Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜିଠୁ ମହାପଞ୍ଚୁକ ବ୍ରତ : ବଡ ଏକାଦଶୀରେ ଶ୍ରୀବିଗ୍ରହଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ :  ଆଜିଠୁ ଆରମ୍ଭ ହେଲା ମହାପଞ୍ଚୁକ ବ୍ରତ। ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର । ଆଜି ବଡ ଏକାଦଶୀରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ । ମହାପ୍ରଭୂଙ୍କର ଅବକାଶ ନୀତି ପରେ ଠାକୁରଙ୍କୁ ସୁନା ବେଶରେ ସଜ୍ଜିତ କରାଯାଇଛି । ସେହିଭଳି ଦ୍ୱାଦଶରେ ବାଙ୍କଚୁଡା…

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରା ମାଡ, କାରଣ ଅସ୍ପଷ୍ଟ

ପୁରୀ: ପୁରୀରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ ହୋଇଛି । କାରଣ ଅସ୍ପଷ୍ଟ ଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ପୁରୀ ପୋଲିସ ହାଇସ୍କୁଲରେ ଦେଖିବାକୁ ମିଳିଛି ଏହି ଘଟଣା । ତେବେ ଆହତ ଛାତ୍ର ଜଣକ ଦଶମ ଶ୍ରେଣୀର ମୁନା ସାହୁ ହୋଇଥିବା…

ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି କମିଟି ବୈଠକ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ପଞ୍ଚୁକ ପାଇଁ ନୀତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ଦେଇ କହିଛନ୍ତି ପଞ୍ଚୁକ ସମୟରେ ହବିଷ୍ୟାଳୀଙ୍କ ପାଇଁ ସେଡ୍ ର ବ୍ୟବସ୍ଥା ହେବ। ଗତକାଲି ମୋର…

ପବିତ୍ର ଅଁଳା ନବମୀ, ଶ୍ରୀରାଧାଙ୍କ ପାଦ ଦର୍ଶନ ପାଇଁ ଚଳଚଞ୍ଚଳ ଗୋପାଳଜୀଉ ମନ୍ଦିର

ପୁରୀ: ଆଜି ପବିତ୍ର ଅଁଳା ନବମୀ । ସେଥିପାଇଁ ସାକ୍ଷୀଗୋପାଳର ଗୋପାଳଜିଉ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ବର୍ଷକରେ ଥରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ଦର୍ଶନ ଲାଗି ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି । ପୂର୍ବବର୍ଷ ଭଳି ରାଧାଙ୍କ ପାଦ ସ୍ପର୍ଶ ଉପରେ କଟକଣା ରହିଥିବା ବେଳେ…

ଆଜି ପବିତ୍ର ଅଁଳା ନବମୀ : ସାକ୍ଷୀଗୋପାଳରେ ଓଡିଆଣୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀରାଧା

ପୁରୀ : ଆଜି ପବିତ୍ର ଅଁଳାନବମୀ  । ରାଧାପାଦ ଦର୍ଶନ ଲାଗି ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ନୀତିକାନ୍ତି ସରିବା ପରେ ଭୋର୍ ୫ଟାରୁ ଭକ୍ତମାନେ ଧାଡି ବାନ୍ଧି ରାଧା ପାଦ ଦର୍ଶନ କରୁଛନ୍ତି । ବିଶ୍ବାସ ରହିଛି ଏହି ଦିନ ରାଧା ପାଦ…

ସ୍ୱାସ୍ଥ୍ୟଗତ ଅବ୍ୟବସ୍ଥାକୁ ନେଇ ବିଭିନ୍ନ ଦାବି, ଜିଲ୍ଲାପାଳ ଅଫିସ ଘେରାଉ କଲେ ଯୁବ କଂଗ୍ରେସ କର୍ମୀ

ପୁରୀ: ସ୍ୱାସ୍ଥ୍ୟଗତ ଅବ୍ୟବସ୍ଥାକୁ କେନ୍ଦ୍ର କରି ଅନେକ ଦାବି ସହ ପୁରୀ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛି ପୁରୀ ଜିଲ୍ଲା ଯୁବକଂଗ୍ରେସ। ଶତାଧିକ ଯୁବ କଂଗ୍ରେସ କର୍ମୀ ଏକ ଶୋଭାଯାତ୍ରାରେ ପୁରୀ ଅନନ୍ୟା ରିସର୍ଟ ହୋଟେଲ ନିକଟରୁ ବାହାରି ପୁରୁଣା ସଦର ଥାନା…

ଐତିହ୍ୟକୁ ନଷ୍ଟ ନକରି ପ୍ରକଳ୍ପ କରାଯାଉ : ବିଶ୍ବଭୂଷଣ ହରିଚନ୍ଦନ

ପୁରୀ : ପରିକ୍ରମା ପ୍ରକଳ୍ପ , ଚାରିଦ୍ବାର ଖୋଲିବା , ଭିଡ ମଧ୍ୟରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରିଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ  । ପ୍ରତିଦିନ ପୁରୀକୁ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ଆସୁଛନ୍ତି  । କିନ୍ତୁ ଶ୍ରୀଜିଉଙ୍କୁ ଦର୍ଶନ କରିବା…

କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି : ଲମ୍ବା ଲାଇନରେ ଛିଡା ହୋଇ ଅଚେତ୍ ହେଲେ ଭକ୍ତ

ପୁରୀ: ଚାଲିଛି ଧର୍ମମାସ କାର୍ତ୍ତିକ  । ଆଉ ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର । ପୁରୀ ଶ୍ରୀମନ୍ଦିରରେ ଦର୍ଶନ କରିବାକୁ ଭକ୍ତଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଲମ୍ବା ଲାଇନରେ ଛିଡା ହୋଇ ମହାପ୍ରଭୂଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଏଭଳି ପରିସ୍ଥିତିରେ ଜଣେ…

ବାଲୁକା କଳାରେ ବିଶ୍ୱକପ୍ ଶୁଭେଚ୍ଛା, ଗୁଡ୍ ଲକ୍ ଟିମ୍ ଇଣ୍ଡିଆ

ପୁରୀ :  ଆଜି ରହିଛି ୨୦୨୩ ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍ । ଗୁଜୁରାଟ୍ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର । ଯାହାକୁ ସାରା ବିଶ୍ବବାସୀ ଉତ୍ସୁକତାର ସହ ଚାହିଁ ବସିଛନ୍ତି…

ଆସ ବୁଲିଯିବା ଓଡିଶା: ନଦୀ ଓ ସମୁଦ୍ରର ମିଳନ ସ୍ଥଳରେ ବିରାଜିଛନ୍ତି ମା’ ବାଲିହରଚଣ୍ଡୀ

ପୁରୀ: ଆସିଛି ପିକନିକ ଋତୁ । ବିଭିନ୍ନ ପର୍ଯ୍ୟଟନ ସ୍ଥଳିରେ ଜମୁଛି ଲୋକଙ୍କ ଭିଡ଼ । ପ୍ରାକୃତିକ ସୋନ୍ଦର୍ଯ୍ୟର ଭରପୁର ମଜା ନେବା ସହ ବଣଭୋଜିର ମଜା ନେଉଛନ୍ତି ପର୍ଯ୍ୟଟକ । ଶିତ ବଢୁଥିବା ବେଳେ ପୁରୀ ବ୍ରହ୍ମଗିରିର ବାଲିହରଚଣ୍ଡୀ ପୀଠ ପାଲଟିଛି ପିକନିକ୍ ହବ । ବଣ ଭୋଜି କରିବା ନିମନ୍ତେ ସହରର…