Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘୋଷଣା ହେଲା ପଞ୍ଚମ ଜାତୀୟ ଜଳ ପୁରସ୍କାର :  ପ୍ରଥମ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ : ଜଳଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ଜଳ ସମ୍ପଦ, ନଦୀ ଉନ୍ନୟନ ଏବଂ ଗଙ୍ଗା ପୁନରୁଦ୍ଧାର ବିଭାଗ (ଡିଓଡବ୍ଲ୍ୟୁଆର, ଆରଡି ଏବଂ ଜିଆର)  ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ଜିଲ୍ଲା, ଶ୍ରେଷ୍ଠ ଗ୍ରାମ ପଞ୍ଚାୟତ, ଶ୍ରେଷ୍ଠ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା, ଶ୍ରେଷ୍ଠ ବିଦ୍ୟାଳୟ କିମ୍ବା…

ବିଜେପି ସକ୍ରିୟ ସଦସ୍ୟତା କର୍ମଶାଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ଦଳର ସକ୍ରିୟ ସଦସ୍ୟତା କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ  ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଅଭିନନ୍ଦନ…

‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଟଙ୍କା ହଡ଼ପ କରି ଯୁବକ ଗିରଫ

କେନ୍ଦୁଝର: 'ସୁଭଦ୍ରା' ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟୁଥିଲେ ଏବେ ଏହି ଘଟଣାରେ ଜଣେ ଠକକୁ ଗିରଫ କରିଛି କେନ୍ଦୁଝର ପୋଲିସ । ଗିରଫ ଯୁବକ ଜଣକ ହେଲା ନୟାକୋଟ ଥାନା କଲଣ୍ଡା ଗାଁର ରାମ ମୁଣ୍ଡା । ଗିରଫ ପରେ ଯୁବକଙ୍କୁ କୋର୍ଟଚାଲାଣ କରିଛି ପୋଲିସ । ଖବର…

କେନ୍ଦୁଝରର ୨ଟି ସ୍ଥାନରେ ଅଭିଯୋଗ ଶୁଣାଣି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝରର ୨ଟି ସ୍ଥାନରେ ଅଭିଯୋଗ ଶୁଣାଣି କ୍ୟାମ୍ପ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନି ଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ କେନ୍ଦୁଝର ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ଆଜି…

ଦିପାବଳୀରେ ଦୀପ ଜାଳିବାର ନିୟମ, କେଉଁ ଦିଗରେ ଦୀପ ଜାଣିଲେ ମିଳିବ କେଉଁ ଫଳ?

ଭୁବନେଶ୍ବର: ଦିପାବଳୀର ପର୍ବ ହେଉଛି ଆଲୋକ ଏବଂ ଖୁସିର ପର୍ବ । ଦୀପ ଜାଳିବା ଦ୍ୱାରା ଆମେ କେବଳ ଆମ ଘରକୁ ଆଲୋକିତ କରୁନାହୁଁ ବରଂ ଆମର ମନ ଏବଂ ଜୀବନକୁ ମଧ୍ୟ ଆଲୋକିତ କରିଥାଉ । ଦିପାବଳୀରେ ଦୀପ ଜାଳିବାର ପରମ୍ପରା ତ୍ରେତେୟା ଯୁଗରେ ଆରମ୍ଭ ହୋଇଥିଲା, ଯେତେବେଳେ ପ୍ରଭୁ ଶ୍ରୀରାମା ଲଙ୍କାକୁ…

ଦାଦନ ଶ୍ରମିକଙ୍କ ପାଇଁ ସ୍ପେଶାଲ ଟାସ୍କଫୋର୍ସ ଗଠନ

ଭୁବନେଶ୍ୱର: ଦାଦନ ଶ୍ରମିକଙ୍କ ସମସ୍ୟା ଦୂର କରିବା ପାଇଁ ଏକ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କରିବାକୁ ସୋମବାର ଘୋଷଣା କରିଛନ୍ତି ଓଡିଶା ସରକାର । ସୂଚନାନୁସାରେ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଟାସ୍କଫୋର୍ସର ଚେୟାରମ୍ୟାନ ହେବାକୁ ଥିବାବେଳେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା…

କବାଡି ମ୍ୟାଚ ଖେଳୁଥିବା ବେଳେ ଖେଳାଳିଙ୍କ ମୃତ୍ୟୁ

ନୂଆପଡା : ନୂଆପଡା ଜିଲ୍ଲା କୋମନା ବ୍ଲକ ତରବୋଡ ଦୁର୍ଗାପୂଜା କମିଟି ପକ୍ଷରୁ ଚାଲିଥିଲା କବାଡି ମ୍ଯାଚ।  ଏହି ସମୟରେ ଘଟିଛି ବଡ ଅଘଟଣ । କବାଡି ମ୍ୟାଚ୍ ଖେଳୁଥିବା ସମୟରେ  ଜଣେ ଖେଳାଳିଙ୍କ ମୃତ୍ୟୁ ଘଟିଛି  ।  ମୃତ ଖେଳାଳି ଜଣଙ୍କ  ଛତିଶଗଡ ମହାସମୁନ୍ଦ ଜିଲ୍ଲା ଡୁଡୁମଚୁଆ ଗାଁର ଖଗେଶ୍ୱର…

କ’ଣ କରିବେ ଅମର ଶତପଥୀ?

ଭୁବନେଶ୍ବର: ବଢିଲା ବିଜେଡି କଳି। ଅମର ଶତପଥୀ ବନାମ ଲେନିନ ମହାନ୍ତି । ବରିଷ୍ଠ ନେତା ଅମର ଶତପଥୀଙ୍କୁ ଦଳ ଛାଡି ଚାଲିଯିବାକୁ କହିଲେ ଲେନିନ ମହାନ୍ତି । ଅମର ଶତପଥୀ କହିଲେ, ସେ ଦଳରେ ନାହାନ୍ତି । ନିର୍ବାଚନରେ ହାରିବା ପରଠୁ ବିଜେଡି ଘରକଳି ଥମିବାର ନାଁ ନେଉନି । ନିର୍ବାଚନ ପରାଜୟର…

ସହଜ ଓ ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ…

ପୁରୀ: ଆହୁରି ସହଜ ହେବ ମହାପ୍ରଭୁଙ୍କ ଦର୍ଶନ । ଭକ୍ତମାନେ କିପରି ଶୃଙ୍ଖଳିତ ଓ ସୁରୁଖୁରରୁରେ ଦର୍ଶନ କରିପାରିବେ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତଯୋଗ୍ୟ ପଦକ୍ଷେପ ନିଆଯାଇଛି । ତେବେ ନାଟମଣ୍ଡପରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କ ପାଇଁ ହେବ ଧାଡ଼ି ବ୍ୟବସ୍ଥା ।…

ସଂଶୋଧନ ହେବ ରେରା ଆଇନ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ସଂଶୋଧନ ହେବ ରେରା ଆଇନ l ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ l ଆଜି ଝିଅ ବାହାଘର ପାଇଁ ଜଣେ ଜମି ବିକିବାକୁ ଚାହିଁ ବି ବିକି ପାରୁନି l ତେଣୁ ରେରା ଆଇନରେ ସଂଶୋଧନର ଆବଶ୍ୟକ ହେଉଛି l ଆଇନରେ ସଂଶୋଧନ ପାଇଁ ନଗର ଉନ୍ନୟନ ବିଭାଗ ସହ କଥା ହେବୁ l ଆଲୋଚନା…