Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡିଲା ଓଡ଼ିଶା ଡ୍ରାଇଭର ମହାସଂଘ: ହନ୍ତସନ୍ତ ଯାତ୍ରୀ

ଭୁବନେଶ୍ୱର: ଆଜିଠୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନର ଡାକରା ଦେଇଛି ଓଡ଼ିଶା ଡ୍ରାଇଭର ମହାସଂଘ । ୭ ଦଫା ଦାବି ନେଇ ରାଜ୍ୟ ବ୍ୟାପୀ ଡ୍ରାଇଭର ମହାସଂଘ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇଛି । ଓଡ଼ିଶା ଡ୍ରାଇଭର ମହାସଂଘ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆରମ୍ଭ କରିବା ନେଇ…

ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ: ରସଗୋଲା, ପାଟ ଶାଢୀ ଦେଇ ମା’ ଲକ୍ଷ୍ମୀଙ୍କ କରିବେ ମାନଭଞ୍ଜନ

ପୁରୀ: ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ । ଶ୍ରୀମନ୍ଦିରକୁ ଫେରିବେ ତିନି ଦିଅଁ । ଭାଇଭଉଣୀ ସଙ୍ଗେ ରତ୍ନବେଦୀକୁ ବିଜେ କରିବେ କଳା ଠାକୁର । ଏହି ଅବସରରେ ରଥଯାତ୍ରାରେ ନେଇ ନଥିବା ଯୋଗୁଁ ଅଭିମାନ କରିଥିବା ପ୍ରାଣପ୍ରିୟା ପତ୍ନୀ ମହାଲକ୍ଷ୍ମୀ ଙ୍କୁ ମହାପ୍ରଭୁ ରସଗୋଲା ଓ ପାଟ ଶାଢ଼ୀ ଦେଇ ମାନ…

ଦିଗପହଣ୍ଡିରେ ଆରମ୍ଭ ହେଲା ଡାଇରିଆ ନିରାକରଣ ଅଭିଯାନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ବ୍ୟାପୁଛି ଡାଇରିଆ । ଏନେଇ ସୂଚନା ପାଇ ଜିଲ୍ଲା ସ୍ତରୀୟ ଟିମ୍ ଓ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ୟୁନିଟ୍ ଗ୍ରାମରେ ତୁରନ୍ତ ପହଞ୍ଚି ଆକ୍ରାନ୍ତ ଲୋକଙ୍କ ଚିକିତ୍ସା କରିବା ସହ ଘରକୁ ଘର ଓଆରଏସ୍ ପ୍ୟାକେଟ୍, ଔଷଧ,…

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ; ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

କନ୍ଧମାଳ: କନ୍ଧମାଳ ପୋଲିସକୁ ବଡ ସଫଳତା । ସୋମବାର ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । କନ୍ଧମାଳ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର ।…

ଓଏମସି ପକ୍ଷରୁ ବନମହୋତ୍ସବ ସପ୍ତାହ ୨୦୨୫ ପାଳିତ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (ଓଏମସି) ନିଜର ବିଭିନ୍ନ ଖଣି ଅଞ୍ଚଳରେ ବନମହୋତ୍ସବ ସପ୍ତାହ ୨୦୨୫ ପାଳନ କରିଛି। ନୂତନ ଜଙ୍ଗଲ ସୃଷ୍ଟି, ବନୀକରଣ ଓ ପରିବେଶ ସୁରକ୍ଷା ପ୍ରତି ଓଏମସିର ଦୃଢ଼ ପ୍ରତିବଦ୍ଧତା ଅନୁଯାୟୀ, ନିଗମର ବହୁ ସଂଖ୍ୟକ କର୍ମଚାରୀ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ…

ଆଗାମୀ ଦିନରେ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ

ଭୁବନେଶ୍ୱର: ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି । ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତକାଳ ପଦକ୍ଷେପ ନେଇଛନ୍ତି । ଆଜି…

ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲା ବିଜେଡି

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ ପାଖରେ ଅଭିଯୋଗ ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ କମିଶନଙ୍କ ଦ୍ବାରସ୍ଥ…

ରହସ୍ୟ ଉପରୁ ହଟିଲା ପରଦା: ଅନୁପମ ପଟ୍ଟନାୟକଙ୍କ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ଶୁଭ ମହୁରତ

ଭୁବନେଶ୍ୱର: ଜାତୀୟ ପୁରସ୍କାର ପ୍ରାପ୍ତ ଫିଲ୍ମ ନିର୍ମାତା ଅନୁପମ ପଟ୍ଟନାୟକ ମହୁରତ ପୂଜା ସହିତ ନିଜର ଆଗାମୀ ଚଳଚ୍ଚିତ୍ର 'ମନ୍ତ୍ର ମୁଗ୍ଧ' ସମ୍ପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ସାଙ୍କେତିକ ଭାବେ ଏମ୍ଏମ୍ ନାମରେ ଏହି ନୂଆ ଚଳଚ୍ଚିତ୍ରଟି ବିଗତ କିଛି ସପ୍ତାହ ମଧ୍ୟରେ ବେଶ୍ ଚହଳ ଓ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ। ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଶେଷ ହୋଇଛି। ASI ପ୍ରତ୍ୟକ୍ଷ ତତ୍ତ୍ବାବଧନରେ କାମ ସମ୍ପୂର୍ଣ୍ଣ ହୋଇଛି। ମୋଟ ୯୫ ଦିନ ଧରି ମରାମତି କାମ ହୋଇଛି। ମୋଟ ୩୩୩…

ରାହୁଲ ଗାନ୍ଧୀଙ୍କ ଗସ୍ତ ସଫଳ କରିବା ପାଇଁ ପୁରୀ କଂଗ୍ରେସର ପ୍ରସ୍ତୁତି ବୈଠକ

ପୁରୀ: ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଇନ୍ଦିରା ଭବନ, ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ, ପୁରୀରେ ଏକ ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ବିରୋଧି ଦଳ ନେତା ସାଂସଦ ରାହୁଲ ଗାନ୍ଧୀଙ୍କ ଭୁବନେଶ୍ବରେ ସମ୍ବିଧାନ ବଞ୍ଚାଓ କାର୍ଯ୍ୟକ୍ରମରେ ଯୋଗଦେବେ।…