Latest Odisha News

BREAKING NEWS

Browsing Category

ପୁରୀ

Puri

ଲୁହ ଯେଉଁଠି କଥା କୁହେ…

ସବୁବେଳେ ପଚାରିଥିଲି କେବେ ଡାକୁଚ, ଆଉ ଇଚ୍ଛା ଥିଲା ଯୋଉ ତୁଳସୀ ପତ୍ର ଜୟଦେବ ଭବନ ସମ୍ମୁଖରେ ଥିବା ଜଗନ୍ନାଥ ସୂଚନା କେନ୍ଦ୍ରରେ ଦେଇ ଆସେ ଶ୍ରୀ ମନ୍ଦିରରେ ଲାଗିବା ପାଇଁ ତାକୁ ସିଧା ସାଇକେଲରେ ନେଇ ମନ୍ଦିରରେ ଦେବି ବୋଲି। ହେଲେ ବହୁଦିନ ବିତିଗଲେ ମଧ୍ୟ ସେ ମୁହୁର୍ତ୍ତ ଆସିଲାନି।…

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…

ତିନିରଥରେ ସମ୍ପନ୍ନ ହେଲା ଅଧରପଣା ନୀତି

ପୁରୀ: ରଥଯାତ୍ରା ମହୋତ୍ସବର ଚୂଡ଼ାନ୍ତ ପର୍ଯ୍ୟାୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା ପାରମ୍ପରିକ ନୀତିକାନ୍ତି ମାଧ୍ୟମରେ ପାଳିତ ହେଉଛି । ଆଜି ସନ୍ଧ୍ୟାରେ ସମ୍ପନ୍ନ ହୋଇଛି ଗୁରୁତ୍ୱପୂର୍ଣ୍ଣ ଅଧରପଣା ନୀତି । ଗତକାଲି ସୁନାବେଶରେ ଦର୍ଶନ ଦେବା ପରେ ଆଜି ଶ୍ରୀଜୀଉମାନଙ୍କ ଏହି ଅଧରପଣା…

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ମହାପ୍ରଭୁଙ୍କୁ ମାଉସୀ ଖୁଆଇବେ ପୋଡ଼ପିଠା: କେମିତି ଚାଲିଛି ପ୍ରସ୍ତୁତି, ଜାଣନ୍ତୁ

ପୁରୀ: ସେହି କୃପାମୟ ପ୍ରେମମୟ ଦୟାମୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଜଗତର ଏପରି ଏକ ଠାକୁର ଯିଏ ନିଜ ମନ୍ଦିର ଆସ୍ଥାନରୁ ଉଠି ଲକ୍ଷ ଲକ୍ଷ ଜନସମୂଦ୍ରରେ ମିଶିଯାଆନ୍ତି । ରଥାରୁଢ ଶ୍ରୀଜଗନ୍ନାଥଙ୍କୁ ସାରା ବିଶ୍ୱର କୋଟି କୋଟି ଜନତା ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି । ଏ ଜାତିର ଏକମାତ୍ର…

ଆଜ୍ଞାମାଳ ନେବା ବେଳେ ରଥଯାତ୍ରା ହେବ ବୋଲି ବିଶ୍ୱାସ ଥିଲା: ପୂଜାପଣ୍ଡା ସାମନ୍ତ ଗଣେଷ

ପୁରୀ: ରଥଯାତ୍ରା ହେବା ନେଇ ସମସ୍ତେ ସନ୍ଦେହରେ ଥିଲେ । ଶ୍ରୀଜଗନ୍ନାଥ ମହାପ୍ରଭୂ ପୁନର୍ବାର ତାଙ୍କ ଆଲୌକିକ କରାମତି ଦେଖାଇଲେ । ସବୁ କିଛି ଏପଟ ସେପଟ ହୋଇଗଲା । ପ୍ରବଳ ଖରାରେ ସେବକମାନେ ଯେଉଁଭଳି ଭାବେ ରଥକୁ ଭିଡି ନେଲେ ତାହାକୁ ଯେତେ ପ୍ରଶଂସା କରାଯିବ କମ୍ ହେବ । ଆମେ ପୂଜାପଣ୍ଡା ସାମନ୍ତ…

ରଥଯାତ୍ରା ନିମନ୍ତେ ଶ୍ରୀମନ୍ଦିର ସମ୍ମୁଖରେ ସମୂହ ଦୀପଦାନ

ପୁରୀ: ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ରୀତି ନୀତି ନିର୍ବିଘ୍ନରେ ସମ୍ପନ୍ନ ହେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ରବିବାର ଦିନ ପୁରୀ ସହରର ବିଭିନ୍ନ ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ଓ ଶ୍ରୀମନ୍ଦିରର ସେବକମାନେ ଏକାଠି ହୋଇ ଦୀପଦାନ କରି ପ୍ରାର୍ଥନା କରିଛନ୍ତି । ଶ୍ରୀଜୀଉଙ୍କ…

ଶ୍ରୀଜଗନ୍ନାଥ ଓ ଶ୍ରୀମନ୍ଦିର…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଶ୍ରୀଜଗନ୍ନାଥ । ସେ ସମସ୍ତଙ୍କର। ସାରା ଜଗତର । ସେ ଏମିତି ଠାକୁର,ଯାହାଙ୍କୁ ଆଖି ପାଏ ନାହିଁ । ଆଖି ପାଏ ନାହିଁ ବୋଲି ସେ ଅନନ୍ତ । ସେ ଆକାଶଠାରୁ ଆହୁରି ବିସ୍ତୃତ, ସମୁଦ୍ରଠାରୁ…

ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ମତ ରଖିଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ : କରୋନା ମହାମାରୀ ବେଳେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ।  କିନ୍ତୁ ଏହି ନିଷ୍ପତ୍ତି ନେଇ ସୁପ୍ରିମକୋର୍ଟ ପୁନର୍ବିଚାର କରନ୍ତୁ ବୋଲି ସେ ନିବେଦନ କରିଛନ୍ତି । ରଥଯାତ୍ରା…

ସତ୍ୟବାଦୀ ବ୍ଲକର ୩ଟି ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୩ଟି ଗ୍ରାମକୁ ଶନିବାର ଦିନ କରୋନା ସଂକ୍ରମଣ ନହେବା ଲାଗି କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ କରାଯାଇଛି । ସତ୍ୟବାଦୀ ବ୍ଲକ ଦାସବିଦ୍ୟାଧରପୁର ପଞ୍ଚାୟତର ପଖିମୁଣ୍ଡା ଗ୍ରାମରେ ୨ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସ୍ଥାନୀୟ…