Latest Odisha News
Browsing Category

ପୁରୀ

Puri

ଆସୁଛନ୍ତି ମା’, ଖିଲି ଖିଲି ହସିଲାଣି କାଶତଣ୍ଡି

ଡେଲାଙ୍ଗ: ଋତୁଚକ୍ର ପରିବର୍ତ୍ତନର ତାଳେତାଳେ ବଦଳିଥାଏ ପ୍ରକୃତିର ଚିତ୍ର । ଶରତର ଆଗମନରେ ପାର୍ବଣର ବାର୍ତ୍ତା ନେଇ ଧରା ପୃଷ୍ଠରେ ତା’ର ପସରା ମେଲିଥାଏ କାଶତଣ୍ଡି । ପ୍ରକୃତିର ଏଇ ଅମୂଲ୍ୟ ଉପହାର ଦେଖାଦିଏ ବିଲମାଳ, ରାସ୍ତାକଡ, ନଈପଠା ଓ ଖାଲୁଅ ଜମିରେ । ନୀଳ ଆକାଶର ତଳେ ହସୁଥାଏ ଶୁଭ୍ର…

ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା, ଭର୍ଚୁଆଲରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର ।  ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ କରିବେ କେନ୍ଦ୍ର ସରକାର । ପ୍ରାୟ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଛା ଜଣାଇଲେ ଭାସ୍କର୍ଯ୍ୟ ଶିଳ୍ପୀ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୩ତମ ଜନ୍ମ ଦିବସ । ମୋଦିଙ୍କ ଜନ୍ମଦିବସ ଅବସରରେ ଚାରିଆଡୁ ଛୁଟୁଛି ଶୁଭେଛାର ସୁଅ । ତେବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନର ଶୁଭେଛା ଜଣାଇଛନ୍ତି ପୁରୀ ଅଠରନଳାର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ । ୭୩ ତମ ଜନ୍ମ ଦିନ…

ଆଜି ପ୍ରଧାନମନ୍ତ୍ରୀଙ୍କ ୭୩ତମ ଜନ୍ମଦିନ: ବାଲୁକାକଳା ଜରିଆରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପବିତ୍ର ବିଶ୍ବକର୍ମା ପୂଜା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମଦିନ। ଏହି ଅବସରରେ ଆଜିଠାରୁ ଦେଶରେ ଆରମ୍ଭ ହେବାକୁ ଯାଉଛି ବିଶ୍ବକର୍ମା ଯୋଜନା  ।  ସାରା ଭାରତରେ ତାଙ୍କର ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି  । ୧୯୫୦ ମସିହା ଆଜିର ଦିନରେ…

ପୁରୀ ଗସ୍ତରେ ଆସୁଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଅପରାହ୍ନ ୫.୧୦ରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ସ୍ଥିତ ରାଜଭବନରେ ପହଞ୍ଚିବେ । ପରେ ସେଠାରେ କିଛି ସମୟ ବିଶ୍ରାମ କରି ସଂଧ୍ୟା ୬ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ…

ଭାଙ୍ଗିଲା ଅଚଳାବସ୍ଥା, ସ୍ଵଭାବିକ ହେଲା ମହାପ୍ରଭୁଙ୍କ ନିତୀକାନ୍ତି

ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ପରେ…

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ, ଆତଙ୍କିତ ଅବସ୍ଥାରେ ଲୋକେ

ଭୁଶୁଡିଲା ଭାର୍ଗବୀ ନଦୀବନ୍ଧ । ପୁରୀ ଜିଲ୍ଲା ନିକଟସ୍ଥ ପିପିଲି ବ୍ଲକର ବାଲିଗାଁ ନଦୀବନ୍ଧରେ ଏକ ଫାଟ ସୃଷ୍ଟି ହେଇଛି । ଫାଟଟି ପ୍ରାୟେ ୪ଶହ ମିଟର ଲମ୍ବ ବୋଲି ଜଣାପଡିଛି । ଯେହାକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ପିପିଲି ବ୍ଲକର ୪ଟି ପଞ୍ଚାୟତ ବାସିନ୍ଦା । ନଦୀବନ୍ଧର ଏଭଳି ଅବସ୍ଥା ଦେଖି…

ଆଜି ସପ୍ତପୁରୀ ଅମାବସ୍ୟା, ଶ୍ରୀଜିଉଙ୍କ ପାଖରେ ଲାଗି ହେବ ସପ୍ତପୁରୀ ଭୋଗ

ପୁରୀ; ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା, କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ ଡ଼ଙ୍ଗା ତିଆରି କାରଖାନା ନିକଟ ବେହେରା ସାହି ଠାରେ କିଛି ଦୁର୍ବୁତ୍ତ…

ପ୍ରସ୍ତୁତ ହେଲା ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା, ମାଗଣା ମହାପ୍ରସାଦ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଦାବି

ପୁରୀ: ଶ୍ରୀମନ୍ଦିରର ଆନନ୍ଦବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଆନନ୍ଦବଜାର ଶୃଙ୍ଖଳା କମିଟି ଓ ସୁଆର ମହାସୁଆର ନିଯୋଗର ମିଳିତ ଉଦ୍ୟମରେ କରାଯାଇଛି ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା । ମହାପ୍ରସାଦ ରନ୍ଧାଯିବା ପରେ ହୋଇଥିବା ଖର୍ଚ୍ଚକୁ…