Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର:  ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ଶନିବାର ପ୍ରକାଶ ପାଇଛି। ଏଥିରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ ରେ ଶୁଭେଚ୍ଛା…

ସବୁ ତହସିଲ ଅଫିସରେ ରହିବ ରେଜିଷ୍ଟର, ମାର୍କ ଦେବେ ସାଧାରଣ ଜନତା: ରାଜସ୍ଵ ମନ୍ତ୍ରୀ

ଝାରସୁଗୁଡ଼ା: ରାଜସ୍ୱ ବିଭାଗ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତାକୁ ମୂଲ୍ୟାୟନ କରାଯିବ।  ମାର୍କ  ଦେବେ ସାଧାରଣ ଜନତା। ଝାରସୁଗୁଡ଼ାରେ ଆଜି ଏଭଳି ବୟାନ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଝାରସୁଗୁ଼ଡ଼ାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ରାଜସ୍ୱମନ୍ତ୍ରୀ ଏପରି…

ଓୟୋ ହୋଟେଲରୁ ମିଳିଲା ସମାଜସେବୀଙ୍କ ମୃତଦେହ

ଭୁବନେଶ୍ବର:  ଓୟୋ ହୋଟେଲ ରୁମ୍‌ରୁ ମିଳିଛି ସମାଜସେବୀଙ୍କ ମୃତଦେହ। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଦେବୀଦତ୍ତ ମହାପାତ୍ର ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ, ଦେବୀଦତ୍ତ ୨ ଦିନ ତଳେ ଭୁବନେଶ୍ୱର ଆସି ଭରତପୁର ଥାନା ଅଞ୍ଚଳରେ ଥିବା ଏକ ଓୟୋ ହୋଟେଲରେ ରହିଥିଲେ।…

ଜାନୁୟାରୀ ୩ରୁ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ

ବରଗଡ଼: ବରଗଡର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା-୨୦୨୫ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଜାନୁଆରି ୩ ତାରିଖରୁ ଧନୁଯାତ୍ରା ଆରମ୍ଭ ହେବ। ମହାରାଜ କଂସଙ୍କ ସଂଳାପରେ ପ୍ରକମ୍ପିତ ହେବ ଗଗନ ପବନ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧନୁଯାତ୍ରାର ପ୍ରଥମ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।…

ସାଇବର ଆଟାକରୁ କିପରି ପାଇବେ ରକ୍ଷା ?

ଭୁବନେଶ୍ବର: ଦିନକୁ ଦିନ ବଢି ଚାଲିଛି ସାଇବର ଅପରାଧ। ସକ୍ରିୟ ହେଉଛନ୍ତି ସାଇବର ଅପରାଧୀ। ସବୁ ଆଇନକୁ ଚକମା ଦେଇ ବଢାଉଛନ୍ତି ଅପରାଧ। ସାଇବର କ୍ରାଇମର ଶିକାର ହେଉଛନ୍ତି ପ୍ରାୟ ସବୁ ବର୍ଗର ଲୋକ। ଏହା ଲୋକଙ୍କ ଆଖିରୁ ନିଦ ଛଡାଇ ନେଇଥିବା ବେଳେ ଚୋରାଇ ନେଉଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ। ଏମିତିକି…

ପ୍ରକାଶ ପାଇଲା ଓଏଏସ ରେଜଲ୍‌ଟ: ପ୍ରଥମ ସ୍ଥାନରେ ଶ୍ୱେତାଶ୍ରୀ ମହାପାତ୍ର

ଭୁବନେଶ୍ବର: ଓଏଏସ୍‌ ପରୀକ୍ଷା-୨୦୨୨ର ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଟପ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ସେହିପରି ଶ୍ୱେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ…

ଗନ୍ଧମାର୍ଦ୍ଦନ ଯୋଗାଇଦେବ କର୍କଟ ଭଳି ଦୁରାରୋଗର ଔଷଧ…

ସମ୍ବଲପୁର: ପୁଣି ଗବେଷଣାରେ ଆଉ ପାଦ ଆଗକୁ ଆଗେଇଛି ସମ୍ବଲପୁର ବିଶ୍ବବିଦ୍ୟାଳୟ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ତରଫରୁ ଗନ୍ଧମାର୍ଦ୍ଦନ ପର୍ବତରୁ ସଂଗୃହୀତ ୧୬ ପ୍ରକାର ମିଶ୍ରିତ ଜଡ଼ିବୁଟିର ମିଶ୍ରଣରୁ ମଧୁମେହ ଔଷଧର ପେଟେଣ୍ଟ ପ୍ରସ୍ତୁତ କରାଯାଇଛି। ଏହା ସହିତ…

ଏଣିକି ବାଲିଯାତ୍ରାରେ ଗଡ଼ବ ଇ-ରିକ୍ସା, ଭୁଆଶୁଣୀ ଗଡ଼ାରୁ କ୍ୟାଣ୍ଟନ୍‌ମେଣ୍ଟ ପର୍ଯ୍ୟନ୍ତ ମାଗଣାରେ ଚାଲିବ ବସ୍‌

କଟକ: ଏଣିକି ବାଲିଯାତ୍ରାରେ ଚାଲିବ ଇ-ରିକ୍ସା। ପୁରୀରୁ ଆସିବ ୩୦ଟି ଇ-ରିକ୍ସା। ବାଲିଯାତ୍ରାର ତଳ ପଡ଼ିଆରେ ଭିନ୍ନକ୍ଷମ, ବରିଷ୍ଠ ନାଗରିକ, ମହିଳା, ଛୋଟ ପିଲାଙ୍କୁ ବୁଲାଇବା ପାଇଁ ଇ-ରିକ୍ସା ଚାଲିବ। ଯେତିକି ଇ-ରିକ୍ସାର ଆବଶ୍ୟକତା ରହିଛି ସେଥିରୁ ୩୦ଟି ଇ-ରିକ୍ସା ପୁରୀରୁ ଅଣାଯିବ। ତେବେ ଏହା…

ବିକଶିତ ହେବ ୭୫ଟି ଲାଇଟ୍ ହାଉସ, ଆକୃଷ୍ଟ ହେବେ ପର୍ଯ୍ୟଟକ

ପୁରୀ: ଭାରତବର୍ଷରେ ସମୁଦାୟ ୨୦୩ଟି ଲାଇଟ ହାଉସ ରହିଛି। ଏହା ମଧ୍ୟରୁ ୭୫ଟି ଲାଇଟ ହାଉସକୁ ପର୍ଯ୍ୟଟନ ଦୃଷ୍ଟି କୋଣରୁ ବିକଶିତ କରାଯାଉଛି। ତା ମଧ୍ୟରେ ୧୩ଟି ଲାଇଟ ହାଉସରେ ଲିଫ୍ଟର ବ୍ୟବହାର ହେବ। ଏ ନେଇ ଜାହାଜ ଓ ବନ୍ଦର ମନ୍ତ୍ରଣାଳୟ ସହ ପର୍ଯ୍ୟଟନ ବିଭାଗ କାର୍ଯ୍ୟ ଆରମ୍ଭ କରିସାରିଛି।…

ପୁରୀରୁ ୪୦୦ ଗ୍ରାମରୁ ଅଧିକ ବ୍ରାଉନସୁଗର ଜବତ 

ପୁରୀ: ପୁରୀ ବାସେଳୀ ସାହି ଥାନା ଅଞ୍ଚଳରୁ ୪୦୪ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୁରୀ ପୋଲିସ। ସୂଚନା ଅନୁଯାୟୀ, ଶ୍ରୀ ସେତୁ ନିକଟରେ ବ୍ରାଉନସୁଗର ବିକ୍ରି କରାଯାଉଥିବା ଖବର ପାଇ ବାସେଳୀ ସାହି ଥାନା ପୋଲିସ ଚଢ଼ାଉ କରି ୩ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ମହିଳା…