Latest Odisha News

BREAKING NEWS

Browsing Category

ପୁରୀ

Puri

ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀ ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟିର ପ୍ରକଳ୍ପକୁ ମଞୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଭିଡିଓ କନଫେରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରକଳ୍ପର ବ୍ଲୁ ପ୍ରିଣ୍ଟ ଥିଲେ।  ଲୋକନାଥ ମନ୍ଦିରର ସେବାୟତଙ୍କ ସହ ସେ ଆଲୋଚନା…

ପୁରୀରେ ହେବ ଓଡ଼ିଶାର ପ୍ରଥମ ଟ୍ରାନସ୍ସଜେଣ୍ଡର ଆଶ୍ରୟ ସ୍ଥଳ

ପୁରୀ: ନଭେମ୍ବର ୨୦ କୁ ବିଶ୍ଵ ଟ୍ରାନସ୍ସଜେଣ୍ଡର ସ୍ମୃତି ଦିବସ ଭାବେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ସ୍ବେଛାସେବୀ ସଂଗଠନ ସାମୁଖ୍ୟ ଦି ବେଲ୍ ଓ ସାମାଜିକ ଅନୁଷ୍ଠାନ ସାଥୀ ତରଫରୁ ପୁରୀ ନୀଳାଚଳ ଅର୍ବାନ ହାଟ ମୁକ୍ତାକାଶ ରଙ୍ଗମଞ୍ଚରେ ପାଳିତ ହୋଇଯାଇଛି ଏହି…

ପୁରୀରେ ଚଳିତ ମାସ ୨୩ ଓ ୨୪ରେ ଆୟୋଜିତ ହେବ କ୍ଷୁଦ୍ର ନିଯୁକ୍ତି ମେଳା

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଚଳିତ ମାସ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହେବ। ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ମେଳା ୨୩ ତାରିଖରେ ପୁରୀ ସରକାରୀ ଆଇଟିଆଇ ପରିସରରେ ଓ ୨୪ରେ ପିପିଲି କଲେଜ…

ବାଲ୍ୟବିବାହ ନିରୋଧ ସମ୍ପର୍କରେ କର୍ମଶାଳା ଅନୁଷ୍ଠିତ

ପୁରୀ :  ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ, ୟୁନିସେଫ୍, ଆକ୍ସନ ଏଡ୍ ,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ବାଲ୍ୟବିବାହ ନିରୋଧ ସମ୍ପର୍କରେ ଏକ କର୍ମଶାଳା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ…

ପୁରୀରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ

ପୁରୀ: ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ଆଜି ସଦଭାବନା ସଭାଗୃହ ପରିସରରେ ପାଳିତ ହୋଇଯାଇଛି । ରାଷ୍ଟ୍ର ଗଠନରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ବିଶେଷ ଆଲୋଚନା ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁୂ ଗଣମାଧ୍ୟମ ସମାଜ ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସେ ନେଇ ଆଲୋକପାତ…

ପୁରୀରେ ଆୟୋଜିତ ହେଲା ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ

ପୁରୀ: ଭାରତୀୟ ଭାଷା ଏବଂ ସଂସ୍କୃତି କେନ୍ଦ୍ର ଦିଲ୍ଲୀ ଦ୍ୱାରା ଆୟୋଜିତ ତିନ ଦିବସୀୟ ହିନ୍ଦୀଭାଷା ସମ୍ମିଳନୀକୁ ବରିଷ୍ଠ ରାଜନେତା ତଥା ଭାଷାବିତ ପ୍ରସନ୍ନ କୁମାର ପାଟ୍ଟଶାଣୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି ସମାରୋହକୁ ପ୍ରସିଦ୍ଧ ଶିକ୍ଷାବିତ ଓ ନ୍ୟାଶନାଲ ବୁକ ଟ୍ରଷ୍ଟର ପ୍ରଫେସର ମାନସ…

ପୁରୀରେ ଉଦଘାଟିତ ହେଲା ଶହୀଦ ଜୟୀ ରାଜଗୁରୁ ଫାଉଣ୍ଡେସନ

ପୁରୀ: ପୁରୀର ଗାନ୍ଧୀ ସ୍ମୃତି ପୀଠରେ ଆଜି ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଶହୀଦ ଜୟୀ ରାଜଗୁରୁ ଫାଉଣ୍ଡେଶନ ଓଡିଶା ଚ୍ୟାପ୍ଟରର ଉଦଘାଟନ କରାଯାଇଥିଲା । ଶହୀଦ ଜୟୀ ରାଜଗୁରୁ ଫାଉଣ୍ଡେସନ ନୂଆଦିଲ୍ଲୀ ଓ ସର୍ବୋଦୟ ମେଳା କମିଟି ପୁରୀର ମିଳିତ ସହଯୋଗରେ ଏହାକୁ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅର୍ଥାତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦ୍ଵିତୀୟ…

ଶ୍ରୀକ୍ଷେତ୍ର ଗୋସାଣୀ ପୂଜା କମିଟି ପକ୍ଷରୁ ଦିଆଗଲା ସ୍ୱଚ୍ଛ ଶ୍ରୀକ୍ଷେତ୍ର ବାର୍ତା

ପୁରୀ: ପୁରୀରେ ଗୋସାଣୀ ପୂଜା ବା ଦୁର୍ଗା ପୂଜାର ଚଳ ଚଂଚଳତା ଆରମ୍ଭ ହୋଇଗଲାଣି । ସମ୍ପୂର୍ଣ୍ଣ ଭିନ୍ନ ଶୈଳୀରେ ପୁରୀରେ ପାରମ୍ପାରିକ ରୀତି ନୀତିରେ ଏହାକୁ ପାଳନ କରାଯାଇଥାଏ । ଆଜି ଶ୍ରୀକ୍ଷେତ୍ର ଗୋସାଣୀ ପୂଜା କମିଟି ପକ୍ଷରୁ କିପରି ସ୍ୱଚ୍ଛ ବାତାବରଣରେ ଏହାକୁ ଆୟୋଜିତ କରାଯିବ ସେ ନେଇ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…