Latest Odisha News

BREAKING NEWS

Browsing Category

ପୁରୀ

Puri

ଅଯୋଧ୍ୟାରେ ରାମମନ୍ଦିର ଭୂମିପୂଜନ ପୂର୍ବରୁ ପୁରୀ ବେଳାଭୁମିରେ ବାଲୁକା ପ୍ରତିରୂପ ପ୍ରସ୍ତୁତ କଲେ ସୁଦର୍ଶନ

ପୁରୀ: ଆସନ୍ତାକାଲି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଅନୁଷ୍ଠିତ ହେବ । ତେବେ ପୁରୀ ବେଳା ଭୂମିରେ ଦେଖିବାକୁ ମିଳିଛି ରାମ ମନ୍ଦିର ଡିଜାଇନ୍‌ର ଅବିକଳ ପ୍ରତିରୂପ । ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏହିପରି ଏକ…

ବିନା ଟେଷ୍ଟ ରିପୋର୍ଟରେ ପୁରୀକୁ ପ୍ରବେଶ ମନା

ପୁରୀ : ଅଗଷ୍ଟ ମାସରେ ରାଜ୍ୟ ସରକାର ଲଗାଇଥିବା କଟକଣାକୁ ପୁରୀ ଜିଲ୍ଲାରେ ବି ବଳବତ୍ତର ରହିବ । ତେବେ ଜିଲ୍ଲାକୁ ପ୍ରବେଶ କରୁଥିବା ବାହାରର ବ୍ୟକ୍ତିଙ୍କର ସ୍ୱାବ ଟେଷ୍ଟ ରିପୋର୍ଟ ନେଗେଟିଭ୍ ନ ଥିଲେ ସେମାନଙ୍କୁ ଜିଲ୍ଲା ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ । ଆଜି ଏ ନେଇ ସୂଚନା…

ପ୍ରେମିକ ସାଜିଲା ପିଶାଚ, ପ୍ରେମିକାକୁ ମାରି ପୋତିଦେଲା

ବ୍ରହ୍ମଗିରି(ପୁରୀ): ସୈତାନ ପ୍ରେମିକ । ପିଶାଚ ସାଜିଲା । ମାରିଦେଲା ପ୍ରେମକୁ । ପ୍ରେମିକାକୁ କବର ଦେଇଦେଲା । ହତ୍ୟା କରିବା ପରେ ପୋଖରୀ ହୁଡ଼ାରେ ମୃତଦେହକୁ ପୋତି ଦେଇଥିବା ଅଭିଯୋଗ । ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରୁ ଏଭଳି ଲୋକଟାଙ୍କୁରା ହତ୍ୟାକାଣ୍ଡ ସାମନାକୁ ଆସିଛି । ହତ୍ୟାକାରୀ…

ବାଲୁକା କଳାରେ ପ୍ଲାଜମା ଦାନ ପାଇଁ ଅପିଲ୍

ପୁରୀ: ପ୍ଲାଜମା ଦାନ କରିବା ପାଇଁ ବାଲୁକା କଳା ମାଧ୍ୟମରେ ଅପିଲ । ଏଭଳି ପ୍ରୟାସ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବାଲୁକା କଳା ନିର୍ମାଣ କରି ସୁଦର୍ଶନ ଲେଖିଛନ୍ତି, ପ୍ଲାଜମା ଦାନ…

ପୁରୀରେ କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର

ପୁରୀ: କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଆଜି ପୁରୀ ଜିଲ୍ଲାର କୋଭିଡ ପରିସ୍ଥିତିର ସମୀକ୍ଷା ହୋଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲ୍ଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ…

ସୁଚିନ୍ତିତ ଯୋଜନା ଅନୁସାରେ ପୁରୀରେ ଅପରାଧକୁ ନିୟନ୍ତ୍ରଣ କରାଯିବ :ଏସପି ଅଖିଳେଶ୍ୱର ସିଂ

ପୁରୀ:ପୁରୀରେ ଅପରାଧକୁ ହାର କମାଇବା ପାଇଁ ସୁଚିନ୍ତିତ ଯୋଜନା ଅନୁସାରେ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଏସପି ଅଖିଳେଶ୍ୱର ସିଂ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଏଥିନେଇ ବୁଦ୍ଧିଜୀବୀ, ସାମ୍ବାଦିକ ଓ ବିଭିନ୍ନ ଅନୁଷ୍ଠାନ ସହ ଆଲୋଚନା କରିବେ ବୋଲି କହିଛନ୍ତି । ମୁଁ…

ଅରିନ୍ଦମ ଚୌଧୁରୀଙ୍କ ଶ୍ରୀଜଗନ୍ନାଥଙ୍କ ଉପରେ ମନ୍ତବ୍ୟ ନେଇ ଭକ୍ତମାନେ କ୍ଷୁବ୍ଧ

ପୁରୀ: ଆଇଆଇପିଏମ ଡାଇରେକ୍ଟର ଅରିନ୍ଦମ ଚୌଧୁରୀ ଜଣେ ପ୍ରତିଷ୍ଠିତ ଲେଖକ । ମାତ୍ର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ସେ ଯେଉଁ ଭଳି ଭାବେ ଉପସ୍ଥାପନ କରିଛନ୍ତି ସେଥିନେଇ ବିବାଦ ଜୋର ଧରିଛି । ଶ୍ରୀଜଗନ୍ନାଥଙ୍କ ସ୍ୱାସ୍ଥ୍ୟ ଡାକ୍ତରମାନେ ଯାଂଚ କରିବା ଫଟୋ ଟୁଇଟ କରି ସେ ଲେଖିଛନ୍ତି ଭକ୍ତଙ୍କୁ…

ଲୁହ ଯେଉଁଠି କଥା କୁହେ…

ସବୁବେଳେ ପଚାରିଥିଲି କେବେ ଡାକୁଚ, ଆଉ ଇଚ୍ଛା ଥିଲା ଯୋଉ ତୁଳସୀ ପତ୍ର ଜୟଦେବ ଭବନ ସମ୍ମୁଖରେ ଥିବା ଜଗନ୍ନାଥ ସୂଚନା କେନ୍ଦ୍ରରେ ଦେଇ ଆସେ ଶ୍ରୀ ମନ୍ଦିରରେ ଲାଗିବା ପାଇଁ ତାକୁ ସିଧା ସାଇକେଲରେ ନେଇ ମନ୍ଦିରରେ ଦେବି ବୋଲି। ହେଲେ ବହୁଦିନ ବିତିଗଲେ ମଧ୍ୟ ସେ ମୁହୁର୍ତ୍ତ ଆସିଲାନି।…

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…

ତିନିରଥରେ ସମ୍ପନ୍ନ ହେଲା ଅଧରପଣା ନୀତି

ପୁରୀ: ରଥଯାତ୍ରା ମହୋତ୍ସବର ଚୂଡ଼ାନ୍ତ ପର୍ଯ୍ୟାୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା ପାରମ୍ପରିକ ନୀତିକାନ୍ତି ମାଧ୍ୟମରେ ପାଳିତ ହେଉଛି । ଆଜି ସନ୍ଧ୍ୟାରେ ସମ୍ପନ୍ନ ହୋଇଛି ଗୁରୁତ୍ୱପୂର୍ଣ୍ଣ ଅଧରପଣା ନୀତି । ଗତକାଲି ସୁନାବେଶରେ ଦର୍ଶନ ଦେବା ପରେ ଆଜି ଶ୍ରୀଜୀଉମାନଙ୍କ ଏହି ଅଧରପଣା…