Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲୁକା କଳାରେ ଦୁର୍ଗା ପୂଜା ଶୁଭେଛା

ପୁରୀ: ପବିତ୍ର ଦୂର୍ଗାପୂଜା ଅବସରରେ ବାଲୁକା ଚିତ୍ର କଳା ମାଧ୍ୟମରେ ସାରା ଦେଶବାସୀଙ୍କୁ ଶୁଭେଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବିଚ୍ ର ନୀଳାଦ୍ରି ବେଳାଭୂମିରେ ସେ ଏହି ବାଲୁକା ଚିତ୍ର କଳା ନିର୍ମାଣ କରିଛନ୍ତି। ଯାହାକି ବେଶ୍ ଆକର୍ଷଣୀୟ ହୋଇଛି। ମା'…

ବିଚାରାଧୀନ କଏଦୀର ମୃତ୍ୟୁ

ବରଗଡ: ବରଗଡ଼ ଜିଲ୍ଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀର ମୃତ୍ୟୁ ହୋଇଛି l ମୃତକ ଜଣକ ପାଇକମାଳ ବ୍ଲକ ଅନ୍ତର୍ଗତ ପ୍ରକାଶପୁର ଗ୍ରାମର ୨୬ ବର୍ଷୀୟ ମନୋଜ ପାଇକ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା କାରାଗାରର ଜେଲର l ବେଆଇନ ମଦ ବିକ୍ରୀ କରୁଥିବା ଅଭିଯୋଗରେ ଗତ ୬ ତାରିଖ ଦିନ ଗିରଫ…

ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ, ନବୀନ କହିଲେ ଆମେ…

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ବୁଧବାର ଠାରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଏହା ଦୁଇ ମାସ ଧରି ଚାଲିବ। . ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ ସଭ୍ୟ ଭାବେ ଏକାମ୍ର ନିର୍ବାଚନ ମଣ୍ଡଳୀରୁ ପଞ୍ଜିକୃତ ହୋଇଥିଲେ। ଏହି ଅବସରରେ ସେ…

ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ଦୁର୍ଗାପୂଜା ପୂର୍ବରୁ ଅର୍ଥାତ୍ ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଥିବାବେଳେ, ତୃତୀୟ ପର୍ଯ୍ୟାୟ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ…

ଦୁର୍ଗା ପୂଜା ପାଇଁ ଇକୋ-ଫ୍ରେଣ୍ଡଲି ଗାଇଡଲାଇନ ଜାରି କଲା ବିଏମସି

ଭୁବନେଶ୍ୱର: ଓଡ଼ିଶା ରାଜଧାନୀରେ କିପରି ଶାରଦୀୟ ଦୁର୍ଗା ପୂଜା ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ଓ ଏହା ସହ କିପରି ପରିବେଶ ଅନୁକୂଳ ରହିବ ସେନେଇ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ଏନେଇ ବୁଧବାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଦ୍ୱାରା ଏକ ନିର୍ଦ୍ଦେଶନାମା ଜାରି…

କୋରାପୁଟରେ ଚାଲିଛି ଅନୁଷ୍କା ଶେଟ୍ଟୀଙ୍କ ଅପକମିଂ ଫିଲ୍ମର ସୁଟିଂ

କୋରାପୁଟ: ସାଉଥ୍ ଆକ୍ଟ୍ରେସ୍ ଅନୁଷ୍କା ଶେଟ୍ଟୀଙ୍କ ଆଗାମୀ ଚଳଚ୍ଚିତ୍ରର ସୁଟିଂ କୋରାପୁଟ ଜିଲ୍ଲାର ଲମତାପୁଟ, ମାଛକୁଣ୍ଡ ଏବଂ ଅନାକାଡେଲିରେ କରାଯାଉଛି। ତେଲୁଗୁ ଆକ୍ସନ୍-ରିଭେଞ୍ଜ ଭିତ୍ତିକ ଫିଲ୍ମ 'ଘାଟି'ର ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି କୃଷ୍ଣ। ଅଭିନେତା-ନିର୍ଦ୍ଦେଶକ ଜନ୍…

ପୁଣି ଭିଡିଓ ଭାଇରାଲ୍ ପୁଣି ବିବାଦ

ପୁରୀ: ପୁଣି ବିବାଦରେ ସତ୍ୟବାଦୀ ବିଜେପି ବିଧାୟକ ଓମପ୍ରକାଶ ମିଶ୍ର। ସୋସିଆଲ ମିଡିଆରେ ଭିଡିଓ ଭାଇରାଲ୍ ହେବା ପରେ ତେଜିଲାଣି ରାଜନୀତି । ଯୁବତୀଙ୍କ ସହ ବିଧାୟକଙ୍କ ସଂପର୍କ କଣ? ଭିଡିଓରେ ବ୍ଲାକମେଲିଂ କଥା କୁହାଯାଉଥିବା ବେଳେ, କିଏ କାହାକୁ ବ୍ଲାକମେଲିଂ କରୁଛି? ଭିଡିଓକୁ ନେଇ ଓମପ୍ରକାଶ…

ମହିଳାଙ୍କୁ ସରକାରଙ୍କ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା

ବାରିପଦା: ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ବାରିପଦା ଛଉ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନର ଶୁଭାରମ୍ଭ, ଫୋକସରେ ଛାତ୍ର ଓ ମହିଳା

ଭୁବନେଶ୍ୱର: ବିଜେଡିର ସଦସ୍ୟତା ଅଭିଯାନର ଶୁଭାରମ୍ଭ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ । ତାଙ୍କ ସଦସ୍ୟତାର ନବୀକରଣ କରି ଏକାମ୍ରରୁ ରାଜ୍ୟର ପ୍ରଥମ ସଦସ୍ୟ ହେଲେ ନବୀନ ପଟ୍ଟନାୟକ। ଶଙ୍ଖ ଭବନରେ ଏହାର ଶୁଭାରମ୍ଭ ହୋଇଛି। ଏହା ସହ ଜିଲ୍ଲା ସଦର…

ଏମିତି ବି ଆସେ ମୃତ୍ୟୁ: ପମ୍ପ ଦେବା ବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି, ଗ୍ୟାରେଜ ମାଲିକ ମୃତ

ଖୋର୍ଦ୍ଧା: ମୃତ୍ୟୁ ଏମିତି ବି ଆସେ। ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଚାଲିଗଲା ଗ୍ୟାରେଜ ମାଲିକଙ୍କ ଜୀବନ। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ ଛକ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦଧିମାଛ…