Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା…

ପୁରୀରେ ଅଣାୟତ କରୋନା ସ୍ଥିତି, ଆରପିଏଫ ପୋଲିସ ପକ୍ଷରୁ ରେଳଷ୍ଟେସନରେ ବ୍ୟାପକ ସଚେତନତା 

ପୁରୀ: ରାଜ୍ୟରେ ଭୟଙ୍କର ରୂପ ନେଲାଣି କରୋନା ସଂକ୍ରମଣ । ପୁରୀକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଭକ୍ତଙ୍କ ସମାଗମ ହୋଇଥାଏ । ପୁରୀରେ କରୋନା ଚେନ୍ ବ୍ରେକ୍ କରିବାକୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ଆରପିଏଫ ପୋଲିସ ପକ୍ଷରୁ ରେଳଷ୍ଟେସନରେ ବ୍ୟାପକ ସଚେତନତା କରାଯାଇଛି । ଟ୍ରେନରେ…

ନାଇଟ କର୍ଫ୍ୟୁ ପାଇଁ ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ: ଆଜିଠୁ ରାଜ୍ୟର ୨୦ଟି ଜିଲ୍ଲାରେ ଆରମ୍ଭ ହେଉଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା । ରାତି ୮ଟା ପରେ ଆଉ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ା ଯିବନାହିଁ । ରାତି ସାଢ଼େ ୮ଟା ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ । ରାତି…

ଶନି ଓ ରବିବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ଆସନ୍ତା ୨୪ରୁ ଲାଗୁ ହେବ ନିୟମ, ଭକ୍ତ ନିରାଶ 

ପୁରୀ: କରୋନା ସ୍ଥିତିକୁ ନେଇ ପୁରୀ ଶ୍ରୀମନ୍ଦିରରେ ବଢିଲା କଟକଣା । ସପ୍ତାହରେ ଦୁଇ ଦିନ ଜଗା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଶ୍ରୀମନ୍ଦିର ଭିତରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି…

ପ୍ରାଥମିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ, ମିଳିବ ଜରୁରୀକାଳୀନ ଚିକିତ୍ସା ସୁବିଧା 

ପୁରୀ: ପ୍ରାଥମିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ ହୋଇଛି । ପୁରୀର ଶ୍ରୀଜଗନ୍ନାଥ ମନ୍ଦିରର ଅଗଣିତ ଭକ୍ତ, ସେବାୟତ, କର୍ମଚାରୀଙ୍କ ସ୍ଵାସ୍ଥ୍ୟ ଜନିତ ଜରୁରୀ କାଳୀନ ଆବଶ୍ୟକତା ନିମନ୍ତେ ଖୋଲା ଯାଇଥିବା ପ୍ରାଥମିକ ଚିକିତ୍ସା କେନ୍ଦ୍ର ଆଜିଠାରୁ କାର୍ଯ୍ୟ ଆରମ୍ଭ କରିଛି । ଦର୍ଶନ ପାଇଁ…

ଦୁଃଖଦ ଖବର: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ, ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ପିପିଲି: ଆଉ ନାହାନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ । କରୋନାରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ନିର୍ବାଚନର ତିନି ଦିନ ପୂର୍ବରୁ ତାଙ୍କର ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ ଅଜିତ । ୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା…

ଶ୍ରୀମନ୍ଦିର ବୁଲି ମରାମତି ଯାଞ୍ଚ କଲେ ଏଏସଆଇ ବିଶେଷଜ୍ଞ ଟିମ୍ 

ପୁରୀ: ପୁରୀ ଶ୍ରୀମନ୍ଦିର ବୁଲି ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି ଏଏସଆଇର ବିଶେଷଜ୍ଞ ଟିମ୍ । ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ଏଏସଆଇର ବରିଷ୍ଠ ଅଧିକାରୀ ଶ୍ରୀମନ୍ଦିର ପରିସର ବୁଲି ଦେଖିବା ସହ ମରାମତି କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରତ୍ନତତ୍ତ୍ୱ…

କୃତ୍ରିମ ଉପାୟରେ ଅଣ୍ଡା ଫୁଟି ବାହାରିଛି ୬୬ଟି ସାପ ଛୁଆ, ସଫଳ ପ୍ରୟାସ କହିଲେ ଶୁଭେନ୍ଦୁ ମଲ୍ଲିକ

ବ୍ରହ୍ମଗିରି: କୃତ୍ରିମ ଉପାୟରେ ଅଣ୍ଡାରୁ ବାହାରିଲେ ସାପ ଛୁଆ । ବ୍ରହ୍ମଗିରି ରେଞ୍ଜ ଅଞ୍ଚଳରୁ ଉଦ୍ଧାର ସାପ ଅଣ୍ଡାରୁ ବାହାରିଛନ୍ତି କୁନି କୁନି ଛୁଆ । ୭୨ଟି ଅଣ୍ଡାରୁ ୬୬ଟି ଛୁଆ ବାହାରିଥିବା ଜଣାପଡିଛି । ସମସ୍ତ ସାପ ଶିଶୁମାନଙ୍କୁ ବ୍ରହ୍ମଗିରି ରେଞ୍ଜ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇ…

ଏହି ୧୨ ରାଜ୍ୟରୁ ପୁରୀ ଆସିଲେ ପର୍ଯ୍ୟଟକଙ୍କ ପାଇଁ RT-PCR ଟେଷ୍ଟ ରିପୋର୍ଟ ବାଧ୍ୟତାମୂଳକ

ପୁରୀ: ରାଜ୍ୟରେ ସଂକ୍ରମଣ ବଢୁଥିବା ବେଳେ କଡ଼ାକଡ଼ି ହେଲାଣି କଟକଣା । ପୁରୀରେ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ କଟକଣା ଜାରି ହୋଇଛି । ଅଧିକ ସଂକ୍ରମିତ ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, କେରଳ ଓ ଗୁଜରାଟ ସମେତ ୧୨ଟି ରାଜ୍ୟରୁ ପର୍ଯ୍ୟଟକଙ୍କ ପାଇଁ ଜାରି ହୋଇଛି କଟକଣା । ଏସବୁ ରାଜ୍ୟରୁ…

ଭୋରରେ ଲାଗିଲା ନିଆଁ, ଜଳିଗଲା ଡ୍ରେସ ଗୋଦାମ

ପୁରୀ: ଭୋରରୁ ଲାଗିଲା ନିଆଁ । ଜଳିଗଲା ଡ୍ରେସ୍ ଗୋଦାମ । ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡ଼ଗୋଡ଼ିଆ ସାହିରେ ଏହି ଅଗ୍ନିକାଣ୍ଡ ହୋଇଛି । ଆଜି ଭୋର୍ ପ୍ରାୟ ୩ଟା ବେଳେ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ନିଆଁ ଲାଗିଥିଲା । ଏନେଇ ସ୍ଥାନୀୟ ଲୋକ ୧୧୨ ଜରୁରିକାଳୀନ ନମ୍ୱରକୁ ଫୋନ୍ କରିଥିଲେ ।…