Latest Odisha News

BREAKING NEWS

Browsing Category

ପୁରୀ

Puri

ପ୍ରଭୁ ଜଗନ୍ନାଥଙ୍କ କାମକୁ କେହି ଅଟକାଇ ପାରିବେନି: ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣ କମିବାରୁ ଶ୍ରୀମନ୍ଦିର ଖୋଲିବା ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ଏହି ଅବସରରେ…

ବାଲୁକା କଳାରେ ଉତ୍ତରାଖଣ୍ଡ ହିମସ୍ଖଳନରେ ନିଖୋଜଙ୍କ ପାଇଁ ପ୍ରାର୍ଥନା

ପୁରୀ: ବାଲୁକା କଳାରେ ଉତ୍ତରାଖଣ୍ଡ ହିମସ୍ଖଳନ ବିପର୍ଯ୍ୟୟ ନେଇ ପ୍ରାର୍ଥନା । ପୁରୀ ବେଳାଭୂମିରେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ହିମସ୍ଖଳନ ଓ ପରବର୍ତ୍ତୀ ବନ୍ୟାରେ ନିଖୋଜଙ୍କ ପାଇଁ ପ୍ରାର୍ଥନା କରିଛନ୍ତି ସୁଦର୍ଶନ । ସେମାନଙ୍କର…

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । କରୋନା ପରେ ସର୍ବସାଧାରଣ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ପୂର୍ବରୁ ପୁରୀ ଯାଇ ଉନ୍ନତିମୂଳକ ଓ ସୌନ୍ଦର୍ଯ୍ୟକରଣ କାମର…

 ପୁରୀ ଜିଲ୍ଲା କଣାସ ବ୍ଲକରେ ଭୋଜି ଖାଇ ଶତାଧିକ ଅସୁସ୍ଥ

କଣାସ(ପୁରୀ): ଭୋଜି ଖାଇ ଶତାଧିକ ଅସୁସ୍ଥ । ପୁରୀ ଜିଲ୍ଲା କଣାସ ବ୍ଲକରେ ଏହି ଘଟଣା ଘଟିଛି । ଭୋଜି ଖାଇ ପାଖାପାଖି ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ କଣାସ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ଏକ ବିବାହ ଭୋଜି ହୋଇଥିଲା । ଗାଁର ଅଧିକାଂସ ଲୋକ ସେଠାରେ…

ଆରଆଇଙ୍କ ଘରେ ଆଉ ଥରେ ଭିଜିଲାନ୍ସ ରେଡ୍

ପୁରୀ : ପୁରୀର ଆରଆଇ ବସନ୍ତ ମହାନ୍ତିଙ୍କର ଆଉ ଏକ ଘରେ ରେଡ୍ କରିଛି ଭିଜିଲାନ୍ସ । ପୂର୍ବରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ବସନ୍ତଙ୍କ ଘରୁ ଦେଢ଼ କୋଟିରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ପୂର୍ବରୁ ବସନ୍ତଙ୍କ ପୁରୀ…

ପୁରୀର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା

ପୁରୀ: ପୁରୀ ଜିଲ୍ଲାର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା ମିଳିଛି। ନିକଟରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମାନ୍ୟତା ପାଇଁ ଆବେଦନ କରାଯାଇଥିଲା। ତନ୍ମଧ୍ୟରେ ଦୋଳବେଦୀ କୋଣ, ସ୍ୱର୍ଗ ଦ୍ୱାର, ଚନ୍ଦନ ହଜୁରୀ, କମଳା ଦେବୀ ମାତୃ ମଙ୍ଗଳ ସ୍ୱାସ୍ଥ୍ୟ କେନ୍ଦ୍ର, ନିମାପଡା ଓ ଚାରୀ…

ଦେବାଭିଷେକ ସମ୍ମାନରେ ସମ୍ମାନିତ ହେଲେ ଓଡିଶୀ ନୃତ୍ୟଶିଳ୍ପୀ ମୀରା ଦାସ

ପୁରୀ: ଶ୍ରୀମନ୍ଦିରରେ ପବିତ୍ର ପୌଷ ପୂର୍ଣ୍ଣିମା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରାଜାଭିଷେକ ନୀତି ଉପଲକ୍ଷେ ପୁରୀ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଦେବାଭିଷେକ ଶାସ୍ତ୍ରୀୟ ନୃତ୍ୟ ସଂଧ୍ୟା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବାବାଜୀ ସଚ୍ଚିଦାନନ୍ଦ ଦାସ ମହାରାଜ ଏହି ଉତ୍ସବକୁ ଉଦଘାଟନ କରିଥିଲେ ।…

ପୁରୀ ସମୁଦ୍ରରେ ଭାସିଯାଇ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର । ଚକ୍ରତୀର୍ଥ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଝାଡ଼ଖଣ୍ଡର ବୋକାରୋ ନିବାସୀ ରମେଶ ସାହୁଙ୍କ ପୁଅ ଦୀପକ କୁମାର । ଗତକାଲି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିଲେ ୭ ପର୍ଯ୍ୟଟକ । ସେମାନଙ୍କ…

ଆସନ୍ତାକାଲିରୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ 

ପୁରୀ : କାଲିଠୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ଏକ ମାସ ଧରି ଏହି ଟେଷ୍ଟ ଜାରି ରହିବ । ବଡଦାଣ୍ଡସ୍ଥିତ ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ପ୍ରତିଦିନ ସେବାୟତଙ୍କ ଟେଷ୍ଟ କରାଯିବ । ୨୭ରୁ ଫେବ୍ରୁଆରି ୨୮ ତାରିଖ ମଧ୍ୟରେ ବିଭିନ୍ନ ନିଯୋଗ…

ବାଲୁକା କଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା

ପୁରୀ: ଆଜି ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ସବୁଠୁ ଭାରତ ମାତାର ଜୟଗାନ ହେଉଛି । ଏହି ଅବସରରେ ବାଲୁକା କଳାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହାସହ…