Latest Odisha News

BREAKING NEWS

Browsing Category

ପୁରୀ

Puri

ବହୁ ପ୍ରତିକ୍ଷାର ଅନ୍ତ; ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର

ପୁରୀ: ସବୁ ତର୍କବିତର୍କ ଉପରେ ଲାଗିବ ବିରାମ । ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା ପରେ ୮ ତାରିଖରେ ଖୋଲାଯିବ ରତ୍ନ ଭଣ୍ଡାର । ଏଥିପାଇଁ ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ…

ବଡ଼ଦେଉଳରେ ନିୟନ୍ତ୍ରଣ ବାହାରେ ଭକ୍ତଙ୍କ ଭିଡ

ପୁରୀ: ଭକ୍ତଙ୍କ ପାଇଁ ଖୋଲିଛି ବଡ଼ଦେଉଳର ଚାରି ଦ୍ୱାର | ମହାପ୍ରଭୁଙ୍କ ଦର୍ଶନରେ ଯେପରି କିଛି ଅସୁବିଧା ନହେଉ ତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିଦେଇଛନ୍ତି ନୂଆ ସରକାର | ଚାରି ଦ୍ୱାର ଖୋଲିବା ପରେ ଶ୍ରୀମନ୍ଦିରକୁ ଛୁଟିଛି ଭକ୍ତଙ୍କ ସୁଅ | ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ…

ଶ୍ରୀମନ୍ଦିରରେ ଅତ୍ୟନ୍ତ ଭିଡକୁ ନେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ ପୃଥ୍ବୀରାଜ, କହିଲେ ‘ଛୁଟି ଦିନ ପାଇଁ ଏତେ…

ଭୁବନେଶ୍ୱର: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର | ମହାପ୍ରଭୁଙ୍କ ଦର୍ଶନରେ ଯେପରି କିଛି ଅସୁବିଧା ନହେଉ ସେଥିପାଇଁ ଭକ୍ତଙ୍କ ସୁରକ୍ଷାକୁ ନଜରରେ ରଖି ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିଦେଇଛନ୍ତି ନୂଆ ସରକାର | ଚାରି ଦ୍ୱାର ଖୋଲିବା ପରେ ଶ୍ରୀମନ୍ଦିରକୁ ଛୁଟିଛି ଭକ୍ତଙ୍କ ସୁଅ |…

ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ, ସ୍ନାନପୂର୍ଣ୍ଣମା ଓ ରଥଯାତ୍ରାକୁ ନେଇ ହେବ ଆଲୋଚନା

ପୁରୀ: ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ। ରାଜେନ୍ଦ୍ରାଭିଷେକ ଠାରୁ ଦେବସ୍ନାନ ପୂର୍ଣ୍ଣିମା ପର୍ଯ୍ୟନ୍ତ ନୀତିକାନ୍ତି ଚୂଡ଼ାନ୍ତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଛତିଶାନିଯୋଗ ବୈଠକ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଅନ୍ୟ…

ଶପଥ ଗ୍ରହଣ ପରେ ଆଜି ନୂଆ ସରକାରଙ୍କ ପ୍ରଥମ ଦିନ, ମହାପ୍ରଭୁଙ୍କ ଦର୍ଶନରୁ କଲେ ଆରମ୍ଭ

ପୁରୀ: ଗତକାଲି ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ନିଜର ଦିନ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହିତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା…

ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ବାର, ବିନା ବାଧାରେ ଏକାକାର ହେଉଛନ୍ତି ମହାପ୍ରଭୁ ଓ ଭକ୍ତ

ପୁରୀ: ଦୀର୍ଘଦିନର ଅପେକ୍ଷାର ଘଟିଲା ଅନ୍ତ । ଖୋଲିଲା ମହାପ୍ରଭୁଙ୍କ ଚାରି ଦ୍ବାର । ସକାଳ ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିରରପୂର୍ବ ଦ୍ବାର(ସିଂହଦ୍ବାର),ଦକ୍ଷିଣ ଦ୍ବାର( ଅଶ୍ବଦ୍ବାର), ପଶ୍ଚିମ ଦ୍ବାର(ବ୍ୟାଘ୍ରଦ୍ବାର) ଏବଂ ଉତ୍ତର ଦ୍ବାର(ହସ୍ତିଦ୍ବାର) ଖୋଲିଛି । କାଲି ବିଜେପି ସରକାରର ପ୍ରଥମ…

ଶ୍ରୀମନ୍ଦିର ଚାରି ଦ୍ୱାରରେ ଲାଗିଲା ଜିଗ୍‌ଜାଗ ବାରିକେଡ୍: ଶ୍ରୀମନ୍ଦିର ସୁରକ୍ଷା, ଭକ୍ତଙ୍କ ନିରାପତ୍ତାକୁ ଗୁରୁତ୍ୱ

ପୁରୀ: ଶ୍ରୀମନ୍ଦିର ଚାରିଦ୍ୱାର ଦେଇ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ରାତାରାତି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବରିଷ୍ଠ ପୋଲିସ ଅଧିକାରୀମାନେ ଶ୍ରୀମନ୍ଦିର ନିୟନ୍ତ୍ରଣ କକ୍ଷରେ ବୈଠକ କରିବା ପରେ ଭକ୍ତମାନେ ଶ୍ରୀମନ୍ଦିରରେ କିପରି ସୁରକ୍ଷିତ ପ୍ରବେଶ…

ସବୁ ପ୍ରତିକ୍ଷାର ଅନ୍ତ ଘଟିଲା, ଖୋଲିଲା ଶ୍ରୀମନ୍ଦିର ଚାରିଦ୍ଵାର

ପୁରୀ: ସବୁ ପ୍ରତିକ୍ଷାର ଅନ୍ତ ଘଟିଲା । ଖୋଲିଲା ଶ୍ରୀମନ୍ଦିର ଚାରିଦ୍ଵାର । ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଦଳର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ଚାରିଦ୍ଵାର । ଗତକାଲି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ଚାରିଦ୍ଵାର…

ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର! ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା । ସେପଟେ ଖୋଲାଯାଇଛି…

ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣା: ଥାନାରେ ଏତଲା ଦେଲେ ଶ୍ରୀମନ୍ଦିର ଅଧୀକ୍ଷକ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣାରେ ଥାନାରେ ଏତଲା । ସିଂହଦ୍ବାର ଥାନାରେ ଏତଲା ଦେଲେ ଶ୍ରୀମନ୍ଦିର ଅଧୀକ୍ଷକ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଉକ୍ତ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଏତଲାରେ ଉଲ୍ଲେଖ । ଲାଇଟ କଢ଼ାଯିବା ଘଟଣାରେ ଥାନାରେ ଏତଲା ଦେବାର କିଛି ସମୟ ପରେ ୪…