ। ଅକ୍ଟୋବର ୨ ‘ଗାନ୍ଧୀ ଜୟନ୍ତୀ’ ଠାରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା…

କେନ୍ଦୁଘାଟିରେ ଦୁର୍ଘଟଣା, ୨୦ ଫୁଟ ତଳକୁ ଓଲଟିଲା ଯାତ୍ରୀବାହି ବସ

ମୋହନା: ଗଜପତି ଜିଲ୍ଲା ମୋହନା ଥାନା ଲିଲିଗଡ଼ ନିକଟସ୍ଥ କେନ୍ଦୁଘାଟିରେ ଭୟଙ୍କର ଦୁର୍ଘଟଣା। ୨୦ ଫୁଟ ତଳକୁ ଓଲଟିଲା ଯାତ୍ରୀବାହି ବସ। ମାଲକାନଗିରି-ପୁରୀ ଜଗନ୍ନାଥ ବସ ଏବଂ ପିକଅପ୍ ଦୁର୍ଘଟଣା ଘଟିଛି। ପଛରୁ ଧକ୍କା ଦେଇଥିବା ବସ୍‌ର ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ଶ୍ରୀ…

ଆଜି ଲଘୁଚାପ ଓ ୨୩ରେ ବାତ୍ୟା: କେଉଁଠି କରିବ ଲ୍ୟାଣ୍ଡଫଲ୍ ?

ଭୁବନେଶ୍ୱର: ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଏହା ପର୍ଯ୍ୟାୟକ୍ରମେ ୨୩ରେ ଅବପାତ ଏବଂ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି। ତେବେ ବାତ୍ୟାର ନାଁ…

ସମ୍ବଲପୁରରେ ବୋମା ଆତଙ୍କ, ତନାଘନା ଜାରି

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଛକରେ ବୋମା ଆତଙ୍କ । ଏକ ସନ୍ଦିଗ୍ଧ ଟ୍ରଲି ବ୍ୟାଗରେ ବୋମା ଥିବା ନେଇ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଖବରପାଇ ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଯାଞ୍ଚପ୍ରକ୍ରିୟା ଆରମ୍ଭ କରିଛି । ଆଜି ଉକ୍ତ ଅଞ୍ଚଳରେ ଏକ ଟ୍ରଲି ବ୍ୟାଗ ଟି…

ଲୋକଙ୍କ କାମ ନହେଲେ ୧୫ ଦିନ ଭିତରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ସବୁ ତହସିଲଦାର, ଆରଆଇ, ଅମିନଙ୍କୁ ତାଗିଦ କରିଛି ରାଜସ୍ୱ ବିଭାଗ। ଲୋକଙ୍କ କାମ ନହେଲେ ୧୫ ଦିନ ଭିତରେ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ରାଜସ୍ବ ବିଭାଗ।…

ରେରା ବିଜ୍ଞପ୍ତିରେ ହେଲା ସଂଶୋଧନ

ଭୁବନେଶ୍ବର: ରେରା ବିଜ୍ଞପ୍ତିରେ ହେଲା ସଂଶୋଧନ। ଏଣିକି ପ୍ରକଳ୍ପ ଖର୍ଚ୍ଚର ସର୍ବାଧିକ ୧ପ୍ରତିଶତ ଅର୍ଥର ୭୦ ପ୍ରତିଶତ ରେରା ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ଖାତାରେ ରହିପାରିବ। ୫ ବର୍ଷ ପାଇଁ ଏହି ଟଙ୍କା ରହିବ। ଯଦି ଆକାଉଣ୍ଟରେ ଏହାଠାରୁ ଅଧିକ ଅର୍ଥ ଥାଏ, ତାହାଲେ ତାହାକୁ ବିଲ୍ଡର…

ଚିଲିକା ମଝିରେ ଫସିଲା ଡଙ୍ଗା

କୃଷ୍ଣପ୍ରସାଦ: ଚିଲିକା ମଝିରେ ଏକ ଡଙ୍ଗା ଫସି ରହିଛି। ଯାତ୍ରୀଙ୍କୁ ନେଇ ଯାଉଥିବା ସମୟରେ ଚିଲିକା ମଝିରେ ଫସିଥିଲା ଡଙ୍ଗା। ଆଜି ଅପରାହ୍ନରେ କୃଷ୍ଣପ୍ରସାଦ ଅନ୍ତର୍ଗତ ମଏସା ନିକଟ ଚିଲିକାରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ସେହି ଡଙ୍ଗାରେ ୬୦ରୁ ଅଧିକ ଯାତ୍ରୀ ଏବଂ ୪୦ ରୁ ଅଧିକ ମୋଟର ସାଇକେଲ…