Latest Odisha News

BREAKING NEWS

Browsing Category

ପୁରୀ

Puri

ଜଗା ପ୍ରେମରେ ଉବୁଟୁବୁ ଗୀତିକାର ବିଜୟ କୁମାର ମିଶ୍ର

ପୁରୀର ବିଜୟ କୁମାର ମିଶ୍ରଙ୍କୁ କିଏ ବା ନ ଜାଣେ । ଗୀତ, କବିତା, ଭଜନ, ସଙ୍ଗୀତ ଓ ଅଭିନୟ ମାଧ୍ୟମରେ ସେ ଜଗାଙ୍କ ପାଇଁ ଉତ୍ସର୍ଗୀକୃତ କହିଲେ ଭୁଲ ହେବନି । ଗୀତ, କବିତା ଲେଖି ଆସୁଥିଲେ ମଧ୍ୟ ସରକାରୀ ଚାକିରୀରୁ ଅବସର ନେବା ପରେ ସେ ସମ୍ପୂର୍ଣ୍ଣ ଭାବେ ଜଗା ପ୍ରେମରେ ପଡି ଯାଇଥିଲେ । ଆଉ ଯାହା…

ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ ୨୨ରୁ ଆରମ୍ଭ ହେବ ଓଡିଶା ବାସ୍କେଟବଲ ଲିଗ

ପୁରୀ: ପୁରୀ ରେ ଚଳିତ ମାସ ୨୨ ରୁ ୨୬ ତାରିଖ ପର‌୍ୟ୍ୟନ୍ତ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଓଡିଶା ବାସ୍କେଟବଲ ଲିଗ ଆରମ୍ଭ ହେବ । ଓଡିଶା ବାସ୍କେଟବଲ ଆସୋସିଏସନ ପକ୍ଷରୁ ଆୟୋଜିତ ଏହି ଲିଗରେ ୬ଟି ପୁରୁଷ ଓ ୪ଟି ମହିଳା ଟିମ ଅଂଶଗ୍ରହଣ କରିବେ । ଏହାକୁ ଶୃଙ୍ଖଳିତ ଭାବେ ଆୟୋଜନ…

ଆର ପାରିରେ ବାଦ୍ୟଗୁରୁ ଉମେଶ କର, ସ୍ୱର୍ଗଦ୍ୱାରରେ ଶେଷ କୃତ୍ୟ ସମ୍ପନ୍ନ

ପୁରୀ: ସଙ୍ଗୀତ ଦୁନିଆର ଲୋକପ୍ରିୟ ବାଦ୍ୟଗୁରୁ ପ୍ରଫେସର ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ଦୋଳମଣ୍ଡପ ସାହିରେ ବାଦ୍ୟଗୁରୁ କ୍ଷେତ୍ରମୋହନ କରଙ୍କ ପୁତ୍ର ତଥା ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଭାଇ ସ୍ୱର୍ଗତଃ ଉମେଶ କରଙ୍କୁ ଶେଷ…

ଶ୍ରୀକ୍ଷେତ୍ରରେ ଶ୍ରୀ-ଉତ୍ସବ ପାଳିତ

ପୁରୀ: ପବିତ୍ର ମାର୍ଗଶିର ମାସ ଶେଷ ଗୁରୁବାର ଉପଲକ୍ଷେ ପୁରୀରେ ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଲକ୍ଷ୍ମୀ ପୁରାଣର ବିଶ୍ୱବ୍ୟାପୀ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଆଜି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରସ୍ଥିତ ଶ୍ରୀ ଗୌର ଗୋପାଳ ଆଶ୍ରମଠାରେ ଏହି ଉତ୍ସବ ପାଳିତ ହୋଇଥିଲା । ମହିଳାମାନେ…

ପୁରୀରେ ଉଦଘାଟିତ ହେଲା ଭିବ୍ରାନ୍ସ ଫୁଡକୋର୍ଟ

ପୁରୀ: ପର୍ଯ୍ୟଟନ ବିଭାଗ ସହାୟତାରେ ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ୟୁଥ ହଷ୍ଟେଲ ନିକଟରେ ଏସଏସ କନସୋରିଟିୟମର ଭିବ୍ରାନ୍ସ ଫୁଡ କୋର୍ଟ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତା ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ । ପର୍ଯ୍ୟଟନ କ୍ଷେତ୍ରରେ ଏହି ଫୁଡ କୋର୍ଟ ବେଶ ସହାୟ…

ଆଂଚଳିକ ପରିବହନ ପକ୍ଷରୁ ପୁରୀରେ ଯାଂଚ ହେଲା ଶହ ଶହ ଗାଡି ମୋଟର

ପୁରୀ: ଆଂଚଳିତ ପରିବହନ ବିଭାଗ ପକ୍ଷରୁ ପୁରୀରେ ସ୍ପେସିଆଲ ଡ୍ରାଇଭ କାର୍ଯ୍ୟକ୍ରମ ମାଧ୍ୟମରେ ଶହ ଶହ ଗାଡି ମୋଟର ଯାଂଚ କରାଯାଇଥିଲା । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଲ ସିଂ ଏହାର ତତ୍ୱାବଧାନ କରିଥିଲେ । ନଭେମ୍ବର ୧ରୁ ୨୫ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା…

ଭୋଟର ତାଲିକା ସଂଶୋଧନର ସ୍ୱତନ୍ତ୍ର ଅଭିଯାନ ଦିବସ ଅନୁଷ୍ଠିତ

ପୁରୀ: ୨୦୨୩ ବର୍ଷ ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବୋର୍ଡ ଅଫ ରେଭିନ୍ୟୁର ସଚିବ ତଥା ପୁରୀ ଜିଲ୍ଲା ପାଇଁ ନିଯୁକ୍ତ ରୋଲ ଅବଜର୍ଭର ବିଜୟ କେତନ ଉପାଧ୍ୟାୟ, ପୁରୀ ପୌରପାଳିକା ତଥା ସଦରର ବିଭିନ୍ନ ବ୍ଲକ ପରିଦର୍ଶନ କରିଥିଲେ । ଏ ନେଇ…

ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀ ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟିର ପ୍ରକଳ୍ପକୁ ମଞୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଭିଡିଓ କନଫେରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରକଳ୍ପର ବ୍ଲୁ ପ୍ରିଣ୍ଟ ଥିଲେ।  ଲୋକନାଥ ମନ୍ଦିରର ସେବାୟତଙ୍କ ସହ ସେ ଆଲୋଚନା…

ପୁରୀରେ ହେବ ଓଡ଼ିଶାର ପ୍ରଥମ ଟ୍ରାନସ୍ସଜେଣ୍ଡର ଆଶ୍ରୟ ସ୍ଥଳ

ପୁରୀ: ନଭେମ୍ବର ୨୦ କୁ ବିଶ୍ଵ ଟ୍ରାନସ୍ସଜେଣ୍ଡର ସ୍ମୃତି ଦିବସ ଭାବେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ସ୍ବେଛାସେବୀ ସଂଗଠନ ସାମୁଖ୍ୟ ଦି ବେଲ୍ ଓ ସାମାଜିକ ଅନୁଷ୍ଠାନ ସାଥୀ ତରଫରୁ ପୁରୀ ନୀଳାଚଳ ଅର୍ବାନ ହାଟ ମୁକ୍ତାକାଶ ରଙ୍ଗମଞ୍ଚରେ ପାଳିତ ହୋଇଯାଇଛି ଏହି…

ପୁରୀରେ ଚଳିତ ମାସ ୨୩ ଓ ୨୪ରେ ଆୟୋଜିତ ହେବ କ୍ଷୁଦ୍ର ନିଯୁକ୍ତି ମେଳା

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଚଳିତ ମାସ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହେବ। ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ମେଳା ୨୩ ତାରିଖରେ ପୁରୀ ସରକାରୀ ଆଇଟିଆଇ ପରିସରରେ ଓ ୨୪ରେ ପିପିଲି କଲେଜ…