Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏକକ ଶିକ୍ଷକ ଥିବା ସ୍କୁଲରେ ଅତିରିକ୍ତ ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ନିର୍ଦ୍ଦେଶ 

ଭୁବନେଶ୍ୱର: ଜଣେ ଶିକ୍ଷକ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଅତିରିକ୍ତ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ…

ସୁନ୍ଦରଗଡ଼ରେ ଯୁବକଙ୍କୁ ଜାଳିଦେଲେ ଦୁର୍ବୁତ୍ତ!

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଲହୁଣୀପଡ଼ା ଅଞ୍ଚଳର ଏକ ଗାଁରେ ଶନିବାର ଦିନ ଚାରି ଜଣ ମୁଖାପିନ୍ଧା ବ୍ୟକ୍ତି ଜଣେ ଯୁବକଙ୍କୁ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି। ଯାହା ଫଳରେ ସେ ପ୍ରାୟ ୮୦ ପ୍ରତିଶତ ପୋଡ଼ି ଯାଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଜିଲ୍ଲାର ଲହୁଣୀପଡ଼ା ଥାନା ଅଧୀନରେ…

କାଠଯୋଡ଼ିକୁ ଡେଇଁଲେ ଯୁବକ; ଉପରେ ରେନକୋଟ୍, ମୋବାଇଲ୍…

କଟକ: କଟକର ସୁଭାସ ସେତୁରୁ ଶନିବାର ସକାଳେ କାଠଯୋଡି ନଦୀକୁ ଡେଇଁ ଜଟଣୀର ଜଣେ ଯୁବକ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଯାହା ପରେ ପୋଲିସ ଏବଂ ଅଗ୍ନିଶମ ସେବା କର୍ମଚାରୀମାନେ ସନ୍ଧାନ ଅଭିଯାନ ଆରମ୍ଭ କରିଛନ୍ତି। ନିଖୋଜ ଯୁବକ ଜଟଣୀ ଅଞ୍ଚଳର ଲିପୁ ସାହୁ ବୋଲି ଚିହ୍ନଟ କରାଯାଇଛି। ତାଙ୍କ…

ବଢୁଛି ସାଳନ୍ଦୀ ନଦୀ ଜଳସ୍ତର, ବନ୍ୟା ଆଶଙ୍କା…

ଭଦ୍ରକ: ସାଳନ୍ଦୀ ନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ଭଦ୍ରକ ଜିଲ୍ଲାରେ ବନ୍ୟା ଆଶଙ୍କା ପୁଣି ସୃଷ୍ଟି ହୋଇଛି। ବୈତରଣୀ ନଦୀରେ ସ୍ଥିତି ସମାନ ରହିଛି। ଭଦ୍ରକ ପୌରପାଳିକା ଅଧୀନରେ ଥିବା ଅନେକ ଅଞ୍ଚଳ, ବିଭିନ୍ନ ପଞ୍ଚାୟତ ଏବଂ ତିହିଡି ବ୍ଲକର କିଛି ଅଂଶ ବନ୍ୟାଜଳ…

ପ୍ରବଳ ବର୍ଷା ଆଲର୍ଟ; ମୟୂରଭଞ୍ଜରେ ଆଜି ସ୍କୁଲ ଛୁଟି

ମୟୂରଭଞ୍ଜ: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଯାହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି କୁହାଯାଇଛି। ସୂଚନା ଅନୁଯାୟୀ, ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ…

ସ୍ୱଚ୍ଛ ଶକ୍ତି ବୈଷୟିକ ଜ୍ଞାନ ଆଦାନପ୍ରଦାନ କରିବା ପାଇଁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର:୭ମ ସିଆଇଆଇ ଅନ୍ତର୍ଜାତୀୟ ଶକ୍ତି ସମ୍ମିଳନୀ ଓ ପ୍ରଦର୍ଶନୀ ଆଜି ନୂଆଦିଲ୍ଲୀଠାରେ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଭାରତର ସ୍ୱଚ୍ଛ ଶକ୍ତି କ୍ଷେତ୍ରର ପ୍ରସାର ଓ ଆନ୍ତଃ-ରାଜ୍ୟ ସହଯୋଗକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଓ ମଧ୍ୟପ୍ରଦେଶ ସରକାରଙ୍କ ନୂତନ ଓ…

ଜଣେ ଶିକ୍ଷକଙ୍କ ଭରସାରେ ଚାଲୁଥିବା ସ୍କୁଲରେ ତୁରନ୍ତ ଶିକ୍ଷକ ନିୟୋଜନ ପାଇଁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଭରସାରେ ଚାଲୁଥିବା ସ୍କୁଲଗୁଡ଼ିକରେ ତୁରନ୍ତ ଅତିରିକ୍ତ ଶିକ୍ଷକ ନିୟୋଜନ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛି। ଶିଶୁଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ,…

Subhadra Yojana:ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା;୨୫ ଜୁଲାଇ ସୁଦ୍ଧା ଆବେଦନଗୁଡ଼ିକର…

ଭୁବନେଶ୍ବର:ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ୨୫…

ବାଲେଶ୍ୱରରେ ଘନଉଛି ବନ୍ୟା ବିପତ୍ତି, ବିପଦ ସଙ୍କେତ ଟପିଲା ଜଳକା ନଦୀ

ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଉଦବେଗଜନକ ହେବାରେ ଲାଗିଛି । ଉପରମୁଣ୍ଡରେ ଅବିଶ୍ରାନ୍ତ ବର୍ଷା କାରଣରୁ ଜିଲ୍ଲାର ପ୍ରମୁଖ ନଦୀ ଜଳକାର ଜଳସ୍ତର ହଠାତ୍ ବୃଦ୍ଧି ପାଇଛି । ବସ୍ତା ବ୍ଲକ ମଥାନୀ ନିକଟରେ ନଦୀର ଜଳସ୍ତର ବିପଦ…

ଓଡ଼ିଶାରେ ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ଦାଦନ ସମସ୍ୟାକୁ ଦୂର କରିବା ଏବଂ ବାଧ୍ୟତାମୂଳକ ସ୍ଥାନାନ୍ତରଣ ରୋକିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ଏକ ତିନି ବର୍ଷିଆ ଅଭିଯାନ 'ପ୍ରୋଜେକ୍ଟ ବ୍ଲେସ୍' ଶୁଭାରମ୍ଭ…