Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ…

ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବେ ରାଜ୍ୟ ପୁଅଙ୍କୁ ଗିରଫ କରାଯାଉଛି ସେନେଇ…

ଆଜି ଆସିବ ସୁଭଦ୍ରା ସହାୟତାର ଟଙ୍କାଏ

ଭୁବନେଶ୍ବର: ପୁଣି ଆସିବ ସୁଭଦ୍ରା କିସ୍ତି । ଆଜି ମହିଳାଙ୍କ ଖାତାକୁ ଆସିବାରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା । 'ସୁଭଦ୍ରା'ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ…

ତୀବ୍ର ହେଲା ଓଏସଏସଏସସିକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ପରୀକ୍ଷାର୍ଥୀ

ଭୁବନେଶ୍ବର: ଓଏସଏସଏସସିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ । ଓଏସଏସଏସସି ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ  ଗର୍ଜିଲେ । ଆରଆଇ, ଏଆରଆଇ, ଅମିନ, ଆଇସିଡିସି ଭଳି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପରୀକ୍ଷା ବାତିଲ ଦାବିରେ…

ଆଲୋଚନା କଲେ ମନ୍ତ୍ରୀ, ସ୍ବାଭାବିକ ରହିବ ବସ୍ ଚଳାଚଳ

ଭୁବନେଶ୍ବର: ବନ୍ଦ ହେବନି ବସ୍ ଚଳାଚଳ । ଧର୍ମଘଟରୁ ଓହରିଲେ ବସ୍ ମାଲିକ ସଂଘ ।  ପରିବହନ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ଆଶ୍ବାସନା ପାଇବା ବରେ ଧର୍ମଘଟ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି  ବସ୍ ମାଲିକ ସଂଘ । ତେବେ ଆଜି ସଂଧ୍ୟା ୭ଟାରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ପଶ୍ଚିମାଞ୍ଚଳ ଓ…

ପାର୍ବଣରେ ପରିବା ବଜାରରେ ନିଆଁ: ସେଞ୍ଚୁରି ମାରିଲା ଟମାଟୋ

ଭୁବନେଶ୍ବର: ପାର୍ବଣରେ ପରିବା ବଜାରରେ ନିଆଁ। ପାର୍ବଣ ବେଳେ ପରିବା ଦର ବୃଦ୍ଧି ଗ୍ରାହକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକେଇଛି। ଟମାଟୋ ଦର ସେଞ୍ଚୁରି ମାରିଛି। କେବଳ ଟମାଟୋ ନୁହେଁ ବରଂ ଅନ୍ୟ ପନିପରିବା ଯେମିତି କି ପିଆଜ ଦର ମଧ୍ୟ ବଢ଼ିବାରେ ଲାଗିଛି। ଚାରି ପାଞ୍ଚ ଦିନ ତଳେ ଟମାଟୋ…

ମାଓବାଦୀ ବିରୋଧରେ ବଡ଼ ଆକ୍ସନ ପ୍ଲାନ: ଓଡ଼ିଶା ସମେତ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ‌/ଭୁବନେଶ୍ୱର: ଦେଶରେ ବାମପନ୍ଥୀ ଉଗ୍ରବାଦ (ମାଓ-ନକ୍ସଲବାଦ) ମୁକାବିଲା ରଣନୀତି ପାଇଁ ଆଜି ଦିଲ୍ଲୀରେ ବସୁଛି ମାଓ-ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ। ଏହି ବୈଠକରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା, ମହାରାଷ୍ଟ୍ର ଓ…

ଆଗାମୀ ୩ ଘଣ୍ଟାରେ ବର୍ଷା ସହ ବଜ୍ରପାତ ନେଇ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟର ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୧ କୋଟି ୬୨ ଲକ୍ଷ ଟଙ୍କାର ଗଞ୍ଜେଇ

ଭୁବନେଶ୍ବର: ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮.୧୮ କେଜି ଗଂଜେଇ । ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ରାଜସ୍ବ ନିର୍ଦ୍ଦେଶାଳୟ ଗୁଇନ୍ଦା (DRI) । ଆନ୍ଧ୍ର ପ୍ରଦେଶରୁ ଭୁବନେଶ୍ବରକୁ ଆସୁଥିଲା ବେଳେ ଧରିଲା ଡିଆରଆଇ । ଜବତ ଗଂଜେଇର ଆନୁମାନିକ ମୂଲ୍ୟ ୧ କୋଟି ୬୨ ଲକ୍ଷ ଟଙ୍କା ହେବ ।…

ଚାଲିଛି ଷୋଡ଼ଶ ଉପଚାର ପୂଜା, ଉଠୁଛି ପଡୁଛି ଝଙ୍କଡବାସିନୀ ମା’ ଶାରଳାଙ୍କ ପୀଠ

ଜଗତସିଂହପୁର: ଦେବୀଙ୍କ ପୀଠରେ ଚାଲିଛି ଷୋଡ଼ଶ ଉପଚାର ପୂଜା। ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଏହି ପୂଜା ଦୁର୍ଗାଷ୍ଟମୀରେ ଶେଷ ହେବ। ଏହି ସମୟରେ ମା'ଙ୍କୁ ପ୍ରତ୍ୟେକ ଦିନ ଷୋଡ଼ଶ ଉପଚାରରେ ପୂଜା କରାଯିବ ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ । ତେବେ ଷୋଳ ପୂଜା ପାଇଁ…