Latest Odisha News

BREAKING NEWS

Browsing Category

ପୁରୀ

Puri

ମହାପଞ୍ଚୁକ ବ୍ରତ: ଆଜି ଆଡକିଆ ବା ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ

ପୁରୀ : ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶ ତିଥି  । ଆଜି ପଞ୍ଚୁକର ୩ୟ ଦିନରେ ଆଡକିଆ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ  ଚୂଳ ଲାଗି କରାଯାଇଥାଏ । ମାଆ ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ  ମସ୍ତକର ଶୀର୍ଷ…

ମହାପଞ୍ଚୁକ ବ୍ରତ: ଆଜି ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ

ପୁରୀ : ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି  । ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଏହି ବେଶରେ ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ  ଚୂଡା ମଧ୍ୟ ଧାରଣ କରିଥାନ୍ତି। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ…

ଆସନ୍ତା ଡିସେମ୍ବର ୧ରେ କୋଣାର୍କ ମହୋତ୍ସବ, ଅନୁଷ୍ଠିତ ହେବ ଆନ୍ତର୍ଜାତିକ ବାଲୁକା କଳା ପ୍ରଦର୍ଶନୀ

ପୁରୀ: କୋଣାର୍କ ସୂର୍ଯ୍ୟମନ୍ଦିର ନିକଟ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ସବୁ ବର୍ଷ ପରି ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଚଳିତବର୍ଷ ଡିସେମ୍ବର ୧ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କୋଣାର୍କ ଉତ୍ସବ। ଏହାସହିତ ଚନ୍ଦ୍ରଭାଗା ବେଳାଭୂମିରେ ମଧ୍ୟ ଅନୁଷ୍ଠିତ ହେବ…

ଆଜିଠୁ ମହାପଞ୍ଚୁକ ବ୍ରତ : ବଡ ଏକାଦଶୀରେ ଶ୍ରୀବିଗ୍ରହଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ :  ଆଜିଠୁ ଆରମ୍ଭ ହେଲା ମହାପଞ୍ଚୁକ ବ୍ରତ। ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର । ଆଜି ବଡ ଏକାଦଶୀରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ । ମହାପ୍ରଭୂଙ୍କର ଅବକାଶ ନୀତି ପରେ ଠାକୁରଙ୍କୁ ସୁନା ବେଶରେ ସଜ୍ଜିତ କରାଯାଇଛି । ସେହିଭଳି ଦ୍ୱାଦଶରେ ବାଙ୍କଚୁଡା…

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରା ମାଡ, କାରଣ ଅସ୍ପଷ୍ଟ

ପୁରୀ: ପୁରୀରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ ହୋଇଛି । କାରଣ ଅସ୍ପଷ୍ଟ ଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ପୁରୀ ପୋଲିସ ହାଇସ୍କୁଲରେ ଦେଖିବାକୁ ମିଳିଛି ଏହି ଘଟଣା । ତେବେ ଆହତ ଛାତ୍ର ଜଣକ ଦଶମ ଶ୍ରେଣୀର ମୁନା ସାହୁ ହୋଇଥିବା…

ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି କମିଟି ବୈଠକ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ପଞ୍ଚୁକ ପାଇଁ ନୀତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ଦେଇ କହିଛନ୍ତି ପଞ୍ଚୁକ ସମୟରେ ହବିଷ୍ୟାଳୀଙ୍କ ପାଇଁ ସେଡ୍ ର ବ୍ୟବସ୍ଥା ହେବ। ଗତକାଲି ମୋର…

ପବିତ୍ର ଅଁଳା ନବମୀ, ଶ୍ରୀରାଧାଙ୍କ ପାଦ ଦର୍ଶନ ପାଇଁ ଚଳଚଞ୍ଚଳ ଗୋପାଳଜୀଉ ମନ୍ଦିର

ପୁରୀ: ଆଜି ପବିତ୍ର ଅଁଳା ନବମୀ । ସେଥିପାଇଁ ସାକ୍ଷୀଗୋପାଳର ଗୋପାଳଜିଉ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ବର୍ଷକରେ ଥରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ଦର୍ଶନ ଲାଗି ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି । ପୂର୍ବବର୍ଷ ଭଳି ରାଧାଙ୍କ ପାଦ ସ୍ପର୍ଶ ଉପରେ କଟକଣା ରହିଥିବା ବେଳେ…

ଆଜି ପବିତ୍ର ଅଁଳା ନବମୀ : ସାକ୍ଷୀଗୋପାଳରେ ଓଡିଆଣୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀରାଧା

ପୁରୀ : ଆଜି ପବିତ୍ର ଅଁଳାନବମୀ  । ରାଧାପାଦ ଦର୍ଶନ ଲାଗି ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ନୀତିକାନ୍ତି ସରିବା ପରେ ଭୋର୍ ୫ଟାରୁ ଭକ୍ତମାନେ ଧାଡି ବାନ୍ଧି ରାଧା ପାଦ ଦର୍ଶନ କରୁଛନ୍ତି । ବିଶ୍ବାସ ରହିଛି ଏହି ଦିନ ରାଧା ପାଦ…

ସ୍ୱାସ୍ଥ୍ୟଗତ ଅବ୍ୟବସ୍ଥାକୁ ନେଇ ବିଭିନ୍ନ ଦାବି, ଜିଲ୍ଲାପାଳ ଅଫିସ ଘେରାଉ କଲେ ଯୁବ କଂଗ୍ରେସ କର୍ମୀ

ପୁରୀ: ସ୍ୱାସ୍ଥ୍ୟଗତ ଅବ୍ୟବସ୍ଥାକୁ କେନ୍ଦ୍ର କରି ଅନେକ ଦାବି ସହ ପୁରୀ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛି ପୁରୀ ଜିଲ୍ଲା ଯୁବକଂଗ୍ରେସ। ଶତାଧିକ ଯୁବ କଂଗ୍ରେସ କର୍ମୀ ଏକ ଶୋଭାଯାତ୍ରାରେ ପୁରୀ ଅନନ୍ୟା ରିସର୍ଟ ହୋଟେଲ ନିକଟରୁ ବାହାରି ପୁରୁଣା ସଦର ଥାନା…

ଐତିହ୍ୟକୁ ନଷ୍ଟ ନକରି ପ୍ରକଳ୍ପ କରାଯାଉ : ବିଶ୍ବଭୂଷଣ ହରିଚନ୍ଦନ

ପୁରୀ : ପରିକ୍ରମା ପ୍ରକଳ୍ପ , ଚାରିଦ୍ବାର ଖୋଲିବା , ଭିଡ ମଧ୍ୟରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରିଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ  । ପ୍ରତିଦିନ ପୁରୀକୁ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ଆସୁଛନ୍ତି  । କିନ୍ତୁ ଶ୍ରୀଜିଉଙ୍କୁ ଦର୍ଶନ କରିବା…