Latest Odisha News

BREAKING NEWS

Browsing Category

ପୁରୀ

Puri

ଶନି ଓ ରବିବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ଆସନ୍ତା ୨୪ରୁ ଲାଗୁ ହେବ ନିୟମ, ଭକ୍ତ ନିରାଶ 

ପୁରୀ: କରୋନା ସ୍ଥିତିକୁ ନେଇ ପୁରୀ ଶ୍ରୀମନ୍ଦିରରେ ବଢିଲା କଟକଣା । ସପ୍ତାହରେ ଦୁଇ ଦିନ ଜଗା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଶ୍ରୀମନ୍ଦିର ଭିତରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି…

ପ୍ରାଥମିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ, ମିଳିବ ଜରୁରୀକାଳୀନ ଚିକିତ୍ସା ସୁବିଧା 

ପୁରୀ: ପ୍ରାଥମିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ ହୋଇଛି । ପୁରୀର ଶ୍ରୀଜଗନ୍ନାଥ ମନ୍ଦିରର ଅଗଣିତ ଭକ୍ତ, ସେବାୟତ, କର୍ମଚାରୀଙ୍କ ସ୍ଵାସ୍ଥ୍ୟ ଜନିତ ଜରୁରୀ କାଳୀନ ଆବଶ୍ୟକତା ନିମନ୍ତେ ଖୋଲା ଯାଇଥିବା ପ୍ରାଥମିକ ଚିକିତ୍ସା କେନ୍ଦ୍ର ଆଜିଠାରୁ କାର୍ଯ୍ୟ ଆରମ୍ଭ କରିଛି । ଦର୍ଶନ ପାଇଁ…

ଦୁଃଖଦ ଖବର: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ, ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ପିପିଲି: ଆଉ ନାହାନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ । କରୋନାରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ନିର୍ବାଚନର ତିନି ଦିନ ପୂର୍ବରୁ ତାଙ୍କର ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ ଅଜିତ । ୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା…

ଶ୍ରୀମନ୍ଦିର ବୁଲି ମରାମତି ଯାଞ୍ଚ କଲେ ଏଏସଆଇ ବିଶେଷଜ୍ଞ ଟିମ୍ 

ପୁରୀ: ପୁରୀ ଶ୍ରୀମନ୍ଦିର ବୁଲି ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି ଏଏସଆଇର ବିଶେଷଜ୍ଞ ଟିମ୍ । ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ଏଏସଆଇର ବରିଷ୍ଠ ଅଧିକାରୀ ଶ୍ରୀମନ୍ଦିର ପରିସର ବୁଲି ଦେଖିବା ସହ ମରାମତି କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରତ୍ନତତ୍ତ୍ୱ…

କୃତ୍ରିମ ଉପାୟରେ ଅଣ୍ଡା ଫୁଟି ବାହାରିଛି ୬୬ଟି ସାପ ଛୁଆ, ସଫଳ ପ୍ରୟାସ କହିଲେ ଶୁଭେନ୍ଦୁ ମଲ୍ଲିକ

ବ୍ରହ୍ମଗିରି: କୃତ୍ରିମ ଉପାୟରେ ଅଣ୍ଡାରୁ ବାହାରିଲେ ସାପ ଛୁଆ । ବ୍ରହ୍ମଗିରି ରେଞ୍ଜ ଅଞ୍ଚଳରୁ ଉଦ୍ଧାର ସାପ ଅଣ୍ଡାରୁ ବାହାରିଛନ୍ତି କୁନି କୁନି ଛୁଆ । ୭୨ଟି ଅଣ୍ଡାରୁ ୬୬ଟି ଛୁଆ ବାହାରିଥିବା ଜଣାପଡିଛି । ସମସ୍ତ ସାପ ଶିଶୁମାନଙ୍କୁ ବ୍ରହ୍ମଗିରି ରେଞ୍ଜ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇ…

ଏହି ୧୨ ରାଜ୍ୟରୁ ପୁରୀ ଆସିଲେ ପର୍ଯ୍ୟଟକଙ୍କ ପାଇଁ RT-PCR ଟେଷ୍ଟ ରିପୋର୍ଟ ବାଧ୍ୟତାମୂଳକ

ପୁରୀ: ରାଜ୍ୟରେ ସଂକ୍ରମଣ ବଢୁଥିବା ବେଳେ କଡ଼ାକଡ଼ି ହେଲାଣି କଟକଣା । ପୁରୀରେ ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ କଟକଣା ଜାରି ହୋଇଛି । ଅଧିକ ସଂକ୍ରମିତ ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, କେରଳ ଓ ଗୁଜରାଟ ସମେତ ୧୨ଟି ରାଜ୍ୟରୁ ପର୍ଯ୍ୟଟକଙ୍କ ପାଇଁ ଜାରି ହୋଇଛି କଟକଣା । ଏସବୁ ରାଜ୍ୟରୁ…

ଭୋରରେ ଲାଗିଲା ନିଆଁ, ଜଳିଗଲା ଡ୍ରେସ ଗୋଦାମ

ପୁରୀ: ଭୋରରୁ ଲାଗିଲା ନିଆଁ । ଜଳିଗଲା ଡ୍ରେସ୍ ଗୋଦାମ । ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡ଼ଗୋଡ଼ିଆ ସାହିରେ ଏହି ଅଗ୍ନିକାଣ୍ଡ ହୋଇଛି । ଆଜି ଭୋର୍ ପ୍ରାୟ ୩ଟା ବେଳେ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ନିଆଁ ଲାଗିଥିଲା । ଏନେଇ ସ୍ଥାନୀୟ ଲୋକ ୧୧୨ ଜରୁରିକାଳୀନ ନମ୍ୱରକୁ ଫୋନ୍ କରିଥିଲେ ।…

ପୁରୀରେ ବାରିକେଡରେ ଫଶିଗଲା ଶିଶୁ କନ୍ୟାର ମୁଣ୍ଡ

ପୁରୀ: ଶ୍ରୀମନ୍ଦିର ଜୋତା ଷ୍ଟାଣ୍ଡ ନିକଟରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜୋତାଷ୍ଟାଣ୍ଡ ବାରିକେଡରେ ଏକ ଚାରି ବର୍ଷ ଝିଅ ମୁଣ୍ଡ ପୁରାଇ ଦେବାରୁ ବାହାରି ପାରି ନ ଥିଲା । ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ମିଶି ଷ୍ଟିଲ ରଡ୍ କାଟି ଝିଅଟିକୁ ସୁରକ୍ଷିତ ବାବେ…

ବାଲୁକା କଳା ମାଧ୍ୟମରେ ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ 

ପୁରୀ: ଅଭିନେତା ରଜନୀକାନ୍ତଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ରଜନୀକାନ୍ତଙ୍କ ପ୍ରତିକୃତିକୁ ସ୍ଥାନ ଦେବା ସହ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି । ନିକଟରେ ୫୧ତମ ଦାଦା ସାହେବ…

ବଳଙ୍ଗା ପୋଲିସକୁ ସଫଳତା, ଧରାପଡିଲା ଏକ ଡକାୟତ ଗ୍ୟାଙ୍ଗ, ୬ ଡକାୟତ ଗିରଫ 

ପୁରୀ: ପୁରୀ ବଳଙ୍ଗା ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ନାହାମାଙ୍ଗା ପାଟଣାରୁ ୬ ଜଣ ଡ଼କାୟତଙ୍କୁ ଧରିଛି ବଲଙ୍ଗା ପୋଲିସ  । ପିପିଲୀ ଉପନିର୍ବାଚନ ନେଇ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ଟିମ ପେଟ୍ରୋଲିଂ କରୁଥିବା ବେଳେ ଡକାୟତ ଧରାପଡିଛନ୍ତି । ସ୍ଥାନୀୟ…