Latest Odisha News

BREAKING NEWS

Browsing Category

ପୁରୀ

Puri

କାଲି ବନ୍ଦ ରହିବ ଜଗା ଦର୍ଶନ..ଜାଣନ୍ତୁ କେଉଁ ସମୟରେ?

ପୁରୀ: କାଲି ବନ୍ଦ ରହିବ ଜଗା ଦର୍ଶନ । ମହାପ୍ରଭୁଙ୍କ ଗୁପ୍ତ ନୀତି ପାଇଁ କିଛି ସମୟ ପାଇଁ ତିନି ଠାକୁରଙ୍କ ସାନିଧ୍ୟ ଲାଭ କରିବାରୁ ବଞ୍ଚିତ ହେବେ ସାଧାରଣ ଭକ୍ତ । ଗୁପ୍ତ ନୀତି ସଂପର୍ଣ୍ଣ ହେବା ପରେ ଦର୍ଶନ ସ୍ବାଭାବିକ ହେବ । ତେବେ ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ…

ଦୁର୍ଘଟଣାରୁ ବଞ୍ଚାଇଥିବା ବ୍ୟକ୍ତିଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ପନ୍ତ

ନୂଆଦିଲ୍ଲୀ: ୨୦୨୨ ମସିହାରେ ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କର ଏକ କାର ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣାରେ ସେ ଗୁରୁତର ଆହତ ହେବାସହ କାରରେ ନିଆଁ ମଧ୍ଯ ଲାଗିଯାଇଥିଲା। ସେହି ସମୟରେ ତାଙ୍କୁ ଦୁଇ ଜଣ ଲୋକ ଉଦ୍ଧାର କରିଥିଲେ। ପନ୍ତ ତାଙ୍କ ଜୀବନ ରକ୍ଷା…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ

ପୁରୀ : ହସ୍ତଗତ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନକୁ ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ…

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ବିଶ୍ୱ ଶିଶୁ ଦିବସ: ବାଲୁକା କଳା ପ୍ରଦର୍ଶନୀ କରି ବାର୍ତ୍ତା ଦେଲା ୟୁନିସେଫ

ପୁରୀ: ବିଶ୍ୱ ଶିଶୁ ଦିବସ ପାଳନ କରିବା ଅବସରରେ ବାର୍ତ୍ତା ଦେଇଛି ୟୁନିସେଫ। ୟୁନିସେଫ୍ ଓଡ଼ିଶା ଦ୍ଵାରା ବୁଧବାର ପୁରୀରେ ଏକ ବାଲୁକା କଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହି ପ୍ରଦର୍ଶନୀରେ ଚଳିତ ବର୍ଷ ପାଇଁ  ‘ଭବିଷ୍ୟତ ପାଇଁ ଆହ୍ଵାନ୍’ ନାମକ ଥିମ ରହିଛି।  ଏହି ଥିମ ସମ୍ପର୍କିତ ଚିତ୍ରକଳା,…

‘ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି’

ଭୁବନେଶ୍ବର: ଆସନ୍ତା ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତି ମଣତି ଶେଷ ହେବ । ରତ୍ନଭଣ୍ଡାର ମରାମତି ସହ ଅଳଙ୍କାର ଗଣତି ମଣତି କାମ ସଂପୂର୍ଣ୍ଣ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ମନ୍ତ୍ରୀ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼…

ଜାଲିଆତି କରି ବିକି ଚାଲିଛନ୍ତି ମହାପ୍ରଭୁଙ୍କ ଜମି, ଆକ୍ସନ ମୋଡରେ ପ୍ରଶାସନ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ଥିବା ଜମିକୁ ଜାଲିଆତି କରି ବିକ୍ରି ହେଉଥିବା ଅଭିଯୋଗ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ବେଆଇନ ଭାବେ ଜବରଦଖଲ କରି ଲୋକଙ୍କୁ ପ୍ଲଟିଂ କରି ବିକ୍ରି କରାଯାଉଥିବା ନେଇ ଗତକାଲି ବାସେଳିସାହି ଥାନାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲିଖିତ ଅଭିଯୋଗ…

ଗୋଆର ଭ୍ରମ ସୃଷ୍ଟି କରିବ ଚନ୍ଦ୍ରଭାଗା: ପାଇବ ଅତ୍ୟାଧୁନିକ ସ୍ପର୍ଶ

ପୁରୀ: ଗୋଆ ଏବଂ ପଣ୍ଡିଚେରୀ ବେଳାଭୂମି ପରି ଚନ୍ଦ୍ରଭାଗାକୁ ଛୁଟିବ ପର୍ଯ୍ୟଟକଙ୍କ ସୁଅ । ଅତ୍ୟାଧୁନିକ ସ୍ପର୍ଶରେ ନୂଆ ରୂପ ନେବାକୁ ଯାଉଛି ଚନ୍ଦ୍ରଭାଗା । ଚନ୍ଦ୍ରଭାଗା ବେଳାଭୂମି ଠାରୁ ଇକୋରିଟ୍ରିଟ୍ ପର୍ଯ୍ୟନ୍ତ ନବୀକରଣ କାର୍ଯ୍ୟ ହେବା ସହ ଏହା ଗୋଆ ବିଚ୍ ଭ୍ରମ ସୃଷ୍ଟି କରିବ । ଏଥିପାଇଁ…