Latest Odisha News

BREAKING NEWS

Browsing Category

ପୁରୀ

Puri

କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି : ଲମ୍ବା ଲାଇନରେ ଛିଡା ହୋଇ ଅଚେତ୍ ହେଲେ ଭକ୍ତ

ପୁରୀ: ଚାଲିଛି ଧର୍ମମାସ କାର୍ତ୍ତିକ  । ଆଉ ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର । ପୁରୀ ଶ୍ରୀମନ୍ଦିରରେ ଦର୍ଶନ କରିବାକୁ ଭକ୍ତଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଲମ୍ବା ଲାଇନରେ ଛିଡା ହୋଇ ମହାପ୍ରଭୂଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଏଭଳି ପରିସ୍ଥିତିରେ ଜଣେ…

ବାଲୁକା କଳାରେ ବିଶ୍ୱକପ୍ ଶୁଭେଚ୍ଛା, ଗୁଡ୍ ଲକ୍ ଟିମ୍ ଇଣ୍ଡିଆ

ପୁରୀ :  ଆଜି ରହିଛି ୨୦୨୩ ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍ । ଗୁଜୁରାଟ୍ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର । ଯାହାକୁ ସାରା ବିଶ୍ବବାସୀ ଉତ୍ସୁକତାର ସହ ଚାହିଁ ବସିଛନ୍ତି…

ଆସ ବୁଲିଯିବା ଓଡିଶା: ନଦୀ ଓ ସମୁଦ୍ରର ମିଳନ ସ୍ଥଳରେ ବିରାଜିଛନ୍ତି ମା’ ବାଲିହରଚଣ୍ଡୀ

ପୁରୀ: ଆସିଛି ପିକନିକ ଋତୁ । ବିଭିନ୍ନ ପର୍ଯ୍ୟଟନ ସ୍ଥଳିରେ ଜମୁଛି ଲୋକଙ୍କ ଭିଡ଼ । ପ୍ରାକୃତିକ ସୋନ୍ଦର୍ଯ୍ୟର ଭରପୁର ମଜା ନେବା ସହ ବଣଭୋଜିର ମଜା ନେଉଛନ୍ତି ପର୍ଯ୍ୟଟକ । ଶିତ ବଢୁଥିବା ବେଳେ ପୁରୀ ବ୍ରହ୍ମଗିରିର ବାଲିହରଚଣ୍ଡୀ ପୀଠ ପାଲଟିଛି ପିକନିକ୍ ହବ । ବଣ ଭୋଜି କରିବା ନିମନ୍ତେ ସହରର…

ଆସନ୍ତାକାଲି ବିଶ୍ବକପ୍ ଫାଇନାଲ ମହାସଂଗ୍ରାମ: ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ସୁପର ସନଡେରେ ହେବ ସୁପର ଫାଇଟ୍ । ଆସନ୍ତକାଲି ରହିଛି ୨୦୨୩ ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍ । ଗୁଜୁରାଟ୍ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ  ଏହି ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାବେଳେ କାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର । ଯାହାକୁ ସାରା…

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ତିନିଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରରେ ଆଜି ଭୋରରୁ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରି ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ ବିତାଇବା ସହ ମଙ୍ଗଳ ଆଳତି ଦର୍ଶନ…

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି : ୧୨୦ଦିନ ମଧ୍ୟରେ କାମ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ : ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ଏନଓସି ।  ପ୍ରଥମେ ଗରୁଡ଼ସ୍ତମ୍ଭର ମରାମତି କାମ ଆରମ୍ଭ ହେବ। ୫ ବର୍ଷ ହେବ ଫାଟି ଆଁ କରିଛି ଶ୍ରୀମନ୍ଦିର ନାଟମଣ୍ଡପ ବିମ୍  । ଏଏସଆଇ ପକ୍ଷରୁ ମରାମତି କାର୍ଯ୍ୟ…

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି : ପ୍ରତି ୧୫ ଦିନରେ କାମର ଷ୍ଟାଟର୍ସ ରିପୋର୍ଟ ଦେବେ ଆମିକସ୍ କ୍ୟୁରୀ

ପୁରୀ : ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ  । ମରାମତି ଲାଗି ଏଏସଆଇକୁ କଡା ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ । ୫ ବର୍ଷ ହେବ ଫାଟି ଆଁ କରିଛି ଶ୍ରୀମନ୍ଦିର ନାଟମଣ୍ଡପ ବିମ୍  । ଦୁର୍ବଳ ବିମର ମରାମତି କାମ ପାଇଁ ୧୨୦ ଦିନ ସମୟ ଲାଗି ବୋଲି କହିଛନ୍ତି ଏଏସଆଇ…

ଏଣିକି ଅନ୍ତିମ ସଂସ୍କାର ପାଇଁ ସ୍ଵର୍ଗଦ୍ଵାରରେ ଆଗୁଆ କରିବେ ବୁକିଂ, ଆସିଲା ସ୍ଵର୍ଗଦ୍ଵାର ୱେବସାଇଟ

ପୁରୀ: ଏଣିକି ସ୍ଵର୍ଗଦ୍ଵାରରେ ଶବଦାହ ହେଲା ଆହୁରି ସହଜ । ଶବଦାହ ପାଇଁ ଆଉ କରିବାକୁ ପଡିବନି ଘଣ୍ଟା ଘଣ୍ଟା ଅପେକ୍ଷା । ଏବେ ଶବଦାହ ପୂର୍ବରୁ ଆଗୁଆ ସ୍ଥାନ ବୁକିଂ କରିବେ ଲୋକେ । ସ୍ଵର୍ଗଦ୍ଵାରରେ ଶବଦାହ ପାଇଁ ଆସିଲା ସ୍ଵର୍ଗଦ୍ଵାର ୱେବସାଇଟ । ଅନଲାଇନ ମାଧ୍ୟମରେ ଏହି ୱେବସାଇଟରେ ପଞ୍ଜିକରଣ…

ପୁରୀ ଷ୍ଟେସନ କୋଚିଂ ଡିପୋରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ପୁରୀ: ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଅଗ୍ନିକାଣ୍ଡ । ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି । ମରାମତି ପାଇଁ ଷ୍ଟେସନରେ ରଖାଯାଇଥିଲା ଏସି କୋଚ୍ । ଇଲେକ୍ଟ୍ରିକାଲ ମେଣ୍ଟେନାନ୍ସ ପାଇଁ ଆଜି ଷ୍ଟେସନକୁ ଆସିଥିଲା କୋଚ୍ । ହୁତୁହୁତୁ ହୋଇ କୋଚଟି ଜଳୁଥିବା ବେଳେ…

ନୂଆବର୍ଷରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ମନା

ପୁରୀ: ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ଜାନୁଆରୀ ୧ ତାରିଖରୁ ଏହି ନିୟମ ଲାଗୁ ହେବାକୁ ଯାଉଛି  । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ଛତିଶା ନିଯୋଗକୁ ଚିଠି ଲେଖିଛି । ବର୍ତ୍ତମାନ ଲୋକଙ୍କୁ ଏ ନେଇ ସଚେତନ କରାଯିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର…