Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ଗସ୍ତ କରି ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀ : ଆଜି ପୁରୀ ଗସ୍ତ କରିଛନ୍ତି 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ  । ଭୋରରୁ ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କୁ ପଚାରି ବୁଝିଛନ୍ତି । ଶ୍ରୀଜଗନ୍ନାଥ ବଲ୍ଲଭ…

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ: ଆଜି ଚିହ୍ନଟ ହେଲା ଯଜ୍ଞ ସ୍ଥଳ

ପୁରୀ: ଆସନ୍ତା ଜାନୁଆରୀ ୧୭ ରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ମାର୍ଗର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବ ଅଙ୍କୁରାରୋପଣ କାର୍ଯ୍ୟକ୍ରମ । ଚାରି ଧାମରୁ ବିଦ୍ୱାନ,ପଣ୍ଡିତ ,ସାଧୁସନ୍ଥ ଓ ଭିଭିଆଇପି ଏଥିରେ ଯୋଗଦେବାର…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ମହାପ୍ରଭୁ

ପୁରୀ: ଆଜି ପ୍ରଥମାଷ୍ଟମୀ । ଓଡ଼ିଆ ଘରର ଆଉ ଏକ ପରମ୍ପରା । ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ । ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି । ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି । ସେହିପରି ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ…

ଆଜି ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ଏହି ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି…

ପୁରୀରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରିଛନ୍ତି । ପୁରୀ ଗସ୍ତରେ ଯାଇ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ , ଭିଡ଼…

ଆଜିଠୁ କୋଣାର୍କ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତ , ବାଦ୍ୟ ଓ ଘୁଙ୍ଗୁରର ରୁଣୁଝୁଣୁ ଶଦ୍ଦରେ ଆନମନା ହେବେ ଦର୍ଶକ

କୋଣାର୍କ : ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା  । ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରୁଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ  ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ…

ଆଜି ସରିବ ଲେଜର ସ୍କାନିଂ: ଦ୍ବିତୀୟ ଦିନରେ ବାହାର ପାର୍ଶ୍ବ କାନ୍ଥର କରାଯାଉଛି ଅନୁଧ୍ୟାନ

ପୁରୀ : ଆଜି ଶେଷ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ । ଆଜି ଦ୍ବିତୀୟ ଦିନରେ ଅମୁହାଁ ମନ୍ଦିର ବାହାର ପାର୍ଶ୍ଵ କାନ୍ଥର ଉତ୍ତର ଭାଗରେ ଲେଜର ସ୍କାନିଂ କରାଯାଉଛି । ଆଜି ବାହାର ରତ୍ନ ଭଣ୍ଡାରର ଲେଜର ସ୍କାନିଂ ସମ୍ପର୍ଣ୍ଣ ହେବ  । ବିଭିନ୍ନ ଦିଗକୁ ନଜର ରେ ରଖି ରିପୋର୍ଟ କରାଯିବ ।…

ଆଜି ଦ୍ୱିତୀୟ ଦିନରେ ଉତ୍ତରପଟ କାନ୍ଥର କରାଯାଉଛି ଲେଜର ସ୍କାନିଂ

ପୁରୀ : ଗତକାଲିଠାରୁ ଆରମ୍ଭ ହୋଇଛି ରତ୍ନଭଣ୍ଡାର ଲେଜର୍ ସ୍କାନିଂ । ଆଜି ଉତ୍ତରପଟ ଲେଜର ସ୍କାନିଂ କରାଯାଉଛି  । ଦକ୍ଷିଣ ପାର୍ଶ୍ବ କାନ୍ଥର ମଧ୍ୟ ଅନୁଧ୍ୟାନ କରାଯାଉଛି । କେତେ ଜାଗାରେ ଫାଟ ରହିଛି, ଏହା କେଉଁ ଅବସ୍ଥାରେ ରହିଛି, ସବୁର ଟିକିନିକି ଯାଂଚ କରାଯାଉଛି ।ଏଥିଲାଗି ପୁରୀରେ ୭ ଜଣିଆ…

ଆଜି ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆଜି ମହାପ୍ରଭୂଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ  । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୪ ଘଣ୍ଟା ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ  ।  ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କର ଏହି ସେବା କରିବେ ।…