Latest Odisha News

BREAKING NEWS

Browsing Category

ପୁରୀ

Puri

କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର…

ତୁଟିଲା ବନକଲାଗି ନୀତି ବିବାଦ, ଆସନ୍ତା ୯ରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଖବର ଅନୁଯାୟୀ, ଦୀର୍ଘ ଏକ ମାସ ଧରି…

ଆଜି ପବିତ୍ର ହରିଶୟନ ଏକାଦଶୀ, ୪ମାସ ଯାଏଁ ଶୋଇବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ହରିଶୟନ ଏକାଦଶୀ ଉପଲକ୍ଷେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର

ପୁରୀ: ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର । ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀବାସୀଙ୍କ ପାଇଁ ଏହି ଦ୍ୱାର ଖୋଲାଯାଇଛି । ପଶ୍ଚିମଦ୍ୱାର ଆଜି ଖୋଲିବା ପରେ ପୁରୀ ବାସିନ୍ଦା ପରଚିୟ ପତ୍ର ଦେଖାଇ ମନ୍ଦିରରେ ପ୍ରବେଶ କରି…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀମନ୍ଦିର ସହିତ ଜଡ଼ିତ ଗୁପ୍ତ କଥା, ଜାଣିଲେ ଆଶ୍ଚର୍ଯ୍ୟ ହେବେ ଆପଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ସମସ୍ତେ ଜାଣିଛନ୍ତି। କିନ୍ତୁ ଏହି ମନ୍ଦିରରେ ଆଜି ମଧ୍ୟ ଲୁଚି ରହିଛି ଅନେକ ରହସ୍ୟ, ଯାହାକୁ କେହି ମଧ୍ୟ ଜାଣି ନାହାନ୍ତି । ତେବେ ଆସନ୍ତୁ ଜାଣିବା ଶ୍ରୀମନ୍ଦିରରେ ଲୁଚି ରହିଥିବା କିଛି ରହସ୍ୟ…

ରତ୍ନ ବେଦିରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ : ଆଜି ବାହାରିବ ନୀଳାଚଳ ଅବଢ଼ା

ପୁରୀ : ନିଳାଦ୍ରୀ ବିଜେ ସହ ଶେଷ ହୋଇଛି ଘୋଷଯାତ୍ରାର ସମସ୍ତ ପର୍ଯ୍ୟାୟ l ନୀଳକନ୍ଦରକୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ । ଏବେ ବଡ଼ ଦେଉଳର ରତ୍ନବେଦୀରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଆଜିଠୁ ପୁଣି ଶ୍ରୀମନ୍ଦିରରେ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି ନୀତିକାନ୍ତି । ଆଜି ସକାଳେ…

କ୍ରୁ୍ଟ ପକ୍ଷରୁ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ମୋ ବସ୍ ସେବା

ଭୁବନେଶ୍ୱର: ରଥଯାତ୍ରା ପାଇଁ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁ୍ଟ୍) ପକ୍ଷରୁ ସ୍ୱତନ୍ତ୍ର ମୋ ବସ୍ ସେବା ଯୋଗାଇ ଦିଆଯାଇଛି। ଏହି ବସ୍ ଖୋର୍ଦ୍ଧା, କଟକ ଓ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାତ୍ରା କରିବ। ଜନସାଧାରଣଙ୍କୁ ପ୍ରଭାବୀ, ସୁଲଭ ଓ ଦୀର୍ଘସ୍ଥାୟୀ ସହରାଞ୍ଚଳ…