Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ମେଡିକାଲ କଲେଜ ରାଗିଂ ଘଟଣା : ତୁରନ୍ତ ତଦନ୍ତ ସାରି କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ଏସପି

ପୁରୀ : ପୁରୀ ମେଡିକାଲ କଲେଜ ରାଗିଂ ଘଟଣାକୁ ନେଇ ବଢିଛି ଚର୍ଚ୍ଚା । ତେବେ ରାଗିଂ ମାମଲା ସାମ୍ନାକୁ ଆସିବା ପରେ ୩ ଜଣ ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ଏତଲା ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଆଣ୍ଟି ରାଗିଂ କମିଟି ତରଫରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ୩ ଜଣ ସିନିଅରଙ୍କୁ…

ପୁରୀ ସମୁଦ୍ରରେ ଅଘଟଣ: ଗାଧୋଉଥିବା ବେଳେ ବୁଡ଼ି ଗଲେ ପରିବାରର ୫ ସଦସ୍ୟ

ପୁରୀ; ପୁରୀ ବେଳାଭୂମୀରେ ପୁଣି ଅଘଟଣ। ସମୁଦ୍ରରେ ବୁଡିଗଲେ ପରିବାରର ୫ ସଦସ୍ୟ । ବୁଡିଯାଉଥିବା ବେଳେ ୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ଲାଇଫଗାର୍ଡ। ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ବେଳେ ସେକ୍ଟର ୯ ବେଳାଭୂମିରେ ଗାଧୋଉଥିବା ବେଳେ ଏକ ବଡ ଲହଡି କାରଣରୁ ବୁଡ଼ିଯାଉଥିଲେ ଗୋଟିଏ…

ଡାକ୍ତରଖାନାରେ ମିଳିଲାନି ଷ୍ଟ୍ରେଚର; ସ୍ତ୍ରୀଙ୍କୁ କାନ୍ଧରେ ବୋହି ନେଲେ ବୃଦ୍ଧ ସ୍ୱାମୀ

ପୁରୀ: ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ରେ ଅଭାବନୀୟ ଘଟଣା l ମିଳିଲାନି ଷ୍ଟ୍ରେଚର କି ହୁଇଲଚେୟାର ।  କାନ୍ଧରେ ଅସୁସ୍ଥ ସ୍ତ୍ରୀକୁ ବୋହିନେଲେ ସ୍ଵାମୀ । ଅସୁସ୍ଥ ବୃଦ୍ଧା ଜଣକ ହେଲେ ମଧ୍ୟପ୍ରଦେଶ ର ୬୫ବର୍ଷୀୟା କାଲାବାଇ l ବୃଦ୍ଧାଜଣକୁ ତାଙ୍କ ସ୍ୱାମୀ କାନ୍ଧରେ ବୋହି ନେଉଥିବା ଦୃଶ୍ୟ ଏବେ…

କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର…

ତୁଟିଲା ବନକଲାଗି ନୀତି ବିବାଦ, ଆସନ୍ତା ୯ରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଖବର ଅନୁଯାୟୀ, ଦୀର୍ଘ ଏକ ମାସ ଧରି…

ଆଜି ପବିତ୍ର ହରିଶୟନ ଏକାଦଶୀ, ୪ମାସ ଯାଏଁ ଶୋଇବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ହରିଶୟନ ଏକାଦଶୀ ଉପଲକ୍ଷେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର

ପୁରୀ: ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର । ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀବାସୀଙ୍କ ପାଇଁ ଏହି ଦ୍ୱାର ଖୋଲାଯାଇଛି । ପଶ୍ଚିମଦ୍ୱାର ଆଜି ଖୋଲିବା ପରେ ପୁରୀ ବାସିନ୍ଦା ପରଚିୟ ପତ୍ର ଦେଖାଇ ମନ୍ଦିରରେ ପ୍ରବେଶ କରି…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।