Latest Odisha News

BREAKING NEWS

Browsing Category

ପୁରୀ

Puri

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ମହାପ୍ରଭୁଙ୍କୁ ମାଉସୀ ଖୁଆଇବେ ପୋଡ଼ପିଠା: କେମିତି ଚାଲିଛି ପ୍ରସ୍ତୁତି, ଜାଣନ୍ତୁ

ପୁରୀ: ସେହି କୃପାମୟ ପ୍ରେମମୟ ଦୟାମୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଜଗତର ଏପରି ଏକ ଠାକୁର ଯିଏ ନିଜ ମନ୍ଦିର ଆସ୍ଥାନରୁ ଉଠି ଲକ୍ଷ ଲକ୍ଷ ଜନସମୂଦ୍ରରେ ମିଶିଯାଆନ୍ତି । ରଥାରୁଢ ଶ୍ରୀଜଗନ୍ନାଥଙ୍କୁ ସାରା ବିଶ୍ୱର କୋଟି କୋଟି ଜନତା ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି । ଏ ଜାତିର ଏକମାତ୍ର…

ଆଜ୍ଞାମାଳ ନେବା ବେଳେ ରଥଯାତ୍ରା ହେବ ବୋଲି ବିଶ୍ୱାସ ଥିଲା: ପୂଜାପଣ୍ଡା ସାମନ୍ତ ଗଣେଷ

ପୁରୀ: ରଥଯାତ୍ରା ହେବା ନେଇ ସମସ୍ତେ ସନ୍ଦେହରେ ଥିଲେ । ଶ୍ରୀଜଗନ୍ନାଥ ମହାପ୍ରଭୂ ପୁନର୍ବାର ତାଙ୍କ ଆଲୌକିକ କରାମତି ଦେଖାଇଲେ । ସବୁ କିଛି ଏପଟ ସେପଟ ହୋଇଗଲା । ପ୍ରବଳ ଖରାରେ ସେବକମାନେ ଯେଉଁଭଳି ଭାବେ ରଥକୁ ଭିଡି ନେଲେ ତାହାକୁ ଯେତେ ପ୍ରଶଂସା କରାଯିବ କମ୍ ହେବ । ଆମେ ପୂଜାପଣ୍ଡା ସାମନ୍ତ…

ରଥଯାତ୍ରା ନିମନ୍ତେ ଶ୍ରୀମନ୍ଦିର ସମ୍ମୁଖରେ ସମୂହ ଦୀପଦାନ

ପୁରୀ: ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ରୀତି ନୀତି ନିର୍ବିଘ୍ନରେ ସମ୍ପନ୍ନ ହେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ରବିବାର ଦିନ ପୁରୀ ସହରର ବିଭିନ୍ନ ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ଓ ଶ୍ରୀମନ୍ଦିରର ସେବକମାନେ ଏକାଠି ହୋଇ ଦୀପଦାନ କରି ପ୍ରାର୍ଥନା କରିଛନ୍ତି । ଶ୍ରୀଜୀଉଙ୍କ…

ଶ୍ରୀଜଗନ୍ନାଥ ଓ ଶ୍ରୀମନ୍ଦିର…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଶ୍ରୀଜଗନ୍ନାଥ । ସେ ସମସ୍ତଙ୍କର। ସାରା ଜଗତର । ସେ ଏମିତି ଠାକୁର,ଯାହାଙ୍କୁ ଆଖି ପାଏ ନାହିଁ । ଆଖି ପାଏ ନାହିଁ ବୋଲି ସେ ଅନନ୍ତ । ସେ ଆକାଶଠାରୁ ଆହୁରି ବିସ୍ତୃତ, ସମୁଦ୍ରଠାରୁ…

ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ମତ ରଖିଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ : କରୋନା ମହାମାରୀ ବେଳେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ।  କିନ୍ତୁ ଏହି ନିଷ୍ପତ୍ତି ନେଇ ସୁପ୍ରିମକୋର୍ଟ ପୁନର୍ବିଚାର କରନ୍ତୁ ବୋଲି ସେ ନିବେଦନ କରିଛନ୍ତି । ରଥଯାତ୍ରା…

ସତ୍ୟବାଦୀ ବ୍ଲକର ୩ଟି ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୩ଟି ଗ୍ରାମକୁ ଶନିବାର ଦିନ କରୋନା ସଂକ୍ରମଣ ନହେବା ଲାଗି କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ କରାଯାଇଛି । ସତ୍ୟବାଦୀ ବ୍ଲକ ଦାସବିଦ୍ୟାଧରପୁର ପଞ୍ଚାୟତର ପଖିମୁଣ୍ଡା ଗ୍ରାମରେ ୨ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସ୍ଥାନୀୟ…

ଅଣସରରେ କାହିଁକି ମହାପ୍ରଭୁ ଶ୍ରୀଅଲାରନାଥ ରୂପେ ଦିଅନ୍ତି ଦର୍ଶନ; ଜାଣନ୍ତୁ ପୌରାଣିକ କିମ୍ବଦନ୍ତୀ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଦେବ ସ୍ନାନ ଉତ୍ସବରେ ଅଧିକ ଗାଧେଇବା ଦ୍ୱାରା ପ୍ରଭୁଙ୍କୁ ଜ୍ୱର ହୁଏ । ଏହି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରହେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଣସର ଘରେ ରହଣି…

ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଆରମ୍ଭ, ଭୋର ୪ଟାରେ ସରିବ ପହଣ୍ଡି

ପୁରୀ: ଆରମ୍ଭ ହେଲା ଶ୍ରୀଜିଉଙ୍କ ସ୍ନାନ ଯାତ୍ରା । ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଆଣୁଛନ୍ତି । ଭୋର ୪ଟା ସୁଦ୍ଧା ପହଣ୍ଡି ଶେଷ ହେବ । ଭୋର ସାଢେ ୪ଟାରେ ମଙ୍ଗଳ ଆରତି, ୪ଟା ୪୦ରେ ମଇଲମ ଓ ୫ଟାରେ ତଡପ ଲାଗି ହେବ । ସକାଳ ୬ଟାରେ…

ସ୍ନାନଯାତ୍ରା ବେଳେ ପୁରୀରେ ଲାଗୁ ହେବ ୧୪୪ ଧାରା

ପୁରୀ: ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜୀଉଙ୍କ ସ୍ନାନଯାତ୍ରାରେ ସର୍ବସାଧାରଣଙ୍କୁ ବାରଣ କରାଯାଇଥିବା ବେଳେ ଆଜି ମନ୍ଦିର ଚାରିପାଖେ ୧୪୪ ଧାରା ଲାଗୁ ନେଇ ନିଷ୍ପତ୍ତି ହୋଇଛି । ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତ୍ତି ପରେ ଜିଲ୍ଲାପାଳ ବଲୱନ୍ତ ସିଂହ କହିଛନ୍ତି ଯେ ଆସନ୍ତା…