Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଉତ୍ତର ଦ୍ୱାରରେ ବିଶ୍ରାମ ଗୃହ

ପୁରୀ: ଏଣିକି ବିନା କଷ୍ଟରେ ଜଗା ଦର୍ଶନ କରିପାରିବେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁ। କାରଣ ଠାକୁର ଦର୍ଶନ ଲାଗି ଶ୍ରୀମନ୍ଦିର ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଏଁସା ଗାଁ ନିକଟରେ ଫସି ରହିଛି ଯାତ୍ରୀ ବାହି ଘାଟ ଡ଼ଙ୍ଗା ।ଡଙ୍ଗାରେ ୩୦ ଜଣ ଯାତ୍ରୀ ଥିବା ବେଳେ ୧୦ଟି ବାଇକ୍ ମଧ୍ୟ ଥିଲା ।ସାତପଡାରୁ ଜହ୍ନିକୁଦ ଅଭିମୁଖେ ଏହି ଯାତ୍ରୀବାହୀ ଡଙ୍ଗାଟି ବାହାରିଥିବା…

ପବିତ୍ର ଦୀପାବଳିରେ ମା ଦକ୍ଷୀଣକାଳୀଙ୍କ ଓଲଟା ଚିତ୍ର ଆଙ୍କି ଶୁଭେଚ୍ଛା ଜଣାଇଲେ ପୁରୀର ଯୁବଶିଳ୍ପୀ ଆୟୁଷ ମହାପାତ୍ର

ପୁରୀ : ଆଜି ପବିତ୍ର ଦୀପାବଳି ଅମାବାସ୍ୟା ଓ କାଳୀପୂଜା। ଏହି ଉପଲକ୍ଷେ ପୁରୀର ଯୁବଶିଳ୍ପୀ ଆୟୁଷ ମହାପାତ୍ର ପୁରୀ ବିରଗୋବିନ୍ଦପୁରସ୍ଥିତ ମା ଦକ୍ଷୀଣକାଳୀଙ୍କ ଓଲଟା ଚିତ୍ର କରି ଦର୍ଶକଙ୍କୁ ନିଆରା ଭେଟି ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପର୍ବପର୍ବାଣି ମାନଙ୍କରେ ଆୟୁଷ ଯେଉଁଭଳି ଭାବେ ଦୁଇହାତରେ…

ଆଜି ଆଲୋକର ପର୍ବ ଦୀପାବଳି , ଉତ୍ସବମୂଖର ଗାଁଠୁ ସହର: ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ ସହ ବଡବଡୁଆ ଡାକିଲେ ଶ୍ରଦ୍ଧାଳୁ

ପୁରୀ : ଆଜି ଆଲୋକର ପର୍ବ ଦୀପାବଳୀ  । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର  । ସବୁଠି ଭକ୍ତମୟ ପରିବେଶ  । ମାଆ କାଳୀଙ୍କ ଆବାହନ ଲାଗି ସବୁଠି ଚାଲିଛି ପ୍ରସ୍ତୁତି । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘରଠୁ ଅଫିସ୍ । ଆଜି ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ବଡବଡୁଆଙ୍କ…

ପୟା ଶ୍ରାଦ୍ଧ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ

ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ । ଏହି ଅବସରରେ ସିଂହ…

ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଫାଇଭ ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ : ନିର୍ଦ୍ଧାରିତ ସମୟ ମଧ୍ୟରେ କାମ…

ପୁରୀ : ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ…

ଶ୍ରୀମନ୍ଦିରରେ ଠେଲାପେଲା, ୧୦ ଆହତ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ଆଜି ସକାଳେ ମଙ୍ଗଳ ଆଳତି ସମୟରେ ଭିଡ ଅଧିକ ଥିବାରୁ ଠେଲାପେଲାରେ ୧୦ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତ ଶ୍ରଦ୍ଧାଳୁଙ୍କୁ ପୁରୀ ବଡ ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା ବେଳେ ସମସ୍ତଙ୍କ ପ୍ରାଥମିକ ଚିକିତ୍ସା ପରେ…

ପୋଲିସର ନିଦ ହଜେଇଥିଲା ଲୁଟେରା ପାଟୁ, ଶେଷରେ ହେଲା ଗିରଫ

ପୁରୀ: ଦିର୍ଘଦିନ ଧରି ପୁରୀ ପୋଲିସର ନିଦ ହଜେଇଥିବା ଲୁଟେରା ପାଟୁ ଓରଫ ଶାହାଜାହାନ ଖାନକୁ ଗିରଫ କରିଛି ପୁରୀ ପୋଲିସ୍ । ତା’ସହ ତାର ସହଯୋଗୀ ଆନନ୍ଦ ବିଶୋଇକୁ ମଧ୍ୟ ଗିରଫ କରିଛି ପୋଲିସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଅତିରିକ୍ତ ଏସପି ସୁଶିଲ ମିଶ୍ର ।…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ।…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ…