Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯୌତୁକ ପାଇଁ ବୋହୂକୁ ପୋଡିଦେଲେ

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଯୌତୁକ ପାଇଁ ବୋହୂକୁ ପୋଡି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା କହ୍ନେଇପୁର ଗାଁରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ କିଛିଦିନ ତଳେ ବିବାହ ହୋଇଥିଲା । ପ୍ରଥମେ ସବୁକିଛି…

ଅନଲାଇନ ଟ୍ରେଡିଙ୍ଗ ନାଁରେ ଫସୁଛନ୍ତି ସାଧାରଣ ଲୋକ: ୨ ଲକ୍ଷ ୯୦ ହଜାର ଟଙ୍କା ଠକେଇ ଅଭିଯୋଗ

ଗଞ୍ଜାମ: ଅନଲାଇନ ଟ୍ରେଡିଙ୍ଗ ନାଁରେ ଫସୁଛନ୍ତି ସାଧାରଣ ଲୋକେ। ଦିନକୁ ଦିନ ବଢିଚାଲିଛି ସାଇବର ଠକେଇ। ଗଞ୍ଜାମ ଜିଲ୍ଲା ଗୋପାଳପୁରର ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ୯୦ ହଜାର ଟଙ୍କା ଠକେଇ ହୋଇଥିବା ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବ୍ୟକ୍ତି ଜଣକ ଉକ୍ତ ଥାନା…

ବାର୍ଡ ଫ୍ଲୁ ସ୍ଥିତି ନେଇ ହେଲା ସମୀକ୍ଷା: ଚାଷୀଙ୍କୁ ମିଳିବ କ୍ଷତିପୂରଣ

ପୁରୀ: ବାର୍ଡ ଫ୍ଲୁରେ ସଂକ୍ରମିତ ପୁରୀ ଜିଲ୍ଲାର ଡେଲାଙ୍ଗ ଅଞ୍ଚଳ। ଗତକାଲି ଦ୍ବିତୀୟ ଦିନରେ ବି କୁକୁଡା ମରା ଅଭିଯାନ ଜାରି ରହିଥିଲା। କୋଠାବାଡ଼ ପଞ୍ଚାୟତର ବଡ଼ ଅଂକୁଲା ଗ୍ରାମରେ ପ୍ରଶାନ୍ତ ପ୍ରଧାନଙ୍କ ଫାର୍ମରୁ ସାମ୍ପୁଲ ଜଣାପଡିବା ପରେ କିଲିଂ କରାଯାଇଥିଲା। ବାର୍ଡ ଫ୍ଲୁ ସଂକ୍ରମଣ ସ୍ପଷ୍ଟ…

ଆଜି ଆସୁଛନ୍ତି ମହାମହିମ; ହାଇଆଲର୍ଟରେ ଟ୍ବିନ୍‌ସିଟି, ରାଜଧାନୀରେ ଟ୍ରାଫିକ କଟକଣା

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ରାଷ୍ଟ୍ରପତି ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ…

ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଆଜି ଏହି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଯୋଡ଼ା ଲଘୁଚାପ । ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ…

ଗାଁରୁ ବଜାରକୁ ହେବ ସଡ଼କ; ନିର୍ବାଚନମଣ୍ଡଳୀ ପିଛା ବାର୍ଷିକ ଖର୍ଚ୍ଚ ହେବ ୧ କୋଟି

ଭୁବନେଶ୍ବର: ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ସଡ଼କ ନିର୍ମାଣ କରିବେ।ଏଥିନେଇ ଜାରି ହୋଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସଂକଳ୍ପ । ୧୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଗାଁରୁ ବଜାରକୁ ସଂଯୋଗ ପାଇଁ ନିର୍ମାଣ ହେବ ସଡ଼କ। ବିଧାନସଭା ନିର୍ବାଚନ ମଣ୍ଡଳୀ…

ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ପରିଦର୍ଶନ ସହ ସମୀକ୍ଷା କଲେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ

ପୁରୀ: ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣିରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି । ଖବର ପାଇବା କ୍ଷଣି ରାଜ୍ୟ ସରକାର ଏହି ରୋଗ କିପରି ଅନ୍ୟ ଅଞ୍ଚଳକୁ ବ୍ୟାପିବ ନାହିଁ ଓ ରୋଗର…

ଅମାନବୀୟ ଶାସ୍ତି; ପୁଣି ବଳଦ ସାଜିଲେ ପ୍ରେମୀ ଯୁଗଳ

କୋରାପୁଟ : ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ପରେ କୋରାପୁଟ ଜିଲ୍ଲାରେ ଦେଖିବାକୁ ମିଳିଛି ବଳଦ ଦଣ୍ଡ। ପ୍ରେମୀ ଯୁଗଳଙ୍କ କାନ୍ଧରେ ପଶୁଭଳି ଜୁଆଳି ପକେଇ ବୁଲେଇଲେ ଗାଁ ଲୋକେ । ପରେ ଉଭୟଙ୍କୁ ଶୁଦ୍ଧି କରାଯାଇଛି। ଏଭଳି ଘଟଣା ଲୋକ ଲୋଚନକୁ ଆସିଛି ଯାହା ,ସଭ୍ୟ ଓ ଶିକ୍ଷିତ ସମାଜକୁ ସ୍ତବ୍ଧ…

ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମହୁତି ଘଟଣା; କରୁଣ କାହାଣୀ ବଖାଣିଲେ ବାପା…

ଭୁବନେଶ୍ୱର: ବାଲେଶ୍ୱରର ଏଫ୍ଏମ୍ (ସ୍ୱୟଂଚାଳିତ) କଲେଜରେ ସ୍ନାତକ ଛାତ୍ରୀଙ୍କ ଆତ୍ମହୁତି ଘଟଣାର ତଦନ୍ତ ଓଡ଼ିଶା ସରକାରଙ୍କ ଦ୍ୱାରା ଗଠିତ ତିନି ଜଣିଆ କମିଟି ଆରମ୍ଭ କରିଛି। ଉଚ୍ଚଶିକ୍ଷା ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ର, ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ମୌସୁମୀ ନାୟକ ଏବଂ…

ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ; ଜିଲ୍ଲା ପାଇଁ ମାର୍ଗଦର୍ଶିକା ଜାରି

ଭୁବନେଶ୍ବର: ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଛି ଅରଫାନ ସର୍ଭେ -୨୦୨୫। ଜୁଲାଇ ୧୧ ତାରିଖରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଅଙ୍ଗନବାଡି କର୍ମୀମାନେ ଜୁଲାଇ ମାସ ୨୧ ତାରିଖ ପର୍ଯ୍ୟନ୍ତ ଘରକୁ ଘର ବୁଲି ପିତୃମାତୃହୀନ ଶିଶୁଙ୍କର ଚିହ୍ନଟ ସହିତ…