Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ବାମନ ଜନ୍ମ ନୀତି, ସେପଟେ ରାଜନଅରରେ ପାଳନ ହେବ ସୁନିଆଁ ପର୍ବ

ପୁରୀ: ଭାଦ୍ରବ ମାସ ଶୁକ୍କପକ୍ଷ ଦ୍ୱାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ସେପଟେ ରାଜନଅରରେ ଆଜି ରାତିରେ ସୁନିଆଁ ପର୍ବ ପାଳିତ ହେବ । ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ ଓ ନୂଆ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି । ମହାରାଜଙ୍କ ଶାସନର ୬୬ ଅଙ୍କ ଓ ୧୪୩୧…

ଜେଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ୫ଦଫା ଦାବିନେଇ ପ୍ରତିବାଦ କରୁଛନ୍ତି ନିଖିଳ ଓଡିଶା କାରା କର୍ମଚାରୀ ମହାସଂଘ

ପୁରୀ: ୫ ଦଫା ଦାବିନେଇ ଜେଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ପ୍ରତିବାଦ କରୁଛି ନିଖିଳ ଓଡିଶା କାରା କର୍ମଚାରୀ ମହାସଂଘ । ରାଜ୍ୟର ସମସ୍ତ ଜିଲ୍ଲାର କାରା କର୍ମଚାରୀ ମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ସମସ୍ତ ଜିଲ୍ଲାର ଜେଲ କାର୍ଯ୍ୟାଳୟ ସମ୍ମୁଖରେ କଳାବ୍ୟାଜ ପିନ୍ଧି ଧାରଣାରେ…

ଅକ୍ଟୋବର ୩ରେ ଓଡିଶା ବନ୍ଦ ଡାକରା: ସମର୍ଥନ ଜଣାଇଲେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ

ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ ଓ ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା । କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି ସେନାର…

ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ । ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ…

ଡାକ୍ତରୀ ଛାତ୍ର ନାମଲେଖାରେ ବ୍ୟାପକ ଅନିୟମିତତା: ପ୍ରିନ୍ସପାଲଙ୍କ ବିରୁଦ୍ଧରେ ଭିଜିଲାନ୍ସର ଦ୍ୱାରସ୍ଥ ହେଲା ଜିଲ୍ଲା…

ପୁରୀ: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବଡଧରଣର କେଳେଙ୍କାରୀ । ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ ପାଇଁ କଲେଜରେ ଆଡମିଶନ ନେଇଛନ୍ତି ଛାତ୍ରଛାତ୍ରୀ । ଯାହାକୁ ନେଇ ପୂର୍ବରୁ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ କଲେଜର ପ୍ରିନ୍ସପାଲ୍ ସୁଦର୍ଶନ ବେହେରାଙ୍କ…

ଶ୍ରୀମନ୍ଦିର ଚାରିଦ୍ବାର ଖୋଲାଯିବା ପ୍ରସଙ୍ଗ : ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦୁଆର ଖୋଲାଯିବା ପ୍ରସଙ୍ଗ  । ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଦାବି କରି ଆସନ୍ତା ମାସ ଅକ୍ଟୋବର ୩ ତାରିଖରେ ଓଡିଶା ବନ୍ଦ ଡାକରା ଦେଇଛି ଶ୍ରୀଜଗନ୍ନାଥ ସେନା। କାଳିଆ ଠାକୁର ଓ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି ସେନାର…

ବାଲୁକା କଳାରେ ନୂଆଁଖାଇ ଜୁହାର ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ପର୍ବ  ନୂଆଁଖାଇ  ।  ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିଛି  ।   ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ ଲିପାପୋଛା କରାଯାଇଛି  । ଘରେ ଘରେ…

ଆଜି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ : ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ ଟ୍ରେନ୍

ପୁରୀ:  ଟ୍ରାଏଲ ରନ କରିଛି ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ଆଜି ଭୋର ୫ଟାରୁ ଟ୍ରାଏଲ ରନ ଆରମ୍ଭ କରିଛି ଏହି ସେମି ହାଇସ୍ପିଡ଼ ଟ୍ରେନ । ଏହା ୧୨ଟା ୪୫ ରେ ରାଉରକେଲାରେ ପହଞ୍ଚିବ  । ପ୍ରାୟ ୬ଘଣ୍ଟାରେ ରାଉରକେଲା ପହଁଚିବାକୁ ଥିବା ଏହି ଏକ୍ସପ୍ରେସ ଟ୍ରେନ ଟି ପରେ ଅହରାହ୍ଣ ୨ଟା…

ବାଲୁକାରେ ୧ ହଜାର ଷ୍ଟିଲ ବାସନରେ ଗଣେଶ ମୂର୍ତ୍ତି ନିର୍ମାଣ କରି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ  । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ ଗଜାନନ  । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି କରାଯାଇଛି  । ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ବେଶ୍ ଧୂମଧାମ…

ଆସୁଛି ଧର୍ମ ମାସ କାର୍ତ୍ତିକ, ଆରମ୍ଭ ହେଲାଣି ପ୍ରସ୍ତୁତି

ପୁରୀ: ଆଗକୁ ଆସୁଛି ଧର୍ମ ମାସ କାର୍ତ୍ତିକ ମାସ । ସେଥିପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ପ୍ରସ୍ତୁତି । ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ କାର୍ତ୍ତିକ ମାସରେ ହବିଶ୍ୟାଳି ମାନଙ୍କ ପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ  । ସେଥିପାଇଁ ଆଜିଠୁ ଆରମ୍ଭ ହୋଇଛି…