Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅହମଦାବାଦ ପ୍ଲେନ୍ କ୍ରାସ୍ ଘଟଣା: ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଅହମଦାବାଦରେ ଘଟିଥିବା ପ୍ଲେନ୍ କ୍ରାସ୍ ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ। ଏହି ପରିପ୍ରେକ୍ଷୀରେ ନିଜର ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକା କଳାରେ ସୁଦର୍ଶନ ଦେଇଛନ୍ତି ନେଭର ଏଗେନ ର ବାର୍ତ୍ତା।…

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି । ତେବେ ଏହା ଭିତରେ ବଡ଼ ଖବର ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏଣିକି ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିବ…

ଦୁଇ ସାଙ୍ଗ ମଧ୍ୟରେ ସାମାନ୍ୟ ବଚସାରୁ ଛୁରି ଭୁସି ହତ୍ୟା

ନୟାଗଡ଼: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଂହା ଗ୍ରାମରେ ଯୁବକଙ୍କୁ ବୀଭତ୍ସ ହତ୍ୟା ।ପୁରୁଷୋତ୍ତମ ପ୍ରଧାନ ଏବଂ ତାଙ୍କ ବନ୍ଧୁଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ବନ୍ଧୁ ରାଗି ଯାଇ ପୁରୁଷୋତ୍ତମଙ୍କୁ ଏକ ଧାରୁଆ ଛୁରିରେ ଛାତିକୁ ଭୁସି ଦେଇଥିଲେ । ଗୁରୁତରଙ୍କ…

ଯାଜପୁରରେ ହୋଟେଲକୁ ସିଲ୍ କଲା ପ୍ରଶାସନ

ଯାଜପୁରରେ ଉତ୍କଟ ରୂପ ଧାରଣ କରିଛି ଡାଇରିଆ । ଏକାବେଳେ ୧୧ ଜଣ ରୋଗୀ ପଜିଟିଭ ବାହାରିବା ଚିନ୍ତା ବଢିଯାଇଛି । ସ୍ଥିତି ଅଣାୟତ ଥିବା ବେଳେ ଏବେ ଘଟଣାସ୍ଥଳରେ ପହଂଚି ସ୍ଥିତି ପରଖିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦି ବୃନ୍ଦା । ପ୍ରତିଦିନ ନୂଆ ରୋଗୀ ଡାକ୍ତରଖାନାରେ ଭର୍ତ୍ତି…

ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ: ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି। ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ। ରଥଯାତ୍ରା ସମୟରେ ଜୁନ୍ ୨୮ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ଶେଷ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସରିଲା ବୈଠକ; ରଥରେ ଅଣସେବକ ଚଢ଼ିଲେ ରୁଜୁ ହେବ ମୋକଦ୍ଦମା

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଦଇତାପତିଙ୍କ ବୈଠକ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକଙ୍କ ସହ ବାଡଗ୍ରାହୀ ଓ ଯୁବ ଦଇତାପତି ଯୋଗ ଦେଇଥିଲେ । ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ ଓ…

ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ, କାଲି ଆସିବେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର: ଯାଜପୁରରେ ହଇଜା ଓ ଝାଡ଼ାବାନ୍ତି ରୋଗ ବ୍ୟାପିବା ନେଇ ସ୍ଥିତି ଗମ୍ଭୀର ରହିଛି । ଏନେଇ ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌ । ୧୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ । ଆଇସିଏମଆର, ଏନସିଡିସି,…

ଭୁବନେଶ୍ବର ବିମାନବନ୍ଦରରେ ଟେକଅଫ୍‌ ଓ ଲ୍ୟାଣ୍ଡିଂରେ ପ୍ରତିବନ୍ଧକ ସାଜୁଛନ୍ତି ବଡ ବଡ ଗଛ

ଭୁବନେଶ୍ୱର: ଭୁବନେଶ୍ବର ବିମାନବନ୍ଦରରେ ଟେକ୍‌ ଅଫ୍‌ ଓ ଲ୍ୟାଣ୍ଡିଂରେ ରହିଛି ପ୍ରତିବନ୍ଧକ। ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ବିମାନ ଟେକ୍‌ ଅଫ୍‌ ପଥରେ ବଡ଼ ବଡ଼ ଗଛ ରହିଛି ଯେଉଁ କାରଣରୁ ଅସୁବିଧା ହେଉଛି । ଏହା ସହ ରନ୍‌ୱେର ନିର୍ଦ୍ଦିଷ୍ଟ…

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ୱର: ସୁନାପ୍ରେମୀଙ୍କ ପାଇଁ ଦୁଃଖ ଖବର । ଜୁନ୍‌ ୧୪ ଅର୍ଥାତ୍‌ ଶନିବାର ପହିଲି ରଜରେ ପୁଣି ବଢିଲା ସୁନା ଦର । ଗତସପ୍ତାହରେ ଲଗାତର ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୨୮୦ ଟଙ୍କା ବୃଦ୍ଧି ପାଇ ୧,୦୧,୬୮୦ ଟଙ୍କାରେ…

୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’, କରିପାରନ୍ତି ବଡ଼ ଘୋଷଣା

ଭୁବନେଶ୍ୱର: ଜୁନ ୨୦ ତାରିଖରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଦିନ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ହେବ ରୋଡ୍‌ ଶୋ। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଅପରାହ୍ନ ୩ଟାରେ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ କରାଯିବ ଭବ୍ୟ ସ୍ବାଗତ।…