Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟାଟାଙ୍କ ସହିତ ଓଡିଶାର ଅନାବିଳ ସଂପର୍କ, ଥିଲା ପସନ୍ଦ ରାଜ୍ୟ

ଭୁବନେଶ୍ବର: ଓଡିଶା ସହିତ ରତନ ଟାଟାଙ୍କର ସଂପର୍କ ଅତୁଟ ଓ ଅନାବିଳ । ତାଙ୍କ ଟାଟା ଷ୍ଟିଲ କମ୍ପାନୀ ପାଇଁ ଓଡିଶା ଥିଲା ସ୍ବର୍ଣ୍ଣର କ୍ଷେତ୍ର, ସେଥିପାଇଁ ଶିଳ୍ପ କ୍ଷେତ୍ରରେ ଓଡିଶା ଥିଲା ତାଙ୍କର ପ୍ରଥମ ପସନ୍ଦ । ଶିଳ୍ପ, ସମାଜସେବା ଅର୍ଥନୈତିକ ସବୁ କ୍ଷେତ୍ରରେ ଓଡିଶାରେ ଯେପରି ଟାଟାଙ୍କ…

ମଣ୍ଡପେ ମା’ ଦଶଭୁଜା: ଦୃଷ୍ଟି ଆକର୍ଷଣ କରୁଛି ତୋରଣ ସାଙ୍ଗକୁ ମେଢ ସଜା

ଭୁବନେଶ୍ବର: ମଣ୍ଡପେ ବିରାଜିତ ହୋଇଛନ୍ତି ମା ଦଶଭୂଜା । ଆଜି ପୀଠରେ ମହାଅଷ୍ଟମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାସପ୍ତମୀ ପୂଜା ରହିଛି। ମା’ଙ୍କର ଚକ୍ଷୁଦାନ ନୀତି ସମ୍ପର୍ଣ୍ଣ ହୋଇଛି । ମା’ ଆଖି ପଡିବା ମାତ୍ରେ ଧରାପୃଷ୍ଠରୁ ନାଶ ହୋଇଛି ସବୁ ପାପ । ଏଥିପାଇଁ ଚଳଚଞ୍ଚଳ ଗାଁଠୁ ସହର ।…

ପୁଣି ସାଲିଆ ସାହିରେ ଠାବ ହେଲା ଶହ ଶହ ମଦ ପୋଚ

ଭୁବନେଶ୍ବର: ପୁଣି ସାଲିଆ ସାହିରେ ଶହ ଶହ ଲିଟର ଦେଶୀ ମଦ ଠାବ କଲା ଅବକାରୀ ବିଭାଗ । ସାଲିଆସାହି ନୀଳଚକ୍ର ନଗରରେ ଆଜି ଅବକାରୀ ବିଭାଗର ରେଡ୍‌ ପରେ ପାଖାପାଖି ୫ ହଜାର ଲିଟର ପୋଚ ନଷ୍ଟ କରିବା ସହିତ ଦେଶୀ ମଦ ଜବତ  ହୋଇଛି । ଏଥିସହିତ ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ଖୋଲିଲା ଶିମିଳିପାଳ: ଟାଇଗର ସଫାରି ସହ ପ୍ରକୃତିର ମନଲୋଭା ସୌନ୍ଦର୍ଯ୍ୟର ମଜା ଉଠାଇବେ ପର୍ଯ୍ୟଟକ

ମୟୂରଭଞ୍ଜ: ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଦ୍ବାର । ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ପରିଚିତ ଶିମିଳିପାଳ ଆଜିଠୁ ନିଜର ପାକୃତିକ ସୌନ୍ଦର୍ଯ୍ୟରେ ଦର୍ଶକଙ୍କ ମନ ମୋହିବ । ତେବେ ରାଜ୍ୟ, ଦେଶ ତଥା ବିଦେଶରୁ ପ୍ରତିବର୍ଷ ଶହ ଶହ ପର୍ଯ୍ୟଟକ ଶିମିଳିପାଳର ବନ୍ୟ ଜୀବଜନ୍ତୁଙ୍କୁ…

ରେଲୱେ ଲାଇନରେ ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର, ଅଟକି ରହିଛି ଟ୍ରେନ

କୋରାପୁଟ: ରେଲୱେ ଲାଇନରେ ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର । ବାଇଗୁଡ଼ା-କାକେରିଗୁମ୍ମା ଟ୍ରାକରେ ଛିଡ଼ିଲା ଓଭର ହେଡ୍‌ ଇଲେକ୍ଟ୍ରିକ ତାର । ଇଲେକ୍ଟ୍ରିକ ତାର ଛିଡ଼ି ପଡ଼ିବାରୁ ବିଭିନ୍ନ ସ୍ଥାନରେ ଅଟକି ରହିଲା ଟ୍ରେନ୍‌ । ସୂଚନା ଅନୁସାରେ, କୋରାପୁଟ ବାଇଗୁଡ଼ା-କାକେରିଗୁମ୍ମା ରେଲୱେ…

ଗିରଫ ହେଲେ ନକଲି ଡାକ୍ତର: ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢିଥିଲେ

ଟିକ୍ରାପଡ଼ା: ବେଆଇନ ଭାବରେ ୧୫ ବର୍ଷ ଧରି ଚାଲିଥିବା ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅଧିନସ୍ଥ ଟିକ୍ରାପଡ଼ାର ଏକ କ୍ଲିନିକ୍ ଉପରେ ଆଜି ପ୍ରଶାସନ ପକ୍ଷରୁ କରାଯାଇଛି ଚଢ଼ାଉ। ଚଢାଉ ସହ ଜଣେ ନକଲି ଡାକ୍ତରଙ୍କୁ ମଧ୍ୟ କରାଯାଇଛି ଗିରଫ। ନକଲି ଡାକ୍ତର ବିଦ୍ୟୁତ୍ କୁମାର ବିଶ୍ୱାସଙ୍କୁ ଗିରଫ ପରେ…

ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ବିରୋଧୀ ଦଳ ନେତାଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତିକୁ ଗରୀୟାନ କରିଛି। ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ…

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ପୋଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ମଧ୍ୟ ଅଛନ୍ତି । ଏମାନଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ବସ୍ତର ପୋଲିସ ଅଧିକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ…

ବନ୍ଧା ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଗିରଫ ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶଚନ୍ଦ୍ର ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।  ରମେଶଚନ୍ଦ୍ର…

୬ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ୨୦୨୪ରେ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପାଇଁ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା ସରକାରୀ…