Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀରେ ସପ୍ତାହନ୍ତ ସଟଡାଉନ୍

ପୁରୀ: କରୋନା ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ସ୍ଥାନରେ ସତର୍କତା ଅବଲମ୍ବନ କରାଯାଉଛି । ଏନେଇ ସପ୍ତାହନ୍ତ ସଟଡାଉନ୍ ଜାରି ରହିଛି । ଶନିବାର ଓ ରବିବାର ଦୁଇ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ପୁରୀରେ ମଧ୍ୟ ରାସ୍ତାଘାଟ ଜନଶୂନ୍ୟ ହୋଇପଡିଥିବା ବେଳେ ପୁଲିସର କଡାକଡି ଯାଂଚ ଚାଲିଛି ।

ପୁରୀରେ ସପ୍ତାହନ୍ତ ସଟଡାଉନ୍

କରୋନା ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ସ୍ଥାନରେ ସତର୍କତା ଅବଲମ୍ବନ କରାଯାଉଛି । ଏନେଇ ସପ୍ତାହନ୍ତ ସଟଡାଉନ୍ ଜାରି ରହିଛି । ଶନିବାର ଓ ରବିବାର ଦୁଇ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ପୁରୀରେ ମଧ୍ୟ ରାସ୍ତାଘାଟ ଜନଶୂନ୍ୟ ହୋଇପଡିଥିବା ବେଳେ ପୁଲିସର କଡାକଡି ଯାଂଚ ଚାଲିଛି ।

ପୁରୀରେ ସାହିଯାତ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି। ଗତକାଲି ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ଯାଏଁ ଚାଲିଥାଏ। ସୂଚନା ଅନୁଯାୟୀ ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ…

ଆଜି ଆରମ୍ଭ ହେବ ରଥକାଠ ଚିରଟ କାର୍ଯ୍ୟ, ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ଟିମ ପହଁଞ୍ଚିଛନ୍ତି କଟକରେ

ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ ପହଁଞ୍ଚିଛନ୍ତି । କଟକ ଖପୁରିଆ ସ୍ଥିତ ସ ମିଲରେ ରାମନବମୀ…

ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କଲେ ବାଲୁକାଶିଳ୍ପୀ…

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଳୁକାକଳା । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ସଚେତନତାର ବର୍ତ୍ତା ଦେଇଛନ୍ତି । ରାଜ୍ୟରେ କରୋନା ମହାମାରୀର…

କୋଭିଡ୍ କଟକଣାରେ ଏବର୍ଷ ଶ୍ରୀକ୍ଷେତ୍ରରେ ସାହି ଯାତ

ପୁରୀ: କୋଭିଡ କଟକଣା ମଧ୍ୟରେ ଚଳିତବର୍ଷ ପୁରୀରେ ସାହି ଯାତ ଅନୁଷ୍ଠିତ ହେବ । ସ୍ୱଳ୍ପ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ କରିବା ନେଇ ଜିଲ୍ଲାପାଳ ସାହି ମୁରବୀମାନଙ୍କ ସହ ବୈଠକ ପରେ ନିଷ୍ପତ୍ତି ହୋଇଛି । ଶ୍ରୀରାମ ନବମୀ ଅର୍ଥାତ ଅପ୍ରେଲ ୨୧ ତାରିଖରୁ ମେ ମାସ ୪ତାରିଖ ରାମାଭିଷେକ ଯାଏ ସାହି ଯାତ…

ରଥଯାତ୍ରା ପ୍ରସ୍ତୁତି: ନୟାଗଡ଼ ବନଖଣ୍ଡରୁ ପୁରୀ ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା…

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା…

ପୁରୀରେ ଅଣାୟତ କରୋନା ସ୍ଥିତି, ଆରପିଏଫ ପୋଲିସ ପକ୍ଷରୁ ରେଳଷ୍ଟେସନରେ ବ୍ୟାପକ ସଚେତନତା 

ପୁରୀ: ରାଜ୍ୟରେ ଭୟଙ୍କର ରୂପ ନେଲାଣି କରୋନା ସଂକ୍ରମଣ । ପୁରୀକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଭକ୍ତଙ୍କ ସମାଗମ ହୋଇଥାଏ । ପୁରୀରେ କରୋନା ଚେନ୍ ବ୍ରେକ୍ କରିବାକୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ଆରପିଏଫ ପୋଲିସ ପକ୍ଷରୁ ରେଳଷ୍ଟେସନରେ ବ୍ୟାପକ ସଚେତନତା କରାଯାଇଛି । ଟ୍ରେନରେ…

ନାଇଟ କର୍ଫ୍ୟୁ ପାଇଁ ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ: ଆଜିଠୁ ରାଜ୍ୟର ୨୦ଟି ଜିଲ୍ଲାରେ ଆରମ୍ଭ ହେଉଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା । ରାତି ୮ଟା ପରେ ଆଉ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ା ଯିବନାହିଁ । ରାତି ସାଢ଼େ ୮ଟା ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ । ରାତି…