Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକାକଳାରେ ଟିକାକରଣ ସଚେତନତାର ବାର୍ତ୍ତା

ପୁରୀ: କରୋନା ଟିକାକରଣ ନେଇ ବାଲୁକା କଳା । ପୁରୀ ବେଳାଭୂମିରେ ବାଲୁକା କଳାରେ ଟିକାକରଣ ନେଇ ସଚେତନତାର ବାର୍ତ୍ତା ଦେିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ । ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବିଶାଳ ବାଲୁକା କଳାରେ ବୃହତ ଟିକାକରଣ ଅଭିଯାନରେ ସମସ୍ତଙ୍କୁ…

ପିପିଲିରୁ ନିଖୋଜ ଦୁଇ ନାବାଳକଙ୍କ ପତ୍ତା ମିଳିଲା

ପିପିଲି: ଚାରି ଦିନ ତଳେ ପିପିଲିରୁ ନିଖୋଜ ହୋଇଥିବା ଦୁଇ ନାବାଳକ ଛାତ୍ର ଉଦ୍ଧାର। ଆଜି ସକାଳେ ଜଟଣୀ ଅଞ୍ଚଳର ଗୋହିରିଆ ଛକର ଏକ ହୋଟେଲରୁ ପୋଲିସ ସେମାନଙ୍କୁ ଉଦ୍ଧାର କରିଛି । ସୂଚନା ଯୋଗ୍ୟ ଯେ, ପାଟଣା ଗାଁର ପବିତ୍ର ଦାସଙ୍କ ଦଶମ ଶ୍ରେଣୀରେ ପଢୁଥିବା ପୁଅ ଓ କେଦାର ବେହେରାଙ୍କର ନବମ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟାଙ୍କ ପୁରୀ ଜିଲ୍ଲା ଗସ୍ତ

ପୁରୀ: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା କାର୍ଯ୍ୟକାରୀ ସଭାପତି ଡକ୍ଟର ବିଜୟ କୁମାର ସାହୁ ବୁଧବାର ପୁରୀ ଜିଲ୍ଲା ଗସ୍ତ କରିଥିଲେ । ପୁରୀ ଜିଲ୍ଲା ସତ୍ୟବାଦୀର ସଦାନନ୍ଦପୁରଠାରେ ନିର୍ମାଣଧୀନ ସ୍କୁଲ ଗୃହର ସମୀକ୍ଷା କରିବା ସହିତ ସାକ୍ଷୀଗୋପାଳ ହାଇସ୍କୁଲରେ ଅସ୍ଥାୟୀ ଭାବେ…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

ପୁରୀ: ପ୍ରଥମ ପର୍ଯ୍ୟାୟରେ ପୁରୀର ପହଞ୍ଚିଛି ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ୍ । ଜିଲ୍ଲା ସଦର ମହକୁମା ଡାକ୍ତରଖାନା ପରିସରରେ ଥିବା ଟିକା ଭଣ୍ଡାରରେ ଏହାକୁ ସଂରକ୍ଷିତ ରଖାଯାଇଛି । ପ୍ରାୟ ୭ହଜାର ଡୋଜ୍ ଭ୍ୟାକସିନ୍ ଆସିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଚିକିତ୍ସା…

ବହି ଆଣିବାକୁ ଯାଇ ଆଉ ଫେରିଲେନି, ଦୁଇ ସ୍କୁଲ ଛାତ୍ର ନିଖୋଜ 

ପିପିଲି: ପିପିଲି ଥାନା କମଳାସାଗର ପାଟଣା ଗାଁର ଦୁଇ ସ୍କୁଲ ଛାତ୍ର ନିଖୋଜ ହୋଇଛନ୍ତି । ଏନେଇ ପରିବାର ପକ୍ଷରୁ ପିପିଲି ଥାନାରେ ଅଭିଯୋଗ ହୋଇଛି । ନିଖୋଜ ଦୁଇ ଛାତ୍ର ହେଲେ ଗାଁର ପବିତ୍ର ଦାସଙ୍କ ପୁଅ ନିରଞ୍ଜନ ଓ ଅନ୍ୟ ଜଣେ କେଦାର ବେହେରାଙ୍କ ପୁଅ ସୂର୍ଯ୍ୟକାନ୍ତ ।  ଗତକାଲି ସକାଳୁ ଘରୁ…

ଚଳିତ ବର୍ଷ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ

ପୁରୀ: ୨୦୨୧ରେ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏକ ୪ଜଣିଆ ଟିମ୍ ନୟାଗଡର ଦଶପଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ସୋମବାର ଦିନ ଯାତ୍ରା କରିଥିଲେ।…

କୋହଳ ହୋଇପାରେ କାଳିଆ ଦର୍ଶନ, ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥାରେ କୋହଳ ହୋଇପାରେ । ଉଠିପାରେ କୋଭିଡ୍ ଟେନେଗିଭ୍ ରିପୋର୍ଟ ବ୍ୟବସ୍ଥା । ଏଥିପାଇଁ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦର୍ଶନ ବ୍ୟବସ୍ଥା ନେଇ ଏଠାରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ।…

ପୁରୀରେ ଗାଁଠୁ ସହର ୨୪ ଘଣ୍ଟା ପଇଁତରା ମାରିବ ପିସିଆର ଭ୍ୟାନ୍, ପାଟ୍ରୋଲିଂ କଡ଼ାକଡ଼ି

ପୁରୀ: ଅପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖିବ ପୋଲିସ । ପୁରୀ ଜିଲ୍ଲାର ଗାଁ ଠାରୁ ସହର ପର୍ୟ୍ୟନ୍ତ ସବୁ ଅଞ୍ଚଳରେ ୨୪ ଘଣ୍ଟିଆ ପଇଁତରା ମାରିବ ପିସିଆର । କଣ୍ଟ୍ରୋଲ ରୁମକୁ ଡାଏଲ କରୁଥିବା ବ୍ୟକ୍ତିଙ୍କ ପାଖରେ ତୁରନ୍ତ ପହଞ୍ଚିଯିବ ପିସିଆର ଭ୍ୟାନ୍ । ଏନେଇ ଭିତ୍ତିଭୂମିକୁ ସୁଦୃଢ…

 ଜାତୀୟ ରାଜପଥରେ ଲୁଟ୍‌ତରାଜ କରୁଥିବା ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ: ପୁରୀ ପୁଲିସକୁ ମିଳିଲା ବଡ ସଫଳତା। ଭୁବନେଶ୍ୱର-ପୁରୀ ୩୧୬ନମ୍ବର ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଲୁଟତରାଜ କରୁଥିବା ଏକ ବଡ ଧରଣର ଲୁଟେରା ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରିଛି ପୋଲିସ । ଗତକିଛି ଦିନ ହେଲା ଏହି ଗ୍ୟାଙ୍ଗର ସଦସ୍ୟା ରାସ୍ତାରେ ଦୁଇ ଚକିଆ ଓ ଚାରିଚକିଆ ଯାନକୁ ଅଟକାଇ…

ପୁରୀରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

ପୁରୀ: ଜଳେଶ୍ୱରରୁ ବ୍ରାଉନସୁଗର ନେଇ ପୁରୀ ଆସିଥିବା ବେଳେ ଧରିଲା ଅବକାରୀ ବିଭାଗ । ପୁରୀରୁ ଦୁଇ ଜଣ ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ଫାକରୁ ଜବତ ହୋଇଛି ୨୦୦ ଗ୍ରାମ ବ୍ରାଉନସୁଗର । ଜବତ ବ୍ରାୁନସୁଗରର ମୂଲ୍ୟ ୨୦ଲକ୍ଷ ଟଙ୍କା ହେବ । ବକାରୀ ବିଭାଗ ଓ ମୋବାଇଲ ପାର୍ଟି ଚଢ଼ାଉ କରି ଜବତ…