Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ କାମ କରୁଥିବା ହଠାତ୍‌ ସମସ୍ତ ଶ୍ରମିକ ବିଦ୍ୟୁତ…

ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ଉପରେ ଲାଗିଲା କଟକଣା

ପୁରୀ: ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଆଉ ଏହା ପରେ ଆରମ୍ଭ ହୋଇଯିବ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା । ଏହି ଅବସରରେ ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ଉପରେ କଟକଣା ଜାରି ହୋଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର୍ ଖେଲାଯିବାକୁ ବାରଣ କରାଯାଇଛି…

ରଥ ଉପକରଣ ବିକ୍ରି ପାଇଁ ଆସିଲା ନୂଆ ଏସଓପି

ପୁରୀ: ରଥ ଉପକରଣ ବିକ୍ରି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଲା ନୂଆ ଏସଓପି । ଉଚ୍ଚା ଦର ଯୋଗୁ ବିକ୍ରି ହୋଇନପାରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଖତ ଖାଉଛି ଗତ ବର୍ଷ ମାନଙ୍କରେ ବ୍ୟବହୃତ ରଥର ଚକ, ପ୍ରଭା ସମେତ ବିଭିନ୍ନ ଉପକରଣ । ସେପଟେ ୨୦୨୫ ରଥ ଉପକରଣ ବିକ୍ରି ନିମନ୍ତେ ନୂଆ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି; ଆଗାମୀ ୩ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାମାନଙ୍କରେ ଝଡବର୍ଷା

ଭୁବନେଶ୍ୱର: ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତେବେ ଏହି ତାତିରୁ ରାଜ୍ୟବାସୀଙ୍କୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ…

ନବବିବାହିତ ପିନାକୀ ମିଶ୍ର ଓ ମହୁଆଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ

ଭୁବନେଶ୍ୱର: ନିକଟରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା ଏବଂ ପୂର୍ବତନ ଓଡ଼ିଶା ସାଂସଦ ତଥା ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ପିନାକୀ ମିଶ୍ର ବିବାହ କରିଥିଲେ। ଦୁହିଁଙ୍କ ଏକ ଡ୍ୟାନ୍ସ ଭିଡିଓ ରବିବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ଦୁହେଁ ବଲିଉଡ୍ ରୋମାଣ୍ଟିକ କ୍ଲାସିକ୍…

ପିପିଲିରୁ ଉଦ୍ଧାର ୧୩ ନାଗ ସାପ ଅଣ୍ଡା ଭିତରୁ ବାହାରିଲେ ଛୁଆ

ପୁରୀ: ଗତ ମେ ମାସ ୧୨ ତାରିଖ ଦିନ ପୁରୀ ଜିଲ୍ଲା ପିପିଲି ବ୍ଲକ ଅନ୍ତର୍ଗତ ସାଁପୁର ଗ୍ରାମର ଲକ୍ଷ୍ମୀଧର ପ୍ରଧାନଙ୍କ ଗୁହାଳ ଘରେ ଥିବା ଏକ ଭାଡ଼ି ତଳ ଗାତ ଭିତରେ ଏକ ନାଗ ସାପ ପଶିଯାଇଥିଲା। ଲକ୍ଷ୍ମୀଧର ସ୍ନେକ୍ ହେଲ୍ପ ଲାଇନକୁ ଜଣାଇବା ପରେ ଖବର ପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ସୁଶାନ୍ତ…

ମାଓବାଦୀ ଗତିବିଧି ଉପରେ ନଜର ରଖୁଛି ଡ୍ରୋନ

ଭୁବନେଶ୍ୱର: ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ଏକ ବିଶାଳ ମାଓ ବିରୋଧୀ ଅଭିଯାନ ଚାଲିଛି। ଛତିଶଗଡ଼ର ଏହି ବିଦ୍ରୋହୀମାନେ ସ୍ଥାନୀୟ ଜଙ୍ଗଲରେ ଆଶ୍ରୟ ନେଇଥିବା ସମ୍ପର୍କରେ ରିପୋର୍ଟ ପାଇ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ ଏବଂ ଜିଲ୍ଲା ସ୍ୱେଚ୍ଛାସେବୀ ବାହିନୀ…

ସ୍ନାନଯାତ୍ରା ଓ ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା ପାଇଁ ହେଲା ମକ୍ ଡ୍ରିଲ

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ ମାତ୍ର ଦୁଇ ଦିନ । ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ସେନେଇ ପ୍ରସ୍ତୁତି ଜୋରଦାର କରାଯାଇଛି । ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ସ୍ନାନଯାତ୍ରାରେ ଅଧିକ ଭକ୍ତ ସମାବେଶ ହେବା ଆଶା ଥିବା ନେଇ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ…

ରାଜ୍ୟରେ ୪୫ ଛୁଇଁଲା କରୋନା ଆକ୍ରାନ୍ତ, ଦେଶରେ ବି ୬ ହଜାର ମୁହାଁ….

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ୪୫ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି…

ନନ୍ଦନକାନନରେ ବଢିଲା ଧଳା ବାଘଙ୍କ ସଂଖ୍ୟା, ଦୁଇ ଛୁଆକୁ ଜନ୍ମ ଦେଲା ମୌସୁମୀ

ଭୁବନେଶ୍ବର: ନନ୍ଦନକାନନରେ ପୁଣି ବୃଦ୍ଧି ପାଇଲା ଧଳା ବାଘଙ୍କ ସଂଖ୍ୟା । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ । ଏନ୍‌କ୍ଲୋଜର ୨୮-ବି’ରେ ଏହି ଦୁଇଟି ଯାକ ଛୁଆ ଜନ୍ମ ହୋଇଛନ୍ତି । ମା’ ସହିତ ଥିବାରୁ ଜନ୍ମିତ ଛୁଆମାନଙ୍କ ଲିଙ୍ଗ…