Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ : ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ ଟ୍ରେନ୍

ପୁରୀ:  ଟ୍ରାଏଲ ରନ କରିଛି ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ଆଜି ଭୋର ୫ଟାରୁ ଟ୍ରାଏଲ ରନ ଆରମ୍ଭ କରିଛି ଏହି ସେମି ହାଇସ୍ପିଡ଼ ଟ୍ରେନ । ଏହା ୧୨ଟା ୪୫ ରେ ରାଉରକେଲାରେ ପହଞ୍ଚିବ  । ପ୍ରାୟ ୬ଘଣ୍ଟାରେ ରାଉରକେଲା ପହଁଚିବାକୁ ଥିବା ଏହି ଏକ୍ସପ୍ରେସ ଟ୍ରେନ ଟି ପରେ ଅହରାହ୍ଣ ୨ଟା…

ବାଲୁକାରେ ୧ ହଜାର ଷ୍ଟିଲ ବାସନରେ ଗଣେଶ ମୂର୍ତ୍ତି ନିର୍ମାଣ କରି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ  । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ ଗଜାନନ  । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି କରାଯାଇଛି  । ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ବେଶ୍ ଧୂମଧାମ…

ଆସୁଛି ଧର୍ମ ମାସ କାର୍ତ୍ତିକ, ଆରମ୍ଭ ହେଲାଣି ପ୍ରସ୍ତୁତି

ପୁରୀ: ଆଗକୁ ଆସୁଛି ଧର୍ମ ମାସ କାର୍ତ୍ତିକ ମାସ । ସେଥିପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ପ୍ରସ୍ତୁତି । ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ କାର୍ତ୍ତିକ ମାସରେ ହବିଶ୍ୟାଳି ମାନଙ୍କ ପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ  । ସେଥିପାଇଁ ଆଜିଠୁ ଆରମ୍ଭ ହୋଇଛି…

ଆସୁଛନ୍ତି ମା’, ଖିଲି ଖିଲି ହସିଲାଣି କାଶତଣ୍ଡି

ଡେଲାଙ୍ଗ: ଋତୁଚକ୍ର ପରିବର୍ତ୍ତନର ତାଳେତାଳେ ବଦଳିଥାଏ ପ୍ରକୃତିର ଚିତ୍ର । ଶରତର ଆଗମନରେ ପାର୍ବଣର ବାର୍ତ୍ତା ନେଇ ଧରା ପୃଷ୍ଠରେ ତା’ର ପସରା ମେଲିଥାଏ କାଶତଣ୍ଡି । ପ୍ରକୃତିର ଏଇ ଅମୂଲ୍ୟ ଉପହାର ଦେଖାଦିଏ ବିଲମାଳ, ରାସ୍ତାକଡ, ନଈପଠା ଓ ଖାଲୁଅ ଜମିରେ । ନୀଳ ଆକାଶର ତଳେ ହସୁଥାଏ ଶୁଭ୍ର…

ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା, ଭର୍ଚୁଆଲରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର ।  ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ କରିବେ କେନ୍ଦ୍ର ସରକାର । ପ୍ରାୟ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଛା ଜଣାଇଲେ ଭାସ୍କର୍ଯ୍ୟ ଶିଳ୍ପୀ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୩ତମ ଜନ୍ମ ଦିବସ । ମୋଦିଙ୍କ ଜନ୍ମଦିବସ ଅବସରରେ ଚାରିଆଡୁ ଛୁଟୁଛି ଶୁଭେଛାର ସୁଅ । ତେବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନର ଶୁଭେଛା ଜଣାଇଛନ୍ତି ପୁରୀ ଅଠରନଳାର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ । ୭୩ ତମ ଜନ୍ମ ଦିନ…

ଆଜି ପ୍ରଧାନମନ୍ତ୍ରୀଙ୍କ ୭୩ତମ ଜନ୍ମଦିନ: ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପବିତ୍ର ବିଶ୍ବକର୍ମା ପୂଜା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମଦିନ। ଏହି ଅବସରରେ ଆଜିଠାରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ବିଶ୍ବକର୍ମା ଯୋଜନା  ।  ସାରା ଭାରତରେ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି  । ୧୯୫୦ ମସିହା ଆଜିର ଦିନରେ…

ପୁରୀ ଗସ୍ତରେ ଆସୁଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଅପରାହ୍ନ ୫.୧୦ରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ସ୍ଥିତ ରାଜଭବନରେ ପହଞ୍ଚିବେ । ପରେ ସେଠାରେ କିଛି ସମୟ ବିଶ୍ରାମ କରି ସଂଧ୍ୟା ୬ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ…

ଭାଙ୍ଗିଲା ଅଚଳାବସ୍ଥା, ସ୍ଵଭାବିକ ହେଲା ମହାପ୍ରଭୁଙ୍କ ନିତୀକାନ୍ତି

ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ପରେ…

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ, ଆତଙ୍କିତ ଅବସ୍ଥାରେ ଲୋକେ

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ । ପୁରୀ ଜିଲ୍ଲା ନିକଟସ୍ଥ ପିପିଲି ବ୍ଲକର ବାଲିଗାଁ ନଦୀବନ୍ଧରେ ଏକ ଫାଟ ସୃଷ୍ଟି ହେଇଛି । ଫାଟଟି ପ୍ରାୟେ ୪ଶହ ମିଟର ଲମ୍ବ ବୋଲି ଜଣାପଡିଛି । ଯେହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ପିପିଲି ବ୍ଲକର ୪ଟି ପଞ୍ଚାୟତ ବାସିନ୍ଦା । ନଦୀବନ୍ଧର ଏଭଳି ଅବସ୍ଥା ଦେଖି…