Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୀଠେ ବିରାଜିତ ମା’: ଆଜି ମହାନବମୀ, ମଣ୍ଡପରେ ମହା ଅଷ୍ଟମୀ

ଭୁବନେଶ୍ଵର: ଭକ୍ତଙ୍କ ଗହଣରେ ଜଗତଜନନୀ ମା । ଚାଲିଛି ପୂଜାର୍ଚ୍ଚନା.ହୋମଯଜ୍ଞ । ଘଣ୍ଟ, ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି…

‘ଭଡାରେ ଲାଗିଥିବା ରାଜୀବ ଆବାସ ଯୋଜନା ଘର ଲାଇସେନ୍ସ ହେବ ବାତିଲ’

ଭୁବନେଶ୍ୱର: ଦୀର୍ଘ ଦିନ ଧରି ରାଜୀବ ଆବାସ ଯୋଜନରେ ନିଜ ଘର ଥିବା ସତ୍ତ୍ବେ ନିଜକୁ ଭୂମିହୀନ, ଗୃହହୀନ ଓ ଗରିବ କହିବା ପଡିଲା ମହଙ୍ଗା । ୨୫୦ ବେଆଇନ ହିତାଧିକାରୀଙ୍କୁ ଠାବ କରିଛି ବିଏମସିର ଏକାଧିକ ଟିମ୍ । ରାଜଧାନୀର ୮ଟି ସ୍ଥାନରେ ରେଡ୍ କରି ଏମାନଙ୍କୁ ଚିହ୍ନଟ କରିଛି ଏହି ଟିମ୍ । ତେଣୁ…

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ଦାବି; ଧାରଣାରେ ବସିଲେ କୋଟିଆ ଲୋକେ

ପଟ୍ଟାଙ୍ଗୀ: ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି କରି ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧିନରେ ରହିଥିବା କୋଟିଆ ପଞ୍ଚାୟତର ଗଞ୍ଜେଇ ପଦର ଗ୍ରାମବାସୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ଯାହା କିଛି ସହାୟତା…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ । ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ…

ଲାଞ୍ଚ ନେଇ ଧରାପଡ଼ିଲେ ଡାଟା ଏଣ୍ଟ୍ରି ଅପରେଟର

କଟକ: କଟକ ଏସସିବିରେ ଭିଜିଲାନ୍ସ ଟିମ୍‌ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ । ସେ ଜଣେ ରୋଗୀଙ୍କ ପୁଅ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ । ଖବର ମୁତାବକ, ସ୍ମୃତିରଞ୍ଜନ ଏସସିବି ମେଡିକାଲ…

ବିଜେଡିରେ ବଡ଼ ଗଡ଼ବଡ଼ !

ଭୁବନେଶ୍ବର: ବିଜେଡି ଭିତରେ କୁହୁଳୁଛି ଅସନ୍ତୋଷ। ବଡ଼ଚଣାରୁ କଟକ, ଜଳଜଳ ଦିଶୁଛି ଫାଟ । କେଉଁଠି ନେତା ଖୋଲାଖୋଲି ଇଙ୍ଗିତ କଲେଣି ତ ବରିଷ୍ଠ ନେତା ଦଳର କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହିଲେଣି। ଅକ୍ଟୋବର ୨ରୁ ବିଜେଡି ସାରା ରାଜ୍ୟରେ ଜନସଂପର୍କ ପଦଯାତ୍ରା କରିଥିବା ବେଳେ ନିଜ ଦଳର ନେତାଙ୍କ…

ବାଲୁକାକଳାରେ ସ୍ୱର୍ଗତଃ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ପୁରୀ ବେଳାଭୂମିରେ ରତନ ଟାଟା ଙ୍କ ବାଲୁକାକଳା ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ଭାରତବର୍ଷ ଏକ ଅମୁଲ୍ୟ ରତ୍ନକୁ ହରାଇବା ସହ ଏକ ଅପୁରଣୀୟ କ୍ଷତି ସହିଛି ବୋଲି କହିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ…

ରାଜ୍ୟରେ ବଢିବ ମାଗଣା ଚାଉଳ ଅବଧି

ଭୁବନେଶ୍ବର: କେନ୍ଦ୍ର ପରେ ଏବେ ରାଜ୍ୟ ବଢ଼ାଇବ ଗରିବଙ୍କୁ ଦିଆଯାଇଥିବା ମାଗଣା ଚାଉଳ ଅବଧି । ମାଗଣା ଚାଉଳ ଅବଧି ବୃଦ୍ଧି କରିବା ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟର ନିଜସ୍ବ ଯୋଜନାରେ ଚାଉଳ ଯୋଗାଣ ଅବଧିକୁ ବୃଦ୍ଧି…

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ପରୀକ୍ଷାର୍ଥୀ

କଟକ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି । ବିଭିନ୍ନ ଜିଲ୍ଲାରେ ଏହି ଦାବି ଜାରି ରହିଥିବା ବେବେଳେ ଆଗାମୀ ପରୀକ୍ଷା ପାଇଁ ଗତକାଲି ଆସିଥିବା ଆଡମିଟ୍ କାର୍ଡ ସବୁ ଡଙ୍ଗା କରି ଭସାଇଛନ୍ତି ପରୀକ୍ଷାର୍ଥୀ । ତେବେ ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା…

କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର

ସମ୍ବଲପୁର: କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ କମଲୁ ପ୍ରଧାନକୁ ଏନକାଉଣ୍ଟର। କମଲୁର ଡାହାଣ ଗୋଡ଼ରେ ବାଜିଛି ଗୁଳି। କମଲୁକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ ଗତ ୪ ତାରିଖରେ ସମ୍ବଲପୁର…