Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିରରେ ଯାତ୍ରୀ ସହାୟକଙ୍କ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଯାତ୍ରୀ ସହାୟକ ଓ ସୁଆର ସେବାୟତ ମୁହାଁମୁହିଁ । ସୁଆର ସେବାୟତ କୁଡୁଆ ନେଇ ମନ୍ଦିରକୁ ଯାଉଥିବା ବେଳେ ଇଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ । ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାର ମେଡିକାଲରେ…

ଆଜି ଅପରାହ୍ନରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ

ପୁରୀ: ଆଜି ଅପରାହ୍ନରେ ପୁରୀରେ ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ଚତୁପାର୍ଶ୍ୱ ଐତିହ୍ୟ କରିଡର ଓ ସୁରକ୍ଷା ଜୋନ ଯୋଜନାର ଚୁଡାନ୍ତ ପ୍ଲାନକୁ ଅନୁମୋଦନ କରାଯାଇପାରେ ।ଏଥିସହ…

ପୁରୀ ପୋଲିସର ସ୍ପେଶାଲ୍ ଅପରେସନ: ବିଭିନ୍ନ ସ୍ଥାନରୁ ୧୦ ଡକାୟତ ଗିରଫ

ପୁରୀ: ଅପରାଧୀଙ୍କୁ ସାବାଡ କରୁଛି ପୁରୀ ପୋଲିସ । ବିଭିନ୍ନ ସ୍ଥାନରେ ରେଡ୍ କରି ଡକାୟତଙ୍କୁ ପିନ୍ଧାଉଛି ହାଡ଼କଡ଼ି । ପୁରୀ ବଳିଆପଣ୍ଡା ଓ ପିପିଲି ଅଞ୍ଚଳରୁ ୧୦ ଜଣ ଲୁଟେରାଙ୍କୁ ଗିରଫ କରିଛି ପୁରୀ ପୋଲିସ । ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ବି ଜବତ ହୋଇଛି । ପୁରୀ…

ବାଲୁକା କଳାରେ ଭାଲେଣ୍ଟାଇନ୍ ଡେ’ ଶୁଭେଚ୍ଛା, ଦେଶକୁ ଭଲ ପାଇବାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ: ଆଜି ଭଲେଣ୍ଟାଇନ ଡେ' ବା ପ୍ରେମ ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁନ୍ଦର୍ଶନ ପଟ୍ଟନାୟକ । ବାଲୁକା କଳାରେ ପ୍ରେମ ଦିବସର ଶୁଭେଚ୍ଛା ଜଣାଇବା ସହ ସୁନ୍ଦର ବାର୍ତ୍ତା ବି ଦେଇଛନ୍ତି । ଭାଲେଣ୍ଟାଇନ…

ଶ୍ରୀମନ୍ଦିର ଭିତର ବେଢ଼ା ଫଟୋ ଭାଇରାଲ ଘଟଣାରେ ସିଂହଦ୍ୱାର ଥାନାରେ ଏତଲା, ତଦନ୍ତ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ କରିବା ଘଟଣାକୁ ଗୁରୁତର ସହ ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ପୁରୀ ସିଂହଦ୍ୱାର ଥାନାରେ ଏତଲା ହୋଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ । ମାମଲା ରୁଜୁ ପରେ ସୋସିଆଲ୍ ମିଡିଆରେ ଫଟୋ ଭାଇରାଲ୍…

ଆଜି ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ ଶ୍ରୀବିଗ୍ରହ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମ ବେଶ । ମସ୍ତକଠାରୁ ପାଦ ଯାଏ ପଦ୍ମ ଫୁଲରେ ବିଭୂଷିତ ହେବେ ଶ୍ରୀଜିଉ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଆଜି ରାତିରେ ବଡସିଂହାର ନୀତିରେ ମହାପ୍ରଭୁ ପଦ୍ମବେଶରେ ସଜିତ ହେବେ । ଆସନ୍ତାକାଲି ଅବକାଶ ନୀତି ପର୍ଯ୍ୟନ୍ତ ରତ୍ନସିଂହାସନରେ…

ଅଦରକାରୀ କାଗଜରେ କାଳିଆ ଠାକୁରଙ୍କ ସୁନ୍ଦର କଳାକୃତି

ପୁରୀ: ଅଦରକାରୀ କାଗଜରେ କଳାକୃତି । ମୂର୍ତ୍ତି ନିର୍ମାଣ ବି ହେଉଛି । କଥାଟା ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏମିତି କିଛି କଳାକୃତି ନିର୍ମାଣ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସୂର୍ଯ୍ୟକାନ୍ତ ଦାସ । ଅଦରକାରୀ କାଗଜରେ ସେ ନିର୍ମାଣ କରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନ୍ଦର ମୂର୍ତ୍ତି ।…

ଫସର ଫାଟିଲା ଡକାୟତି ଯୋଜନା: ପୁରୀରୁ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ଫେଲ୍ ମାରିଲା ଡକାୟତି ଯୋଜନା । ଚଢ଼ାଉ କରି ବାନ୍ଧିଲା ପୁରୀ ପୋଲିସ । ୭ ଜଣଙ୍କୁ ଗିରଫ କରିଛି ପୁରୀ ଠାଯାଇଛି । ଗତକାଲି ସନ୍ଧ୍ୟା ସମୟରେ ପୁରୀ ଜଗନ୍ନାଥବଲ୍ଲଭ ପାର୍କିଂ ନିକଟରେ ଏମାନେ ଡକାୟତି ଯୋଜନା କରୁଥିଲେ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ଟାଉନ ଥାନା ପୋଲିସ ।…

ଆଜିଠୁ ସବୁଦିନ ଜଗା ଦର୍ଶନ, ଆନନ୍ଦବଜାରରେ ଅବଢ଼ା ଖାଇପାରିବେ ଭକ୍ତ

ପୁରୀ: ଆଜିଠୁ ସବୁଦିନ ଜଗା ଦୁଆର ଖୋଲା । ଆଜିଠାରୁ ସବୁ ଦିନ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ଭକ୍ତ । ରବିବାର ବି ମନ୍ଦିର ଖୋଲା ରହିବ । ସକାଳ ୬ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । କୋଭିଡ୍ ଗାଇଡଲାଇନ୍ ମାନି ମାସ୍କ ପିନ୍ଧି ହାତ ସାନିଟାଇଜ୍ କରିବା ପରେ ସିଂହଦ୍ୱାର…

କର୍ତ୍ତବ୍ୟରେ ଅବହେଳା ପାଇଁ ପୁରୀ ତାଳବଣିଆ ଥାନା ASI ସସପେଣ୍ଡ

ପୁରୀ: ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା । ପୁରୀ ତାଳବଣିଆ ଥାନା ଏଏସ୍ଆଇ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ତାଙ୍କ ନାଁ ଲକ୍ଷ୍ମଣ ସରନ । ଏଏସ୍ଆଇ ଲକ୍ଷ୍ମଣ ସରନଙ୍କୁ ସସପେଣ୍ଡ କରିଛନ୍ତି ପୁରୀ ଏସପି କନଓ୍ୱର ବିଶାଳ ସିଂ । କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ…