Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜିଠୁ ଆହୁରି ସହଜ ହେଲା ଜଗା ଦର୍ଶନ: କମିଲା ବ୍ୟାରିକେଡ୍ ଦୂରତା

ପୁରୀ: ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ଗତକାଲି ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଥିଲା । ଆଜି ସକାଳୁ ସୁରୁଖୁରରେ ମହାପ୍ରଭୁଙ୍କ ଦର୍ଶ କରୁଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦରକାର ହେଉ ନଥିବା ବେଳେ ଆଜିଠାରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ…

ଶ୍ରୀମନ୍ଦିର ପରିସରକୁ କରାଯାଉଛି ସାନିଟାଇଜ୍

ପୁରୀ : ଆଜି ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଗାଇଡ ଲାଇନ୍ ଅନୁସାରେ ଆଜି ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଏନେଇ ଏସଓପି ଜାରି କରାଯାଇଥିଲା । ଏବେ ବିନା କୋଭିଡ ରିପୋର୍ଟରେ ସମସ୍ତ ଭକ୍ତ…

ବାଲୁକା କଳାରେ ସୁଭାଷ ଭୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି 125ତମ ଜୟନ୍ତୀ । ଏହି ଅବସରରେ ବାଲୁକା କଳାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ନେତାଜୀଙ୍କୁ ସୁନ୍ଦର ବାଲୁକା କଳା ନିର୍ମାଣ କରିବା ସହ…

ସୁରୁଖୁରୁରେ ଜଗା ଦର୍ଶନ: ଆଜିଠୁ ଦରକାର ନାହିଁ କୋଭିଡ୍ ନେଗେଟିଭ୍ ରିପୋର୍ଟ

ପୁରୀ: ଶ୍ରୀମନ୍ଦିରରେ ଆଜିଠୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । ସମସ୍ତେ ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ହଟାଇ ଦେଇଥିଲେ ବି ଦର୍ଶନ ପାଇଁ ଜାରି ହୋଇଥିବା କୋଭିଡ୍ ଗାଇଡଲାଇନକୁ ସମସ୍ତେ ମାନିବେ ।…

କାଲିଠୁ ବିନା କୋଭିଡ ରିପୋର୍ଟରେ କାଳିଆ ଦର୍ଶନ 

ପୁରୀ : ବିନା କୋଭିଡ ରିପୋରର୍ଟରେ କାଲିଠାରୁ ନିର୍ବିଘ୍ନରେ କାଳିଆ ଦର୍ଶନ କରିପାରିବେ ଭକ୍ତ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପୁରୀ ଜିଲ୍ଲାପାଳ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ ସମେତ ପୁରୀ ଏସପି, ଡିଆଇଜି ସମୀକ୍ଷା କରି କିଭଳି…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶିଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ଗୁପ୍ତ ନୀତି ଅପରାହ୍ନ ୪ଟା ରୁ ସନ୍ଧ୍ୟା ୮ଟା ମଧ୍ୟରେ ହେବ । ପରମ୍ପରା ଓ ରୀତିନୀତି ଅନୁସାରେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କର…

ବାଲୁକା କଳାରେ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା

ପୁରୀ: ଆଜିଠୁ ଆମେରିକାରେ ବାଇଡେନ୍ ରାଜ୍ । ଶପଥ ନେବେ ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସ । ତାପୂର୍ବରୁ ବାଲୁକାକଳାରେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁଦର୍ଶନ ବାଲିରେ…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ସେନା ଉପମୁଖ୍ୟ ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ସେନାର ନବ ନିଯୁକ୍ତ ଉପମୁଖ୍ୟ (ଭାଇର୍ସ ଚିଫ୍) ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଧରି ସାଧାରଣ ଭକ୍ତଙ୍କ ପରି ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା…

ଆଜିଠୁ ଜାତୀୟ ସଡ଼କ ସୁରକ୍ଷା ମାସ: ପୁରୀରେ ସାଇକେଲ ଶୋଭାଯାତ୍ରା

ପୁରୀ: ଆଜିଠୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ । ଚଳିତବର୍ଷ ମାସେ ଧରି ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ପୁରୀରେ ଏକ ସାଇକେଲ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ଏହାର ଶୁଭାରମ୍ଭ କରିଥିଲେ ଜିଲ୍ଲାପାଳ ସମର୍ଥ ବର୍ମା । ଗୁଣ୍ତିଚା ମନ୍ଦିରଠାରୁ ଏକ ସାଇକେଲ…

ଲାଞ୍ଚ ନେଇ ବନ୍ଧା ହେଲେ ଥାନା ବାବୁ, ଚାକିରିରୁ ସସପେଣ୍ଡ କଲେ ଏସପି

ପୁରୀ: ଥାନା ବାବୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା । ଲାଞ୍ଚ ଅଭିଯୋଗରେ ଗିରଫ ହୋଇଛନ୍ତି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଏଏସଆଇ । ତାଙ୍କ ନାଁ ଈଶ୍ୱରଚନ୍ଦ୍ର ଗୁମାନ ସିଂ । ଗିରଫ ପରେ ତାଙ୍କୁ ଚିକିରିରୁ ନିଲମ୍ବନ କରିଛନ୍ତି ପୁରୀ ଏସପି । ଜଣେ ବ୍ୟବସାୟୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ…