Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ ଫସିଲେ ପଶୁଚିକିତ୍ସକ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ

ଭୁବନେଶ୍ୱର: ଲାଞ୍ଚ ନେବା ଅଭିଯୋଗରେ ସୋମବାର ଦିନ ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ନିୟୋଜିତ ଜଣେ ବ୍ଲକ ପଶୁଚିକିତ୍ସା ଅଧିକାରୀ ଏବଂ ଜଣେ ପ୍ରୋଗ୍ରାମ ଆସିଷ୍ଟାଣ୍ଟଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ଗିରଫ ଅଧିକାରୀମାନେ ହେଲେ ପଶୁଚିକିତ୍ସା ଅଧିକାରୀ ଶୁଭ ପ୍ରକାଶ…

ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୧୧ଟି ହଳଦିଆ ଆନାକୋଣ୍ଡା

ଭୁବନେଶ୍ବର: ନନ୍ଦନକାନନରେ ଖୁସିଖବର। ଏଠାରେ ଜନ୍ମ ନେଲେ ଆଉ ୧୧ ହଳଦିଆ ଆନାକୋଣ୍ଡା। ଗତ ୨୯ରେ ଜନ୍ମ ନେଇଥିଲେ ୭ ହଳଦିଆ ଆନାକୋଣ୍ଡା ଶାବକ। ଏହାକୁ ମିଶାଇ ନନ୍ଦନକାନନରେ ହେଲେ ୨୫ ହଳଦିଆ ଆନାକୋଣ୍ଡା। ଏମାନଙ୍କ ମଧ୍ୟରେ ୨ଟି ଅଣ୍ଡିରା, ୨ଟି ମାଈ ଓ ୩ଟି ମଧ୍ୟମ ବୟସ୍କ ଥିବାବେଳେ ଲିଙ୍ଗ…

ଯୁକ୍ତ-୨ ଆଡମିଶନ୍: ପ୍ରକାଶ ପାଇଲା ଫାଷ୍ଟ୍ ସିଲେକ୍ସନ୍ ମେରିଟ୍ ଲିଷ୍ଟ୍, ଆଗରେ ରେଭେନ୍ସା…

ଭୁବନେଶ୍ବର: ଆଜି ଯୁକ୍ତ-୨ ଇ-ପ୍ରବେଶ ପାଇଁ ପ୍ରଥମ ଚୟନ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ଯେଉଁଥିରେ ମୋଟ ୪,୪୬,୨୦୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪,୧୩,୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି । ପ୍ରଥମ ସିଲେକ୍ସନରେ ପ୍ରାୟ  ୯୨.୭୫% ପିଲା ଚୟନ ହୋଇଛନ୍ତି ।…

ଆୟକର ବିଭାଗରେ ହାଜର ହେଲେ ସ୍ଵର୍ଗତ ନବ ଦାସଙ୍କ ପୁଅ ଵିଶାଳ ଦାସ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି। ତେବେ କୌଣସି ନଦୀରେ ବିପଦ ସଙ୍କେତ ସ୍ଥିତି ନାହିଁ। କିନ୍ତୁ ନଦୀ ଗୁଡିକରେ ଜଳସ୍ତର ବଢ଼ୁଛି। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ…

ବଢୁଛି ନଦୀଗୁଡିକରେ ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି। ତେବେ କୌଣସି ନଦୀରେ ବିପଦ ସଙ୍କେତ ସ୍ଥିତି ନାହିଁ। କିନ୍ତୁ ନଦୀ ଗୁଡିକରେ ଜଳସ୍ତର ବଢ଼ୁଛି। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ…

ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ

ନବରଙ୍ଗପୁର: ଆଜିଠାରୁ ପୁଣି ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା। ଆଜି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହେବ। ଏନେଇ ବର୍ତ୍ତମାନ ସୁଦ୍ଧା ୯୩୮ ଜଣ ରୋଗୀ ଚିକିତ୍ସା ପାଇଁ ନାମ ପଞ୍ଜିକରଣ…

ଏଟିଏମ୍ କାଟି ଲୁଟିନେଲେ ବିପୁଳ ପରିମାଣର ଟଙ୍କା

ସୋରୋ: ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ବାଗୁଡ଼ି-ଯୋଡାମ୍ବା ଛକରେ ଥିବା ଏକ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଦୁର୍ବୃତ୍ତମାନେ ବିପୁଳ ପରିମାଣର ଟଙ୍କା କରିଛନ୍ତି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ପ୍ରଥମେ କ୍ୟାମେରା ଲେନ୍ସରେ କଳା ରଙ୍ଗ ସ୍ପ୍ରେ କରି ସିସିଟିଭିକୁ ଅକ୍ଷମ…

ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଆସନ୍ତା ୨-୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଆଡ଼େ ମୁହାଁଇବ। ଲଘୁଚାପ ପ୍ରଭାବରେ…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ: ସିଂହଦ୍ୱାରରେ ତିନି ଠାକୁର । ଗୋଟିଏ ପରେ ଗୋଟିଏ ନୀତିକାନ୍ତି ଚାଲିଛି ରଥାରୁଢ ଠାକୁରଙ୍କର । ଭଳିକି ଭଳି ବେଶରେ ଠାକୁରଙ୍କୁ ଦେଖି ନିଜକୁ ଧନ୍ୟ ମନେ କରୁଛନ୍ତି ଭକ୍ତ । ଗତକାଲି ସୁନବେଶ ସରିବା ପରେ ଆଜି ପ୍ରଭୁଙ୍କର ହେବ ଅଧରପଣା ନୀତି । ସୂଚନା ଅନୁଯାୟୀ, ଆଜି ଅପରାହ୍ନ ୪ଟା…

ବରିଷ୍ଠ ନେତା ସଂଗ୍ରାମ କେଶରୀ ମହାନ୍ତିଙ୍କ ପରଲୋକ, ରାଜ୍ୟ ବିଜେପିର ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ନେତା ତଥା ଅବିଭକ୍ତ କଟକ ଜିଲ୍ଲାର ପୂର୍ବତନ ଜିଲ୍ଲା ସଭାପତି ସଂଗ୍ରାମ କେଶରୀ ମହାନ୍ତିଙ୍କ ନିଜ ପୈତୃକ ଗ୍ରାମ ଜଗତସିଂହପୁରରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ଅନେକ ବରିଷ୍ଠ…