Latest Odisha News

BREAKING NEWS

Browsing Category

ପୁରୀ

Puri

ବିଜେ ହେଲା ଆଜ୍ଞାମାଳ, ସିଂହଦ୍ବାର ସମ୍ମୁଖରେ ମହାପ୍ରଭୁଙ୍କ ରଥ

ପୁରୀ: ଭାବବିହ୍ବଳ ସେବାୟତ । ଗଡିଲା ପ୍ରଭୁଙ୍କ ରଥ । ରବିବାର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ଶନିବାର ପଟିଦିଅଁଙ୍କ ପାଖରୁ ଆଜ୍ଞାମାଳ ରଥଖଳାରେ ପ୍ରସ୍ତୁତ ତିନି ରଥରେ ପହଞ୍ଚିବା ପରେ ମହାପ୍ରଭୁଙ୍କ ରଥ ଜଣଙ୍କ ପରେ ଜଣେ ସିଂହଦ୍ବାର ସମ୍ମୁଖ ଅଭିମୁଖେ ଗଡୁଛନ୍ତି । ପ୍ରଥମେ ମହାପ୍ରଭୁ…

ସଜେଇ ହୋଇଛି ରଥ ପଥ, ଆସନ୍ତାକାଲି ବଡଦାଣ୍ଡକୁ ଓହ୍ଲାଇବେ ମହାପ୍ରଭୁ

ପୁରୀ: ବଡ ଦାଣ୍ଡରେ ଏକାକାର ହେବେ ଭକ୍ତ ଓ ଜଗନ୍ନାଥ । ଆଉ ମାତ୍ର ଘଣ୍ଟା କେଇଟା । ମହାପ୍ରଭୁଙ୍କ ଆଗମନରେ ଧନ୍ୟ ହେବ ବଡଦାଣ୍ଡ । ଜନସମୁଦ୍ର ମହାପ୍ରଭୁଙ୍କୁ ରଥକୁ ପାଛୋଟି ନେବେ । ଭକ୍ତଙ୍କ ସଙ୍ଗେ ଝୁଲି ଝୁଲି ବଡଦାଣ୍ଡରେ ଗଡିବ ମହାପ୍ରଭୁଙ୍କ ରଥ । ଏନେଇ ସରି ସରି ଆସିଲାଣି ସମସ୍ତ…

ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ, ୫୧ହଜାର ଟଙ୍କା ଜବତ

ପୁରୀ: ଭିଜିଲାନ୍ସ ଜାଲରେ ଏଆରଆଇ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପୁରୀ ଜିଲ୍ଲା ଚନ୍ଦନପୁର ଆରଆଇ ଅଫିସର ଏଆରଆଇ ଶ୍ରୀ ପବିତ୍ର କୁମାର କାଣ୍ଡି। ଲାଞ୍ଚ ନେବା ବେଳେ ତାଙ୍କୁ ଧରିଥିଲା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ସୂଚନା…

ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି

ପୁରୀ; ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି। ବ୍ୟବସାୟ ନୁହେଁ ବରଂ ଜନସେବା ପାଇଁ ଷ୍ଟଲ୍‌ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲଟିକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ତେବେ ପୂର୍ବରୁ ଏନେଇ…

ବଡ଼ଦାଣ୍ଡ ଆଲୋକୀକରଣ ବ୍ୟବସ୍ଥା ତୁରନ୍ତ ସମ୍ପୂର୍ଣ୍ଣ କରିବା ପାଇଁ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ପୁରୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରଥଯାତ୍ରା ସମ୍ପର୍କିତ ସ୍ବତନ୍ତ୍ର ପ୍ରସ୍ତୁତି ବୈଠକରେ ଯୋଗ ଦେବା ପରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ତଥା ରାଷ୍ଟ୍ରାୟତ୍ତ ଉଦ୍ଯୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ୱାଟର କର୍ପୋରେସନ ଅଫ ଓଡ଼ିଶା…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ…

ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ, ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ

ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ପୁରୀରେ ରଥଯାତ୍ରା ପାଇଁ ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେହିପରି ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ। ଭକ୍ତଙ୍କ ସଂଖ୍ୟା ଗଣନା ନେଇ…

ଚକା ବିଜେ କରିବେ ଶ୍ରୀବିଗ୍ରହ

ପୁରୀ: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ସ୍ନାନ ପରେ ଜ୍ୱରରେ ପଡିଥିଲେ ମହାପ୍ରଭୁ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଅଣସର ପିଣ୍ଡିରେ ଚାଲିଛି ଗୁପ୍ତନୀତି । ଯାହା ଦ୍ବାରା ସ୍ଥୁସ୍ଥ ଅନୁଭବ କରୁଛନ୍ତି ଶ୍ରୀବିଗ୍ରହ । ସେପଟେ ଆଜି ଅଣସର ଦଶମୀ । ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି…

କଥା ଦେଇ କଥା ରଖିଲେ ମୋଦି

ପୁରୀ: କଥା ଦେଇ କଥା ରଖିଲେ ମୋଦି । କହିଥିଲେ ତୁମ ଠିକଣା ଫଟୋରେ ଲେଖ ମୁଁ ତୁମକୁ ଚିଠି ଲେଖିବି । ଆଉ ଆଜି ବାସ୍ତବରେ ସେଇଆ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କଥା ରଖି ଚିଠି ଲେଖିଛନ୍ତି ଆଉ ଶୁଭେଚ୍ଛା ବି ପଠାଇଛନ୍ତି । ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଭାରେ ଗୋଟିଏ କଥା ବେଶ୍…