Latest Odisha News

BREAKING NEWS

Browsing Category

ପୁରୀ

Puri

ଏସିୟ କ୍ରିଡାରେ ଓଡିଶା ପାଇଁ ଗୌରବ ଆଣିଲେ ଓଡିଆ ପୁଅ କିଶୋର, ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ…

ପୁରୀ: ଏସିୟ କ୍ରିଡାରେ ଓଡିଶା ପାଇଁ ଗୌରବ ଆଣିଛନ୍ତି ଓଡିଆ ପୁଅ କିଶୋର କୁମାର । ଜାଭେଲିନ ଥ୍ରୋରେ ରୌପ୍ୟ ଜିତି ଓଡିଶା ପାଇଁ ଇତିହାସ ରଚିଛନ୍ତି କିଶୋର । ୮୭.୫୪ ମିଟର ଦୂରତାକୁ ଜାଭେଲିନ ଥ୍ରୋ କରି କିଶୋର ପାଇଛନ୍ତି ଏହି ସଫଳତା । ସେପଟେ ଏସିଆନ ରୌପ୍ୟ ବିଜୟୀ ଓଡ଼ିଆ ପୁଅ କିଶୋର ଜେନାଙ୍କୁ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।…

ବିଶ୍ୱ ଅନ୍ତରୀକ୍ଷ ସପ୍ତାହ: ପ୍ରଥମଥର ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା କାର୍ଯ୍ୟକ୍ରମ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ବଶ୍ୱ ଅନ୍ତରୀକ୍ଷ ସପ୍ତାହ । ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇସ୍ରୋ ଶ୍ରୀହରିକୋଟା ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଡେପୁଟି ନିର୍ଦ୍ଦେଶକ ପି.ସୁନୀଲ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ…

କାର୍ତ୍ତିକ ବ୍ରତ: ହବିଷ୍ୟାଳିଙ୍କ ପାଇଁ ଆଜି ଠାରୁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ ସହ ଅନ୍ୟ ତିନୋଟି ସ୍ଥାନରେ ହବିଷ୍ୟାଳି ଶିବିରରେ…

ବାଲୁକା କଳାରେ ସ୍ଵଛତା ହିଁ ସେବାର ବାର୍ତ୍ତା ଦେଲେ ବାଲୁକାଶୀଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ଆଜି ସାରା ଦେଶ ପାଳୁଛି ସ୍ଵଛତା ହିଁ ସେବା ପକ୍ଷ । ସ୍ୱାଧୀନତା ଦିବସରୁ ଆରମ୍ଭ ହୋଇ ଏହା ଗାନ୍ଧୀ ଜୟନ୍ତୀ ଅର୍ଥାତ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚଳିତବର୍ଷ ସ୍ଵଛତା ହିଁ ସେବା ପକ୍ଷର ଥିମ ରହିଛି GARBAGE FREE INDIA । ଆଜିର…

ଆମ୍ବୁଲାନ୍ସ ଭିତରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ଭିନ୍ନକ୍ଷମ ମହିଳା

ପୁରୀ : ପୁରୀରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଆମ୍ବୁଲାନ୍ସ ଭିତରେ ଜଣେ ମହିଳା ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି  । କିଛି ଦିନ ତଳେ  ମହିଳା ଜଣଙ୍କୁ ବଡଦାଣ୍ଡ ପାଖ ମାଳିଯାଗା ପାଖରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ମହିଳା ଜଣଙ୍କ ଏକ ଆଶ୍ରୟ ସ୍ଥଳୀରେ ରହୁଥିବା ବେଳେ…

ଆଜିଠୁ ପିତୃପକ୍ଷ: ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି ପିତୃପକ୍ଷ । ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ…

ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ରାୟ: କାର୍ଯ୍ୟକାରିତା ଓ ସ୍ବଚ୍ଛତାକୁ ନେଇ ତଥାପି ରହିଛି…

ପୁରୀ: ରତ୍ନଭଣ୍ଡାର ସୁରକ୍ଷା ସମ୍ପର୍କିତ ମାମଲାରେ ଆଜି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ହାଇ ପାଓ୍ବାର କମିଟି ଗଠନ କରିବା ଲାଗି ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  । ୨୦୧୮ ମସିହାରେ ରତ୍ନଭଣ୍ଡାର ଖୋଲିବାକୁ ନେଇ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ବି ରାଜ୍ୟ…

କୃଷି ବୈଜ୍ଞାନିକ ଏମ ଏସ୍ ସ୍ବାମୀନାଥନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ

ପୁରୀ: ବିଶିଷ୍ଟ କୃଷି ବୈଜ୍ଞାନିକ ଏମ ଏସ ସ୍ଵାମୀନାଥନ ଙ୍କ ପରଲୋକ ଘଟିଛି  ।  ତାଙ୍କ ମୃତ୍ୟୁରେ ସାରା ଦେଶରେ ଶୋକ ର ଛାୟା ଖେଳି ଯାଇଛି। ବିଭିନ୍ନ ମହଲ ରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା ଚିତ୍ରକଳା ମାଧ୍ୟମରେ ଏମ ଏସ୍…

ପବିତ୍ର ଭାଗବତ ଜନ୍ମ: ଚଳଚଞ୍ଚଳ ନୀଳକନ୍ଦରର କୋଣଅନୁକୋଣ

ପୁରୀ: ଆଜି ପବିତ୍ର ଭାଗବତ ଜନ୍ମ ଓ ଇନ୍ଦୁପୂର୍ଣ୍ଣିମା । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପ୍ରତି ଗାଁ ଓ ସହର । ଏପଟେ ଭାଗବତ ଜନ୍ମ ଉପଲକ୍ଷେ ପୁରୀ…