Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ସମୀକ୍ଷା କଲେ ମୋହନ ସରକାର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଗସ୍ତ ସମୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି।ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା, ସୁସ୍ଥତା ଓ ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ସମ୍ପର୍କରେ…

ସଂଶୋଧନ ହେବ ସୂଚନା ଅଧିକାର ଆଇନ : ଆଇନ ମନ୍ତ୍ରୀ

ଭୁବନେଶ୍ୱର:  ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରଙ୍କର ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ…

ଛାତ୍ରଙ୍କଠୁ ନେତା ସଭିଏଁ ନବୀନଙ୍କୁ ଜଣାଉଛନ୍ତି ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷ ପୂର୍ଣ୍ଣ କରିଛନ୍ତି। ତାଙ୍କ ଜନ୍ମ ଦିନ ଅବସରରେ ଦଳୀୟ ନେତା ତଥା ସମାଜର ବିଭିନ୍ନ ବର୍ଗର ଲୋକ, ଛାତ୍ରଛାତ୍ରୀ ନବୀନ ନିବାସକୁ ଯାଇ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଦଳର…

ଆହୁରି ବଢିବ ପୁରୀ ସହରର ସୁରକ୍ଷା, ନିଆଗଲା ଏହି ପଦକ୍ଷେପ

ପୁରୀ: ପୁରୀ ସହରକୁ ହେବ ଅପରାଧ ମୁକ୍ତ । ସମଗ୍ର ସହରକୁ ଜଗିବ ୬୨୦ଟି ସିସିଟିଭି । ଏଥିପାଇଁ ‘ସିସିଟିଭି ଯୋଜନା’ କାର୍ଯ୍ୟକାରୀ ହେବ ବୋଲି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ…

ବିଭୀଷଣ ସାଜିଥିଲେ ସାଂସଦ ପ୍ରାର୍ଥୀ !

ଭୁବନେଶ୍ବର: ପୂର୍ବତନ ବିଜେଡି ବିଧାୟିକା ଲତିକା ପ୍ରଧାନଙ୍କ ସାଂଘାତିକ ଅଭିଯୋଗ । ଦଳର ଆସିକା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ସାଜିଥିଲେ ବିଭୀଷଣ ! ଦଳୀୟ ପ୍ରାର୍ଥୀଙ୍କୁ ହରାଇବାକୁ ବିଜେପି ସହ ମିଳାଇଥିଲେ ହାତ ! ବିଜେଡି ନେତ୍ରୀ ଲତିକା ପ୍ରଧାନଙ୍କର ଏଭଳି ବିସ୍ଫୋରକ ବୟାନକୁ ନେଇ ସରଗରମ…

ପୋଲିସ ଗାଡି ଭଙ୍ଗାରୁଜା, ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା-ରାମପୁର ଥାନା ଅଞ୍ଚଳରେ ଏବେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ତେବେ ଗତକାଲି ରାତିରେ ବିନିକା ଥାନା ଅନ୍ତର୍ଗତ ପାପୀ ଗ୍ରାମର ଆନନ୍ଦ ନଗର ଅଧିବାସୀ ଲୁଟେରା ଗ୍ୟାଙ୍ଗର ୩ ଜଣ ଯୁବକଙ୍କୁ କାବୁ କରି କ୍ଲବ ଘରେ ରଖିଥିଲେ l ଆଜି ସକାଳୁ କୌଣସି…

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା। ତେବେ…

ସରପଞ୍ଚଙ୍କ ଘର ଉପରକୁ ୨ଟି ବୋମା ପକାଇଲେ ଦୁର୍ବୁତ୍ତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର । ଖବର ମୁତାବକ, ମଙ୍ଗଳବାର…