Latest Odisha News

BREAKING NEWS

Browsing Category

ପୁରୀ

Puri

ଅଣସରରେ କାହିଁକି ମହାପ୍ରଭୁ ଶ୍ରୀଅଲାରନାଥ ରୂପେ ଦିଅନ୍ତି ଦର୍ଶନ; ଜାଣନ୍ତୁ ପୌରାଣିକ କିମ୍ବଦନ୍ତୀ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଦେବ ସ୍ନାନ ଉତ୍ସବରେ ଅଧିକ ଗାଧେଇବା ଦ୍ୱାରା ପ୍ରଭୁଙ୍କୁ ଜ୍ୱର ହୁଏ । ଏହି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରହେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଣସର ଘରେ ରହଣି…

ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଆରମ୍ଭ, ଭୋର ୪ଟାରେ ସରିବ ପହଣ୍ଡି

ପୁରୀ: ଆରମ୍ଭ ହେଲା ଶ୍ରୀଜିଉଙ୍କ ସ୍ନାନ ଯାତ୍ରା । ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଆଣୁଛନ୍ତି । ଭୋର ୪ଟା ସୁଦ୍ଧା ପହଣ୍ଡି ଶେଷ ହେବ । ଭୋର ସାଢେ ୪ଟାରେ ମଙ୍ଗଳ ଆରତି, ୪ଟା ୪୦ରେ ମଇଲମ ଓ ୫ଟାରେ ତଡପ ଲାଗି ହେବ । ସକାଳ ୬ଟାରେ…

ସ୍ନାନଯାତ୍ରା ବେଳେ ପୁରୀରେ ଲାଗୁ ହେବ ୧୪୪ ଧାରା

ପୁରୀ: ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜୀଉଙ୍କ ସ୍ନାନଯାତ୍ରାରେ ସର୍ବସାଧାରଣଙ୍କୁ ବାରଣ କରାଯାଇଥିବା ବେଳେ ଆଜି ମନ୍ଦିର ଚାରିପାଖେ ୧୪୪ ଧାରା ଲାଗୁ ନେଇ ନିଷ୍ପତ୍ତି ହୋଇଛି । ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତ୍ତି ପରେ ଜିଲ୍ଲାପାଳ ବଲୱନ୍ତ ସିଂହ କହିଛନ୍ତି ଯେ ଆସନ୍ତା…

ପୋଖରୀରେ ବୁଡି ଯୁବ ସେବାୟତଙ୍କ ମୃତ୍ୟୁ

ପୁରୀ: ସାଙ୍ଗମାନଙ୍କ ସହ ଶଙ୍କରେଶ୍ୱର ବୁଲିଯିବା ପୁରୀର ଯୁବ ସେବକ ବିଶ୍ୱନାଥ ପ୍ରଧାନୀ(୨୩)ଙ୍କ ପାଇଁ କାଳ ହୋଇଛି । ପୋଖରୀରେ ସ୍ନାନ କରୁଥିବା ବେଳେ ବିଶ୍ୱନାଥଙ୍କ ଗୋଡ ଖସି ଯାଇଥିଲା । ପାଣିରେ ବୁଡି ଯାଉଥିବା ଦେଖି ସାଙ୍ଗମାନେ ଚିତ୍କାର କରି ସ୍ଥାନୀୟ ଲୋକଙ୍କୁ ଡାକିଥିଲେ । ସେତେବେଳକୁ…

ଆଜିଠୁ ଦୁଇ ଦିନ ଯାଏଁ ରଥ ନିର୍ମାଣ କାର୍ଯ୍ୟ ବନ୍ଦ

ପୁରୀ: ସୁପର ସାଇକ୍ଲୋନ୍ ଅମ୍ଫାନ ଓଡିଶାର ଉପକୂଳ ଆଡକୁ ଗତି କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ଠାରୁ ଦୁଇ ଦିନ ଯାଏଁ ରଥ ନିର୍ମାଣ କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଏହି ବାତ୍ୟା ପ୍ରଭାବରେ ପୁରୀ ସମେତ ଉପକୂଳବର୍ତ୍ତୀ ଜିଲ୍ଲାକୁ…

ନୂଆ କରୋନା ମାମଲା ଚିହ୍ନଟ ପରେ ପୁରୀରେ ସାନିଟାଇଜେସନ ଆରମ୍ଭ

ପୁରୀ: ପୁରୀ ଜିଲ୍ଲାରେ ଚାରିଟି ନୂଆ କୋଭିଡ-୧୯ ମାମଲା ଚିହ୍ନଟ ହେବା ପରେ ସୋମବାର ଦିନ ପ୍ରଶାସନ ପକ୍ଷରୁ ସହରରେ ସାନିଟାଇଜେସନ୍ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜଗନ୍ନାଥ ମନ୍ଦିର ପରିସର ତଥା ରଥ ନିର୍ମାଣ ସ୍ଥାନ ସହ ବିଭିନ୍ନ ସ୍ଥାନକୁ ବିଶୋଧନ କରାଯାଇଛି। ଯେଉଁଥିରେ ଅଗ୍ନିଶମ…

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ…

ଆଜିଠୁ ଆରମ୍ଭ ରଥକାର୍ଯ୍ୟ; ରଥଖଳାରୁ ଶୁଭିବ ନିହାଣ ମୁନର ଶବ୍ଦ !

ପୁରୀ : ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭକୁ ନେଇ ଲାଗି ରହିଥିବା ଦ୍ୱନ୍ଦର ଅନ୍ତ ଘଟିଛି। ରଥ ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ଗ୍ରୀନ ସିଗିନାଲ ପରେ ଶୁକ୍ରବାର ଠାରୁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ଵକର୍ମା…

ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ଭୁବନେଶ୍ୱର : ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏ ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଆସିଛି । ତେବେ ରଥଯାତ୍ରା ହେବ କି ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର…

ଭାରତୀୟ ନୌସେନା ପକ୍ଷରୁ ‘ଓଡ଼ିଶା ପୋଲିସ’କୁ ପ୍ରଶଂସା

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ଓଡ଼ିଶା ପୋଲିସର ନିରନ୍ତର ସେବା ଲାଗି ‘କରୋନା ଯୋଦ୍ଧା’ ମାନଙ୍କୁ ଭାରତୀୟ ନୌବାହିନୀ ପକ୍ଷରୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଅର୍ପଣ କରାଯାଇଛି । ଓଡ଼ିଶାରେ ଥିବା ଭାରପ୍ରାପ୍ତ ନୌସେନା ଅଧିକାରୀ (ଏନଓଆଇସି) ଓଡ଼ିଶାରେ କାର୍ଯ୍ୟରତ ସମସ୍ତ…