Latest Odisha News

BREAKING NEWS

Browsing Category

ପୁରୀ

Puri

ସକାଳୁ ସକାଳୁ ପୁରୀ ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

ପୁରୀ: ପୁରୀ ଫାଇଭ୍-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଭୋର୍ ସକାଳ ୫ଟାରୁ ପୁରୀ ଯାଇ ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି  ।  ଏବଂ ଶ୍ରୀକ୍ଷେତ୍ରରେ  ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି  । ଶ୍ରୀମନ୍ଦିର ଚର୍ତୁପାର୍ଶ୍ବରେ ବୁଲି ପ୍ରକଳ୍ପ…

ସିଂହଦ୍ବାରରେ ମହାପ୍ରଭୂଙ୍କ ମୂଷିକ ଭକ୍ତ

ପୁରୀ : ମହାପ୍ରଭୁ ଜଗନ୍ନାଥଙ୍କ ମହିମା ଅପାର। ସେ ହେଉଛନ୍ତି ସାରା ବ୍ରହ୍ମାଣ୍ଡର ଠାକୁର ।  ବିଶ୍ବର କୋଣ ଅନୁକୋଣରୁ ପ୍ରତିଦିନ ଶହ ଶହ ଶ୍ରଦ୍ଧାଳୁ ବଡ ଠାକୁରଙ୍କୁ ଦର୍ଶନ କରିବା ଲାଗି ଆସନ୍ତି  । କେବଳ ମନୁଷ୍ୟ ନୁହଁନ୍ତି , ଦେବତା, ଦାନବ, ଯକ୍ଷ ଯେପରି କାଳିଆ ଠାକୁରଙ୍କ ଦର୍ଶନ ପାଇଁ…

ମଦ ଦୁର୍ନୀତି ଓ କଳା ଟଙ୍କା ବିରୋଧରେ ପୁରୀରେ ବିଜେପିର ବିକ୍ଷୋଭ

ପୁରୀ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ମଦ ଦୁର୍ନୀତି ଓ କଳା ଟଙ୍କା ଜବତ ଘଟଣା । ଆଜି ବିଜେପି ଏହି ପ୍ରସଙ୍ଗକୁ ନେଇ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି । ଝାଡଖଣ୍ଡ କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ମଦ ସାମ୍ରାଜ୍ୟ ଉପରେ ଆୟକର ବିଭାଗ ତରଫରୁ ଲଗାତାର ୫ଦିନ ନନଷ୍ଟପ କାଉଣ୍ଟିଂ ପରେ…

ପୁରୀ ଗସ୍ତ କରି ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀ : ଆଜି ପୁରୀ ଗସ୍ତ କରିଛନ୍ତି 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ  । ଭୋରରୁ ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କୁ ପଚାରି ବୁଝିଛନ୍ତି । ଶ୍ରୀଜଗନ୍ନାଥ ବଲ୍ଲଭ…

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ: ଆଜି ଚିହ୍ନଟ ହେଲା ଯଜ୍ଞ ସ୍ଥଳ

ପୁରୀ: ଆସନ୍ତା ଜାନୁଆରୀ ୧୭ ରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବ ଅଙ୍କୁରାରୋପଣ କାର୍ଯ୍ୟକ୍ରମ । ଚାରି ଧାମରୁ ବିଦ୍ୱାନ,ପଣ୍ଡିତ ,ସାଧୁସନ୍ଥ ଓ ଭିଭିଆଇପି ଏଥିରେ ଯୋଗଦେବାର…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ମହାପ୍ରଭୁ

ପୁରୀ: ଆଜି ପ୍ରଥମାଷ୍ଟମୀ । ଓଡ଼ିଆ ଘରର ଆଉ ଏକ ପରମ୍ପରା । ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ । ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି । ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ…

ଆଜି ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ଏହି ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି…

ପୁରୀରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରିଛନ୍ତି । ପୁରୀ ଗସ୍ତରେ ଯାଇ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ , ଭିଡ଼…

ଆଜିଠୁ କୋଣାର୍କ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତ , ବାଦ୍ୟ ଓ ଘୁଙ୍ଗୁରର ରୁଣୁଝୁଣୁ ଶଦ୍ଦରେ ଆନମନା ହେବେ ଦର୍ଶକ

କୋଣାର୍କ : ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା  । ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ  ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ…