Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ପ୍ରକାଶ ପାଇବ OJEE 2025 ଫଳାଫଳ; ଏହି ସମୟରେ ରେଜଲ୍ଟ କରିପାରିବେ ଚେକ୍

ଭୁବନେଶ୍ବର: ମଙ୍ଗଳବାର ଅର୍ଥାତ୍ ଆଜି ପ୍ରକାଶ ପାଇବ OJEE-୨୦୨୫ ରେଜଲ୍ଟ। ସନ୍ଧ୍ୟା ୫ରୁ ୬ ମଧ୍ୟରେ ଆସିବ ରେଜଲ୍ଟ। ଶିଳ୍ପମନ୍ତ୍ରୀ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିବେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ। ଆସନ୍ତା ମେ ୨…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୮ ଗିରଫ

ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍‌ ଭାଙ୍ଗିବା ଘଟଣାରେ ଆଠ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଡିଆଇଜି (ପୂର୍ବ ରେଞ୍ଜ) ସତ୍ୟଜିତ ନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କପ୍ତିପଦାର ଅତିରିକ୍ତ…

ସ୍ତ୍ରୀକୁ ସନ୍ଦେହ କରି ସ୍ୱାମୀ..

ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଆଉ ସ୍ତ୍ରୀର ଜୀବନ ନେଇସାରିବା ପରେ ନିଜ ଜୀବନ ମଧ୍ୟ ସେ ନେଇଛି । ସ୍ୱାମୀ ଏହିକାଣ୍ଡ କରିବା ଆଗରୁ ଏକ ଭିଡିଓ କରି ସମସ୍ତ କାହାଣୀ କହିଛି । ସ୍ୱାମୀଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଘଟଣାରେ…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।…

ଆଇଏଏସ ଅଫିସରଙ୍କ ନୂଆ ଠିକଣା: ଭବାନୀପାଟଣା ଜେଲରେ ରାତି କାଟିଲେ ଧୀମନ ଚକମା

ଭୁବନେଶ୍ୱର: ୨୦୨୧ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଧିମନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଗିରଫ ହେବା ପରେ ଆଇଏଏସ ବାବୁଙ୍କ ନୂଆ ଠିକଣା ପଲଟିଛି ଭବାନୀପାଟଣା ଜେଲ। ଏହି ଜେଲରେ ରାତି କାଟିଛନ୍ତି ଆଇଏଏସ ଅଧିକାରୀ ଧୀମନ ଚକମା। ରାତିରେ ଖାଇଛନ୍ତି ରୁଟି…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ବଢିବ ବର୍ଷା, ବିଜୁଳି-ଘଡ଼ଘଡ଼ି ପାଇଁ ୨୧ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ…

ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପର ପଦକ ବିଜେତା ଅନୁପମା ସ୍ଵାଇଁଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନବମ ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପରେ ଅଂଶଗ୍ରହଣ କରି ଉଚ୍ଚକୋଟିର କ୍ରୀଡା ନୈପୁଣ୍ୟତା ପ୍ରଦର୍ଶନ କରିଥିବା ଅନୁପମା ସ୍ଵାଇଁଙ୍କୁ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ…

ଏଣିକି ଓଡିଆରେ ଉଚ୍ଚଶିକ୍ଷା ଏବଂ ବୃତ୍ତିଗତ ଶିକ୍ଷା, ଇଗ୍ନୋ ସହିତ ଚୁକ୍ତି ସ୍ୱାକ୍ଷର କଲା ରାଜ୍ୟ ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଆଜି ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ,…

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି: ଆସନ୍ତାକାଲି ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ପର୍ବପର୍ବାଣୀ ଭିତରେ ସ୍ନାନଯାତ୍ରା ଏବଂ ଶ୍ରୀଗୁଣ୍ଡିଚା ଯାତ୍ରା ଏକ ସ୍ବତନ୍ତ୍ର ପର୍ବ। ବର୍ଷତମାମ ଭକ୍ତଟିଏ ଅପେକ୍ଷା କରିଥାଏ ମହାପ୍ରଭୁଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ। ମହାପ୍ରଭୁ ରଥାରୂଢ ହୋଇ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପୂର୍ବରୁ ସମ୍ପାଦନ…

ଜଟଣୀ ବ୍ଲକକୁ ସାଂସଦଙ୍କ ୫୦ ଲକ୍ଷ ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପ ଭେଟି

ଭୁବନେଶ୍ୱର: ଏକ ବର୍ଷ ପରେ ଗାଁରେ ପଲଟିକାଲ ଅଡିଟ୍‌ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। ପଲଟିକାଲ ଅଡିଟ୍‌ ଦ୍ବାରା ଗାଁରେ ଅଟକି ରହୁଥିବା ଉନ୍ନୟନ ମୂଳକ କାର୍ଯ୍ୟର ଶିଘ୍ର ତ୍ବରାନ୍ନିତ ହୋଇପାରିବ। ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଅବସସରେ ଏହା କହିଛନ୍ତି…