Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ; ୨୪ ଘଣ୍ଟା ଭିତରେ ଇଣ୍ଟରନାଲ କମିଟି ନେଇ ଜଣାଅ

ଭୁବନେଶ୍ୱର: ବାଲେଶ୍ଵର ଏଫଏମ କଲେଜରେ ଛାତ୍ରୀଙ୍କ ଆତ୍ମହୁତି ଘଟଣା ପରେ ତତ୍ପର ହୋଇପଡିଛି ଉଚ୍ଚଶିକ୍ଷା ବିଭାଗ। ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା ସମ୍ବନ୍ଧରେ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା…

ଏମ୍ସ ବର୍ଣ୍ଣ ୱାର୍ଡରେ ଏଫଏମ୍‌ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ବାଲେଶ୍ୱର ଫକିର ମୋହନ କଲେଜର ଗୁରୁତର ଛାତ୍ରୀଙ୍କୁ ଭେଟିଛନ୍ତି । ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଲେ…

ଝିଅମାନେ ଅଧିକରୁ ଅଧିକ ଡାକ୍ତର ହେଲେ ସେବା କାର୍ଯ୍ୟ ଜୋରଦାର ହେବ: ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ମହାମହିମ । ଏହି ଅବସରରେ ଡିଗ୍ରୀପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁଅଙ୍କ ତୁଳନାରେ ଅଧିକ ଝିଅ ସ୍ୱର୍ଣ୍ଣ ପଦକ ପାଇଥିବାରୁ ଆହୁରି ଖୁସି…

କାନାଡା ରଥଯାତ୍ରା ସମୟରେ ଭକ୍ତଙ୍କ ଉପରକୁ ଅଣ୍ଡାମାଡ, ନିନ୍ଦା କଲେ ନବୀନ

ଭୁବନେଶ୍ୱର: କାନାଡାର ଟୋରଣ୍ଟୋରେ ରଥଯାତ୍ରା ପାଳନ ସମୟରେ ଭକ୍ତଙ୍କ ଉପରେ ଅଣ୍ଡା ଫିଙ୍ଗାଯିବା ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଇନଷ୍ଟାଗ୍ରାମ ୟୁଜର୍ସ ସାଙ୍ଗନା ବଜାଜ ରଥଯାତ୍ରା ଏବଂ ଫୁଟପାଥରେ ଭଙ୍ଗା ଅଣ୍ଡା ପଡିଥିବାର ଏକ ଭିଡିଓ ସେୟାର…

୪୨ତମ ଖଣି ସୁରକ୍ଷା ସପ୍ତାହ ସମାରୋହ; କାଶିଆ ଓ ଟେନ୍ସା ମାଇନ୍ସକୁ ଏକାଧିକ ପୁରସ୍କାର

ଯୋଡ଼ା: ଜିନ୍ଦଲ ଷ୍ଟିଲର କାଶିଆ ଓ ଟେନ୍ସା ମାଇନ୍ସକୁ ୪୨ତମ ଧାତୁ ସମ୍ପନ୍ନ ଖଣି ସୁରକ୍ଷା ସପ୍ତାହ ସମାରୋହ- ୨୦୨୪ରେ ଏକାଧିକ ପୁରସ୍କାର ମିଳିଛି। ଯାହା ପୁଣି ଥରେ ସୁରକ୍ଷା ପ୍ରତି ଜିନ୍ଦଲ ଷ୍ଟିଲର ପ୍ରତିବଦ୍ଧତାକୁ ପ୍ରମାଣିତ କରିଛି। ଖଣି ନିରାପତ୍ତା ନିର୍ଦ୍ଦେଶାଳୟ (ଡିଜିଏମଏସ) ପକ୍ଷରୁ…

ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ରିପୋର୍ଟ ମାଗିଲେ ରାଜ୍ୟପାଳ

ଭୁବନେଶ୍ୱର: ଫକିର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ରିପୋର୍ଟ ମାଗିଲେ ରାଜ୍ୟପାଳ । ଘଟଣାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କହିଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇ ବିସ୍ତୃତ ତଥ୍ୟ ମାଗିଛି । କେଉଁ ସ୍ଥିତିରେ ଏଭଳି ଘଟିଲା, କ'ଣ ପଦକ୍ଷେପ…

ଓଡ଼ିଶା ପାଇଁ ବନ୍ୟା ଚେତାବନୀ ଦେଲେ ଆଇଏମଡି ଡିଜି

ଭୁବନେଶ୍ୱର: ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଇଏମଡି । ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଅବପାତଜନିତ ବର୍ଷା ବନ୍ୟାଭଳି ସ୍ଥିତି ଆଣିପାରେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଜି ଉତ୍ତର…

୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା, ଆସିବ ୪୩୨ ଆମ୍ବୁଲାନ୍ସ

ଭୁବନେଶ୍ବର: ୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା । କାଗଜପତ୍ର ପାଇଁ ଲାଗିବ ଆଉ ସପ୍ତାହେ । ତେବେ ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ସୂଚନା ଦେଇଛନ୍ତି ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ । ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ…

ଶ୍ରୀମନ୍ଦିରକୁ ଦାନରେ ମିଳିଛି ୧୨ କେଜି ସୁନା, ୨୧୪ କେଜି ରୁପା

ପୁରୀ: ଶ୍ରୀମନ୍ଦିରକୁ ୩ ବର୍ଷରେ ଦାନରେ ମିଳିଛି ୧୨ କେଜି ସୁନା ଓ ୨୧୪ କେଜି ରୁପା। ଗତ ୩ ଆର୍ଥିକ ବର୍ଷରେ ଶ୍ରୀମନ୍ଦିରକୁ ମିଳିଛି ୧୧୬ କୋଟି ଟଙ୍କାରୁ ଅଧିକ ଦାନ। ନିକଟରେ ଏକ ତଥ୍ୟରୁ ଏହା ଜଣାପଡ଼ିଛି। ସୂଚନା ମୁତାବକ, ୨୦୨୧-୨୨, ୨୦୨୨- ୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ହୁଣ୍ଡିରୁ ୪୦…

ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ। ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ।…