Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅମଲାତନ୍ତ୍ରରେ ଦୁର୍ନୀତି: ଧିମନ ଚକ୍ରଙ୍କ ପରି ଧରାପଡିଛନ୍ତି ଓଡିଶାର ଅନେକ ଆଇଏଏସ ଅଧିକାରୀ

ଭୁବନେଶ୍ୱର: ୨୦୨୧ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଧିମନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିବାର ଗୋଟିଏ ଦିନ ପରେ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଓଡ଼ିଶା ସରକାରଙ୍କ ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ଦୋହରାଇଛନ୍ତି। ଏହାସହ…

ପୁଣି ଆନ୍ଦୋଳନ ଡାକରା ;ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼

ଭୁବନେଶ୍ବର: ପୁଣି ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ । ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ଏକତା ମଞ୍ଚ । ଦାବି ନ ଶୁଣିଲେ ଜୁଲାଇ ୮ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବ ଡ୍ରାଇଭର ଏକତା ମଞ୍ଚ । ଜୁଲାଇ ୮ରୁ ଅନିର୍ଦ୍ଧିଷ୍ଟ କାଳ…

ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ; ପଞ୍ଚାୟତିରାଜ ବିଭାଗ କରିବ ଉନ୍ନତି

ଭୁବନେଶ୍ବର: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରାୟ ୧୦୦ରୁ ୧୫୦ ଗ୍ରାମକୁ 'ମହାପୁରୁଷ ଆଦର୍ଶ' ଗ୍ରାମରେ ବିକଶିତ କରିବା ପାଇଁ ଏକ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ…

ସରକାରଙ୍କ ଦ୍ଵିତୀୟ ବର୍ଷର ଉନ୍ନୟନ କାମର ଶୁଭାରମ୍ଭ କେନ୍ଦ୍ରାପଡ଼ାରୁ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି । ଏଥିସହ ଘୋଷଣା କରିଛନ୍ତିଯେ,…

ରଥଯାତ୍ରା ସମୟରେ ଚଳାଚଳ କରିବ ୩୬୫ ସ୍ଵତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ, ସ୍ଵାସ୍ଥ୍ୟ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ…

ମନ୍ତ୍ରୀଙ୍କ ବଦାନ୍ୟତା; ନିଜ ଏସକର୍ଟ ଗାଡିରେ ଆହତଙ୍କୁ ପଠାଇଲେ ମେଡିକାଲ

ପୁରୀ: ମନ୍ତ୍ରୀଙ୍କ ବଣପଣ, ନିଜ ଏସକର୍ଟ ଗାଡିରେ ଯୁବକଙ୍କୁ ମେଡିକାଲ ପଠାଇ ନିଜେ ଗଲେ ସାଧାରଣ ଗାଡିରେ । ଏଭଳି ଘଟଣା ସାମ୍ନାକୁ ଆସିଛି ପୁରୀ ଜିଲ୍ଲା କଣାସ ବ୍ଲକ୍ ଅଣ୍ଡାଳସିଂ ଅଞ୍ଚଳରେ । ରଥଯାତ୍ରା ନିମନ୍ତେ ପୁରୀରେ ସମନ୍ୱୟ ବୈଠକ ସାରି ପୁରୀରୁ ଗଞ୍ଜାମ ଫେରୁଥିଲେ ବେଳେ ବାଣିଜ୍ୟ,…

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ବଢ଼ିଲା,ଥିଲା ୬ ଲକ୍ଷ ହେଲା…

ଭୁବନଶ୍ବର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।   ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ।…

କମିଲା ସୁନା ଦର, ଜାଣନ୍ତୁ କେତେ…

ଭୁବନେଶ୍ୱର: ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି । ପୁଣି କମିଲା ସୁନା ଦର । ଜୁନ୍ ୯ ତାରିଖ ଅର୍ଥାତ୍ ସୋମବାର ସୁନା ଦରରେ ହ୍ରାସ ହୋଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ଗତକାଲି ୯୭ ହଜାର ୯୭୦ ଟଙ୍କା ଥିବାବେଳେ ଆଜି ତାହା ହ୍ରାସ ପାଇ ୯୭ ହଜାର ୬୯୦ ଟଙ୍କା ରହିଛି । ତେବେ ଏଥିରେ ମୋଟ…

ପୁରୀ ବଡଦାଣ୍ଡ ଯାଏଁ ମାଗଣାରେ ଯିବେ ଯାତ୍ରୀ

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସ୍ୱତନ୍ତ୍ର ନୀତି କରିଛନ୍ତି ରାଜ୍ୟ ସରକାର । ଭକ୍ତଙ୍କ ସୁବିଧା ନିମନ୍ତେ ତାଳବଣିଆରେ ଅସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ହେବ । ଏହା ସହ ରଥଯାତ୍ରା ସମୟରେ ପୁରୀକୁ ଚଳାଚଳ କରୁଥିବା ୨୫୦ଟି ସ୍ୱତନ୍ତ୍ର ବସ ପାଇଁ ଅନୁମତି ପ୍ରଦାନ କରାଯିବ ବୋଲି ନିଷ୍ପତି ହୋଇଛି…

କୋଭିଡ ଲକ୍ଷଣ ଥିଲେ ରଥଯାତ୍ରା ଠାରୁ ଦୁରେଇ ରୁହନ୍ତୁ: ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ: ବର୍ତ୍ତମାନ ଦେଶ ସମେତ ରାଜ୍ୟରେ କୋଭିଡ ସଂକ୍ରମଣ ପୁଣି ବ୍ୟାପୁଛି । ଏହି ସମୟ ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଆସୁଥିବାରୁ ଏହି ଅବସରରେ ଯେଉଁମାନଙ୍କଠାରେ କୋଭିଡ ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସିବା ଭଲ। ଅସୁସ୍ଥ ଥିଲେ ମାସ୍କ ପିନ୍ଧିବା ଆବଶ୍ୟକ…