Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରିଲା ନବଦିନାତ୍ମକ ଯାତ୍ରା; ନୀଳକନ୍ଦରକୁ ବାହୁଡିଲେ ଚତୁର୍ଦ୍ଧାମୂରତୀ

ପୁରୀ: ଶେଷ ହେଲା ନବଦିନ ବ୍ୟାପୀ ଘୋଷଯାତ୍ରା । ମନ୍ଦିର ବାହାରେ ସରିଲା ମହାପ୍ରଭୁଙ୍କ ଲୀଳା ଖେଳା । ନବଦିନାତ୍ମକ ଯାତ୍ରା ସାରି ନୀଳକନ୍ଦରକୁ ଫେରିଲେ ଚତୁର୍ଦ୍ଧାମୂରତୀ । ସଂଧ୍ୟା ଧୂପ ସରିବା ପରେ ଆରମ୍ଭ ହୋଇଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି । ପ୍ରଥମେ ଗୋଟି ପହଣ୍ଡିରେ ଯାଇ…

ଗୁଣ୍ଡିଚା ମନ୍ଦିର ନିକଟରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣା; ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର

ଭୁବନେଶ୍ୱର: ପୁରୀର ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ତାରିଖରେ ଘଟିଥିବା ଦଳାଚକଟା ଯୋଗୁଁ ତିନି ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ପାଇଁ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଦାୟିତ୍ୱ ଦିଆଯାଇଛି । ଏନେଇ ଓଡିଶା ସରକାରଙ୍କ ଗୃହ (ସ୍ୱତନ୍ତ୍ର ଶାଖା)…

ଜିଲ୍ଲା ଜେଲରେ ମିଶିବ ୪ଟି ସବ୍ ଜେଲ୍‌

ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ ୪ଟି ସବ୍ ଜେଲ୍‌କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର କଏଦୀମାନଙ୍କୁ ସ୍ଥାନାନ୍ତର…

ବିପୁଳ ପରିମାଣର ଗଞ୍ଜେଇ ଜବତ, ୧୨ ଗିରଫ

ନୂଆପଡ଼ା: ମଦ ଓ ଗଞ୍ଜେଇ ସହ ନିଶା କାରବାରରେ ଲିପ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ଅପରେସନ ଶୁଦ୍ଧି ଅଭିଯାନ ଆରମ୍ଭ କରିଛି ନୂଆପଡ଼ା ଜିଲ୍ଲା ପୋଲିସ । ବିଭିନ୍ନ ସ୍ଥାନରେ ଚଢାଉ କରି ସେମାନଙ୍କୁ ଗିରଫ କରାଯାଉଛି । ହେଲେ ଆଜି ଏକ ବଡ ଧରଣ ଗଞ୍ଜେଇ କାରବାର ଲିପ୍ତ ଦୁଇ ଗଞ୍ଜେଇ ମାଫିଆ ଦମ୍ପତିଙ୍କ…

ହୀରାକୁଦର ଡ୍ୟାମର ୪ଟି ଗେଟ୍‌ ବନ୍ଦ ହେଲା

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ଡ୍ୟାମ୍‌ର ୪ଟି ଗେଟ୍‌ । ଉପର ମୁଣ୍ଡରେ ବନ୍ୟାଜଳ କମିବାରୁ ୪ଟି ଗେଟ୍‌ କୁ ବନ୍ଦ କରିଦିଆଯାଇଛି । ଏବେ ୧୬ଟି ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ । ପୂର୍ବରୁ ହୀରାକୁଦ ଡ୍ୟାମର ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ପାଣି ନିଷ୍କାସିତ ହେଉଥିଲା । ଗତ କିଛି ଦିନ ହେବ…

ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା

ସୁନ୍ଦରଗଡ଼: ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ଦଣ୍ଡ ଶୁଣାଇଲେ ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ ଅଦାଲତ । ଏଥି ସହିତ କୋର୍ଟ ଦୋଷୀ କୁନା ପ୍ରଧାନଙ୍କୁ ୨୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଏବଂ ଜରିମାନା ଅନାଦେୟ ରହିଲେ ଆହୁରି ୧ ବର୍ଷ ଜେଲ୍‌ ରେ…

ରଥ ଉପରକୁ ମୋବାଇଲ୍‌ ନେବା ଅଭିଯୋଗରେ ୭ ସେବାୟତଙ୍କ ନାଁରେ ଏଫଆଇଆର

ପୁରୀ: ରଥ ଉପରକୁ ମୋବାଇଲ୍‌ ନେଇଥିବା ଅଭିଯୋଗରେ ୭ ସେବାୟତଙ୍କ ନାଁରେ ଥାନାରେ ଏଫଆଇଆର। ସିଂହଦ୍ବାର ପୋଲିସ ଷ୍ଟେସନ ୭ ସେବାୟତଙ୍କ ନାଁରେ FIR ହୋଇଛି। ସେବାୟତଙ୍କ ନାଁରେ FIR ହୋଇଥିବା ସ୍ପଷ୍ଟ କଲା ଶ୍ରୀମନ୍ଦିର ପ୍ରଶାସନ। ବାରଣ ସତ୍ତ୍ବେ କିଛି ସେବାୟତ ରଥ ଉପରକୁ ମୋବାଇଲ୍‌ ନେଇଥିଲେ।…

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ, ୨ ଯବାନ ଗୁରୁତର

ମାଲକାନଗିରି: ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର। ମଲକାନଗିରି-ଛତିଶଗଡ଼ ସୀମାନ୍ତ ବାସାଗୁଡ଼ା ଜଙ୍ଗଲରେ ସୁରକ୍ଷାବାହିନୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ ହୋଇଛି। ତେବେ ଏହି ଗୁଳି ବିନିମୟ ବେଳେ କିଛି ମାଓବାଦୀ ନିହତ…

ଝାରସୁଗୁଡ଼ାରେ ୪୪୪ରୁ ଅଧିକ ବାଂଲାଦେଶୀ ଓ ରୋହିଙ୍ଗ୍ୟା ଅଟକ

ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରୁ ଅବୈଧ ଭାବେ ରହୁଥିବା ୪୪୪ ଜଣରୁ ଅଧିକ ବାଙ୍ଗାଦେଶୀ ଓ ରୋହିଙ୍ଗ୍ୟାଙ୍କୁ ଚିହ୍ନଟ କରାଯାଇଛି। ସମସ୍ତଙ୍କୁ ଅଟକ ରଖାଯାଇଛି। ଝାରସୁଗୁଡ଼ା ପୋଲିସ ସବ ଡିଭିଜନ ଅଂଚଳରର ୧୮୩ ଏବଂ ବ୍ରଜରାଜନଗର ସବ ଡିଭିଜନ ଅଂଚଳରୁ ୨୬୧ ଜଣଙ୍କୁ ଅଟକ…

ଦିଗପହଣ୍ଡିରେ ଡାଇରିଆ ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ଦେଖାଦେଇଥିବା ଡାଇରିଆ ରୋଗକୁ ସପୂର୍ଣ୍ଣ ନିୟନ୍ତ୍ରଣାଧୀନ କରାଯାଇଛି। ଚଳିତ ମାସ ୬ରେ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଥିବା ଏହି ରୋଗ ସ୍ଥିତିରେ ସୁଧାର ଆସିଛି। ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର…