Latest Odisha News

BREAKING NEWS

Browsing Category

ପୁରୀ

Puri

 ପୁରୀ ଜିଲ୍ଲା କଣାସ ବ୍ଲକରେ ଭୋଜି ଖାଇ ଶତାଧିକ ଅସୁସ୍ଥ

କଣାସ(ପୁରୀ): ଭୋଜି ଖାଇ ଶତାଧିକ ଅସୁସ୍ଥ । ପୁରୀ ଜିଲ୍ଲା କଣାସ ବ୍ଲକରେ ଏହି ଘଟଣା ଘଟିଛି । ଭୋଜି ଖାଇ ପାଖାପାଖି ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ କଣାସ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ଏକ ବିବାହ ଭୋଜି ହୋଇଥିଲା । ଗାଁର ଅଧିକାଂସ ଲୋକ ସେଠାରେ…

ଆରଆଇଙ୍କ ଘରେ ଆଉ ଥରେ ଭିଜିଲାନ୍ସ ରେଡ୍

ପୁରୀ : ପୁରୀର ଆରଆଇ ବସନ୍ତ ମହାନ୍ତିଙ୍କର ଆଉ ଏକ ଘରେ ରେଡ୍ କରିଛି ଭିଜିଲାନ୍ସ । ପୂର୍ବରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ବସନ୍ତଙ୍କ ଘରୁ ଦେଢ଼ କୋଟିରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ପୂର୍ବରୁ ବସନ୍ତଙ୍କ ପୁରୀ…

ପୁରୀର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା

ପୁରୀ: ପୁରୀ ଜିଲ୍ଲାର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା ମିଳିଛି। ନିକଟରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମାନ୍ୟତା ପାଇଁ ଆବେଦନ କରାଯାଇଥିଲା। ତନ୍ମଧ୍ୟରେ ଦୋଳବେଦୀ କୋଣ, ସ୍ୱର୍ଗ ଦ୍ୱାର, ଚନ୍ଦନ ହଜୁରୀ, କମଳା ଦେବୀ ମାତୃ ମଙ୍ଗଳ ସ୍ୱାସ୍ଥ୍ୟ କେନ୍ଦ୍ର, ନିମାପଡା ଓ ଚାରୀ…

ଦେବାଭିଷେକ ସମ୍ମାନରେ ସମ୍ମାନିତ ହେଲେ ଓଡିଶୀ ନୃତ୍ୟଶିଳ୍ପୀ ମୀରା ଦାସ

ପୁରୀ: ଶ୍ରୀମନ୍ଦିରରେ ପବିତ୍ର ପୌଷ ପୂର୍ଣ୍ଣିମା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରାଜାଭିଷେକ ନୀତି ଉପଲକ୍ଷେ ପୁରୀ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଦେବାଭିଷେକ ଶାସ୍ତ୍ରୀୟ ନୃତ୍ୟ ସଂଧ୍ୟା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବାବାଜୀ ସଚ୍ଚିଦାନନ୍ଦ ଦାସ ମହାରାଜ ଏହି ଉତ୍ସବକୁ ଉଦଘାଟନ କରିଥିଲେ ।…

ପୁରୀ ସମୁଦ୍ରରେ ଭାସିଯାଇ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର । ଚକ୍ରତୀର୍ଥ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଝାଡ଼ଖଣ୍ଡର ବୋକାରୋ ନିବାସୀ ରମେଶ ସାହୁଙ୍କ ପୁଅ ଦୀପକ କୁମାର । ଗତକାଲି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିଲେ ୭ ପର୍ଯ୍ୟଟକ । ସେମାନଙ୍କ…

ଆସନ୍ତାକାଲିରୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ 

ପୁରୀ : କାଲିଠୁ ଶ୍ରୀମନ୍ଦିର ସେବାୟତ ପରିବାରଙ୍କ କୋଭିଡ ଟେଷ୍ଟ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ଏକ ମାସ ଧରି ଏହି ଟେଷ୍ଟ ଜାରି ରହିବ । ବଡଦାଣ୍ଡସ୍ଥିତ ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ପ୍ରତିଦିନ ସେବାୟତଙ୍କ ଟେଷ୍ଟ କରାଯିବ । ୨୭ରୁ ଫେବ୍ରୁଆରି ୨୮ ତାରିଖ ମଧ୍ୟରେ ବିଭିନ୍ନ ନିଯୋଗ…

ବାଲୁକା କଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା

ପୁରୀ: ଆଜି ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ସବୁଠୁ ଭାରତ ମାତାର ଜୟଗାନ ହେଉଛି । ଏହି ଅବସରରେ ବାଲୁକା କଳାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏହାସହ…

ଆଜିଠୁ ଆହୁରି ସହଜ ହେଲା ଜଗା ଦର୍ଶନ: କମିଲା ବ୍ୟାରିକେଡ୍ ଦୂରତା

ପୁରୀ: ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ଗତକାଲି ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଥିଲା । ଆଜି ସକାଳୁ ସୁରୁଖୁରରେ ମହାପ୍ରଭୁଙ୍କ ଦର୍ଶ କରୁଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦରକାର ହେଉ ନଥିବା ବେଳେ ଆଜିଠାରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ…

ଶ୍ରୀମନ୍ଦିର ପରିସରକୁ କରାଯାଉଛି ସାନିଟାଇଜ୍

ପୁରୀ : ଆଜି ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଗାଇଡ ଲାଇନ୍ ଅନୁସାରେ ଆଜି ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଏନେଇ ଏସଓପି ଜାରି କରାଯାଇଥିଲା । ଏବେ ବିନା କୋଭିଡ ରିପୋର୍ଟରେ ସମସ୍ତ ଭକ୍ତ…

ବାଲୁକା କଳାରେ ସୁଭାଷ ଭୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି 125ତମ ଜୟନ୍ତୀ । ଏହି ଅବସରରେ ବାଲୁକା କଳାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ନେତାଜୀଙ୍କୁ ସୁନ୍ଦର ବାଲୁକା କଳା ନିର୍ମାଣ କରିବା ସହ…